banner
Breaking
Yearly Archives

2020

ଆବାସ ଯୋଜନାରେ ବିଜେପିର ଆପତ୍ତି ଉପରେ କଡ଼ା ଜବାବ ରଖିଲେ ପ୍ରତାପ ଜେନା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଆବାସ ଯୋଜନା ଉପରେ ବିଜେପିର ଅଭିଯୋଗକୁ ଉତ୍ତର ମାଧ୍ୟମରେ ଖଣ୍ଡନ କରିଛନ୍ତି ମନ୍ତ୍ରୀ ପ୍ରତାପ ଜେନା। କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ(ପିଏମଏଓ୍ବାଇ-ଜି) ପାଇଁ କେନ୍ଦ୍ର ସରକାର ପଇସା ଦେଉଛନ୍ତି। ସେହି ଘର ଆଗରେ ବିଜୁ ବାବୁଙ୍କ ଲୋଗୋ…
Read More...

୩୧୫ ବିଦ୍ୟାଳୟରେ ୧୦ରୁ କମ୍ ପିଲା। ୯୦ଟି ବିଦ୍ୟାଳୟର ଶ୍ରେଣୀ ଗୃହ ନାହିଁ।

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): ରାଜ୍ୟର ୯୦ଟି ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ। ପିଲାମାନେ ବାହାରେ ବସି ପାଠ ପଢ଼ୁଛନ୍ତି। ୧୧୫ ବିଦ୍ୟାଳୟର ନିଜସ୍ବ ଗୃହ ନାହିଁ। ୩୧୫ ବିଦ୍ୟାଳୟରେ ସର୍ବନିମ୍ନ ସଂଖ୍ୟକ ୧୦ରୁ କମ୍‌ ପିଲା ପାଠ ପଢ଼ୁଛନ୍ତି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଭାଗ୍ୟସ୍ଥାନରେ ସୌଭାଗ୍ୟପ୍ରଦ ଯୋଗ ସମସ୍ତ କାର୍ଯ୍ୟରେ ସିଦ୍ଧି ପ୍ରଦାନ କରିବ। କିନ୍ତୁ ମନାନ୍ତର ଜନିତ ପାରିବାରିକ ଜୀବନରେ ଅଶାନ୍ତି ପରିସ୍ଥିତି ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କୁ ଉତ୍ତମ ପରାମର୍ଶ ଦେଇ ପ୍ରଶଂସିତ ହେବେ। ଆନୁଷ୍ଠାନିକ, ଅର୍ଥନୈତିକ, ସାମାଜିକ ଓ…
Read More...

ବଜେଟ ୨୦୨୦-୨୧ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ।

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ବିଧାନସଭାରେ ୨୦୨୦-୨୧ ବର୍ଷର ବଜେଟ୍ ଉପସ୍ଥାପିତ ହୋଇଛି । ରାଜ୍ୟ ବଜେଟକୁ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ଆଇପ୍ୟାଡରୁ ପଢି ବଜେଟ୍ ଉପସ୍ଥାପନା କରିଛନ୍ତି ଅର୍ଥମନ୍ତ୍ରୀ । ଏହାକୁ ଡିଜିଟାଲ ବଜେଟ କୁହାଯାଇଛି। ଅର୍ଥମନ୍ତ୍ରୀ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ରବି ଧନିଷ୍ଠା ନକ୍ଷତ୍ରରେ ରହିଥିବାରୁ ସାମୟିକ ପ୍ରତିବନ୍ଧକ ଥିଲେ ମଧ୍ୟ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅର୍ଥସଂକଟ ଦୂରେଇଯିବ। ପାରିବାରିକ କ୍ଷେତ୍ର ପାଇଁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।…
Read More...

