banner
Breaking
Yearly Archives

2020

୧୯ ରେ ଲଘୁଚାପ ୨୧ରୁ ବର୍ଷା।

ଭୁବନେଶ୍ୱର,୧୬।୧୦(ଓଡ଼ିଆ ନ୍ୟୁଜ):ଆସନ୍ତା ୧୯ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ରୁ ଉପକୂଳ ଓଡ଼ିଶାରେ ବର୍ଷା ହେବ। ବିଶେଷ କରି ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ,…
Read More...

କୋଭିଡ ପାଇଁ ଆଗକୁ ସତର୍କ ରହିବାକୁ ପରାମର୍ଶ।

ଭୁବନେଶ୍ୱର,୧୫ା୧୦(ଓଡ଼ିଆ ନ୍ୟୁଜ): କୋଭିଡ୍‌ ପରିଚାଳନାରେ ଓଡ଼ିଶାର ସମସ୍ତ ସୂଚକାଙ୍କ ଜାତୀୟ ହାରଠାରୁ ଭଲ ରହିଛି। ଅଧିକାଂଶ ଜିଲାରେ ନୂଆ ସଂକ୍ରମଣ କମୁଛି। କଟକ, ଖୋର୍ଦ୍ଧା, ପୁରୀ ଭଳି ଅଧିକ ସଂକ୍ରମଣ ଥିବା ଜିଲାଗୁଡ଼ିକରେ ମଧ୍ୟ ପରିସ୍ଥିତିର ଉନ୍ନତି ଆସିଛି। ଆଗକୁ ପାର୍ବଣ ଏବଂ ତା’ପରେ…
Read More...

ରାଜ୍ୟରେ ଆଜି ପୁଣି ୨୬୦୪ ପଜିଟିଭ ଚିହ୍ନଟ ଓ ୧୫ ମୃତ।

ଭୁବନେଶ୍ୱର,୧୪।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୨୬୦୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୧୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୦୯୩ଜଣ ସ୍ଥାନୀୟ ଅଞ୍ଚଳର ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ…
Read More...

ପ୍ରତିକୂଳ ଜଳବାୟୁ ଜୀବନ ଜୀବିକା ପାଇଁ ବିପଦ ସୃଷ୍ଟି କରୁଛି।

ଭୁବନେଶ୍ୱର : ଆଜି ଆନ୍ତର୍ଜାତିକ ଦୁର୍ବିପାକ ବିପର୍ଯ୍ୟୟ ପ୍ରଶମନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ପ୍ରତିବର୍ଷ ବିଭିନ୍ନ ପ୍ରତିକୂଳ ଜଳବାୟୁ ପରିସ୍ଥିତି ଓଡ଼ିଶାର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ଓ ଜୀବିକା ପ୍ରତି ବିପଦ ସୃଷ୍ଟି କରୁଛି। ବିଭିନ୍ନ ସ୍ତରରେ ବିପର୍ଯ୍ୟୟ…
Read More...

ସାମ୍ବାଦିକଙ୍କ ଅକାଳ ବିୟୋଗ।

ବାଙ୍କୀ,୧୩/୧୦(ଓଡ଼ିଆ ନ୍ୟ): ବୈଦ୍ୟୁତିକ ଗଣମାଧ୍ୟମ ଜି.ଓଡିଶାର ବାଙ୍କୀ ପ୍ରତିନିଧି ଗୋବିନ୍ଦ ଚନ୍ଦ୍ର ପରିଡା(୪୬)ଙ୍କର ହୃଦ୍‌ଘାତରେ ସୋମବାର ଦିନ ପରଲୋକ ହୋଇଯାଇଛି। ସେ ଜଣେ ନିର୍ଭିକ, ସଚ୍ଚୋଟ୍ଟ, ସତ୍ୟନିଷ୍ଠ ଓ କର୍ତ୍ତବ୍ୟ ପରାୟଣ ସାମ୍ବାଦିକ ଭାବରେ ସବୁରି ପ୍ରିୟ ଥିଲେ। ତାଙ୍କର ଶରୀର…
Read More...

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ

ଭୁବନେଶ୍ୱର,୧୩ା୧୦(ଓଡ଼ିଆ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ଉନ୍ନତ ଦେଶର ଲୋକଙ୍କ ଭଳି ସିଧା…
Read More...

ରାଜ୍ୟରେ କହୁଛି କରୋନା। ଆଜି ୨୨୭୫ ପଜିଟିଭ ଚିହ୍ନଟ ଓ ୧୭ ମୃତ।

ଭୁବନେଶ୍ୱର,୧୩/୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି କମିଛି ଆକ୍ରାନ୍ତଙ୍କ ସ°ଖ୍ୟା। ଆଜି ରାଜ୍ୟରୁ ୨୨୭୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୩୧୮ ଜଣ ଓ ୯୫୭ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ…
Read More...

ଜବାବ ଦାଖଲ ପାଇଁ ଅନୁଭବଙ୍କୁ କୋଟ ନୋଟିସ।

କଟକ ,୧୩।୧୦: ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ପାରିବାରିକ ବିବାଦକୁ ନେଇ କଟକ ସଦର ଏସ୍‌ଡିଜେଏମ୍‌ କୋର୍ଟରେ ଏକ ମାମଲା ଚାଲିଛି। ଭରଣପୋଷଣ ଦାବିରେ ବର୍ଷାଙ୍କ ପକ୍ଷରୁ ଉକ୍ତ ମାମଲା ରୁଜୁ କରାଯାଇଥିଲା। ସୋମବାର ଏହି…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ବିଭିନ୍ନ ପ୍ରକାରର ସମସ୍ୟା ସଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ କଳୁଷିତ କରିଦେବ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରି ପାରନ୍ତି। କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଯୁକ୍ତି ଯୁକ୍ତ କଥା କହି ପ୍ରଶଂସିତ ହେବେ। ବୃଷ:-ଆଜି…
Read More...

ପୂର୍ବତନ ବାଚସ୍ପତି ଶରତ କରଙ୍କ ପରଲୋକ।

ଭୁବନେଶ୍ୱର,୧୨/୧୦(ଓଡ଼ିଆ ନ୍ୟୁଜ): ପରଲୋକରେ ଶରତ କର। ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ତଥା ବିଶିଷ୍ଟ ରାଜନୀତିଜ୍ଞ, ସାହିତ୍ୟିକ ଓ ସ୍ତମ୍ଭକାର ଶରତ କୁମାର କରଙ୍କ ସୋମବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରପ ଥିବାରୁ ଗତ…
Read More...