ମାଟ୍ରିକ ପରୀକ୍ଷାରେ ଲାଗିଲା କଟକଣା। ଊଲଙ୍ଘନ କଲେ ଜେଲ

ଭୁବନେଶ୍ବର,୧୬/୨(ଓଡ଼ିଆ ନ୍ୟୁଜ) : ରବିବାର ଲୋକସେବା ଭବନରୁ ମୁଖ୍ୟ ସଚିବ ଅସିତ କୁମାର ତ୍ରିପାଠୀ ଭିଡିଓ କନଫରେନ୍ସିଂ ଯୋଗେ ସମସ୍ତ ଜିଲାପାଳ ଓ ଏସ୍‌ପିଙ୍କୁ ମାଟ୍ରିକ ପରୀକ୍ଷା ସୁପରିଚାଳନା ଓ ମୋବାଇଲ ବ୍ୟବହାର ଉପରେ କଡା ଆଭିମୁଖ୍ୟ ଗ୍ରହଣ ପାଇଁ ନିର୍ଦେଶ ଦେଇଛନ୍ତି। ଆଜି ମୁଖ୍ୟ ସଚିବ…
Read More...

ମହିଳାଙ୍କ ମାଡ଼ରେ ପୁଲିସ ବାବୁଙ୍କ ବୋପା ବାହାଘର ମନେ ପଡିଲା।

ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ଖାକିରେ ଦାଗ ତାହା ପୁଣି ସ୍ମାର୍ଟ ସିଟିରେ। ହେଲେ କଣ ହେବ ସ୍ମାର୍ଟ ମହିଳାଙ୍କ କି ମାଡ । ଏକାଥର ବୋପା ବାହାଘର ମନେପଡି ଯାଇଥିବ ପୁଅର। ରାଜଧାନୀରେ ଖାକି ବାବୁଙ୍କୁ ପ୍ରେମ ରୋଗ ଛାଡୁନି। ମାସକ ଭିତରେ ୩ ପୋଲିସ କର୍ମଚାରୀ ପ୍ରେମ ଓ ବଳାତ୍କାର ମାମଲାରେ ଗିରଫ…
Read More...

ଆରମ୍ଭ ହେଲା ସିବିଏସ୍ଇ ପରୀକ୍ଷା।

ଭୁବନେଶ୍‍ବର, ୧୫/୨ (ଓଡ଼ିଆ ନ୍ୟୁଜ) : ଆଜି ଠାରୁ ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ଚଳିତ ବର୍ଷ ୧୮ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ପ୍ରାୟ ୧୨ ଲକ୍ଷରୁ ଅଧିକ ଦ୍ୱାଦଶ ଶ୍ରେଣୀରେ ଛାତ୍ରଛାତ୍ରୀ ପରୀକ୍ଷା ଦେବେ। ଫେବୃଆରୀ ୧୫ ରୁ…
Read More...

ବାଙ୍କୀରେ ଦୁଇ ଜଣଙ୍କୁ ହତ୍ଯା।

ବାଙ୍କୀ, ୧୫ା୨ (ବ୍ୟୁରୋ): କଟକ ଜିଲା ବାଙ୍କୀରେ ଘଟିଛି ଡବଲ ମର୍ଡର। ବରପୁଟ ପଞ୍ଚାୟତର ଜୋକଲାଞ୍ଜି ପ୍ରକଳ୍ପ ନିକଟରେ ସରପଞ୍ଚଙ୍କ ସ୍ବାମୀ ଓ ଜଣେ ସାମ୍ବାଦିକଙ୍କୁ ଶନିବାର ଅପରାହ୍ନରେ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଲେ ଖଜୁରିପଦା ନୂଆଗାଁ ପଞ୍ଚାୟତ ସରପଞ୍ଚ ମମତା…
Read More...

ଅପ୍ରେଲ ୫ ରୁ ପାରାଦୀପରେ ଆର୍ମି ନିଯୁକ୍ତି ମେଳା

ଭୁବନେଶ୍ୱର,୧୫।୨(ବ୍ୟୁରୋ)- ଆସନ୍ତା ଏପ୍ରିଲ ୫ରୁ୧୬ ଯାଏ ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମ୍‌ଠାରେ ବିଶାଳ ଆର୍ମି ନିଯୁକ୍ତି ମେଳା ଆୟୋଜିତ ହେବ। ରାଜ୍ୟର ୧୦ ଜିଲା ଯଥା, କଟକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଜଗତସିଂହପୁର, ନୟାଗଡ, ବାଲେଶ୍ୱର, ଖୋର୍ଦ୍ଧା, ଯାଜପୁର, ପୁରୀ ଓ ଭଦ୍ରକ ଜିଲ୍ଲାର…
Read More...