banner
Breaking
Yearly Archives

2020

ବିଳ୍ପବୀ କବି ରବି ସି°ଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟଦା। ସତୀଚଉରାରେ ଶେଷକୃତ୍ୟ ସମ୍ପନ୍ନ।

କଟକ ,୨।୨: କଟକର ସତୀ ଚଉରାରେ ବିପ୍ଲବୀ କବି ରବି ସିଂଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସମସ୍ତ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ କରାଯାଇଛି। ପ୍ରକାଶ ଯେ, କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ରବି ସିଂ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ…
Read More...

ଆଜି ମୋଦୀ ସରକାରଙ୍କ ଦ୍ବିତୀୟ ପାଳିର ପୂର୍ଣ୍ଣାଙ୍ଗ ବଜେଟ।

ନୂଆଦିଲ୍ଲୀ,୧/୨ : ଶନିବାର କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକବର୍ଷ ନିମନ୍ତେ ସାଧାରଣ ବଜେଟ୍‍ ଉପସ୍ଥାପନ କରିବାକୁ ଯାଉଛନ୍ତି। ସଂସଦରେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଏହି ବଜେଟ୍‍ ଆଗତ କରିବେ। ଶୁକ୍ରବାରଠାରୁ ସଂସଦର ବଜେଟ୍‍ ଅଧିବେଶନ ଆରମ୍ଭ ହୋଇଥିବାବେଳେ ଅର୍ଥନୈତିକ ସର୍ଭେ ରିପୋର୍ଟ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଜନ୍ମ ଚନ୍ଦ୍ର ପ୍ରଭାବରୁ ଅର୍ଥଲାଭ, ବିଷୟଗତ ଚିନ୍ତା, କିନ୍ତୁ ଦୂରଯାତ୍ରା, ବିବାଦ, ଗୃହାରମ୍ଭ ବର୍ଜନୀୟ । ରାହୁଙ୍କ ପ୍ରଭାବରେ ସମସ୍ୟା ସମାଧାନରେ ସଫଳ ହେବେ, ନିକଟସ୍ଥ ବନ୍ଧୁ ଅସହଯୋଗ କରିପାରନ୍ତି। ବୁଧ ଓ ଶୁକ୍ର ସ୍ଥିତିରୁ ଫଳପ୍ରଦ ଆଲୋଚନା ଓ ଶିକ୍ଷା, ସନ୍ତାନଙ୍କ ଗୌରବରୁ ଖୁସି…
Read More...

ଆସନ୍ତାକାଲି ଦିଆଯିବନି ଫାଶୀ।

ନୂଆଦିଲ୍ଲୀ,(ବ୍ୟୁରୋ): ଆସନ୍ତାକାଲି ଦିଆଯିବନି ଫାଶୀ। ଫେବୃଆରୀ ୧ରେ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ୪ ଅଭିଯୁକ୍ତଙ୍କୁ ଫାଶୀ ଦିଆଯିବା ପାଇଁ ପୂର୍ବରୁ ସମୟ ନିର୍ଦ୍ଧାରିତ ହୋଇଥିଲେ ମଧ୍ୟ ଆଜି ଦିଲ୍ଲୀ ପଟିଆଲା ହାଉସ କୋର୍ଟ ଏହା ଉପରେ ରୋକ ଲଗାଇଛନ୍ତି। ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ…
Read More...

ପୁଣି ସୁପର ଓଭରରେ ଜିତିଲା ଭାରତ।

ନ୍ୟୁଜିଲାଣ୍ଡ  : ଭାରତ- ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୫ଟିକିଆ ଟ୍ବେଣ୍ଟି-୨୦ ସିରିଜରେ ପୁଣିଥରେ ଚତୁର୍ଥ ମ୍ୟାଚରେ ସୁପର ଓଭର ଦେଖିବାକୁ ମିଳିଥିଲା। ଏହି ସୁପର ଓଭରରେ ଭାରତ ବାଜିମାରିବାସହ  କ୍ରମାଗତ ୪ଟି ମ୍ୟାଚ ଜିତି ବିଜୟ ଧାରା ବଜାଇ ରଖିଛି। ସୁପର ଓଭରରେ ପ୍ରଥମେ ବ୍ୟାଟିଂ କରି…
Read More...

କେନ୍ଦୁଝରରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ।

କେନ୍ଦୁଝର ,(ଓଡ଼ିଆ ନ୍ୟୁଜ): କେନ୍ଦୁଝର ଜିଲା ଆନନ୍ଦପୁରର ମିନି ଷ୍ଟାଡ଼ିୟମରେ ବିଜେଡ଼ି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପହଞ୍ଚି ବିଭିନ୍ନ ଜନହିତକାରୀ ପ୍ରକଳ୍ପର ଶୁଭ ଉଦଘାଟନ ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଆନନ୍ଦପୁର ଠାରେ ୪୭୫ କୋଟି ବ୍ୟୟରେ ନିର୍ମିତ…
Read More...

ମୋ ସରକାରେ ସାମିଲ ହେଲା ଶ୍ରମ ବିଭାଗ।

ଭୁବନେଶ୍ୱର, (ଓଡ଼ିଆ ନ୍ୟୁଜ): ମୋ ସରକାରରେ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗକୁ ସାମିଲ କରାଯାଇଛି। ବୁଧବାର ଲୋକସେବା ଭବନଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମୋ ସରକାରରେ…
Read More...

ପ୍ରଥମ ଶ୍ରେଣୀରୁ ସ୍ପୋକନ ଇଂରାଜୀ ପଢିବେ ଛାତ୍ରଛାତ୍ରୀ।

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ରାଜ୍ୟର ସମସ୍ତ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ପିଲାଙ୍କୁ ସ୍ପୋକନ ଇଂଲିଶ ଶିକ୍ଷା ଦିଆଯିବ। ପିଲାମାନଙ୍କ ଗୁଣାତ୍ମକ ଶିକ୍ଷା ବୃଦ୍ଧି ସକାଶେ ସରକାରଙ୍କ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଛାତ୍ରୀଛାତ୍ରମାନଙ୍କ ଆଧାର ସଂଯୋଗକୁ ମଧ୍ୟ ସୁନିଶ୍ଚିତ କରାଯିବ। ୩୦…
Read More...

ରଥ ନିର୍ମାଣ ପାଇଁ ରଥକାଠ ଅନୁକୂଳ।

ପୁରୀ,(ଓଡ଼ିଆ ନ୍ୟୁଜ): ପବିତ୍ର ରଥଯାତ୍ରା ପାଇଁ ଗୁରୁବାର ଅପରାହ୍ନରେ ରଥଖଳାଠାରେ ତିନିରଥ ନିର୍ମାଣ ପାଇଁ ରଥକାଠ ଅନୁକୂଳ କରାଯାଇଛି । ପାରମ୍ପରିକ ରୀତି ଅନୁସାରେ ଶ୍ରୀପଞ୍ଚମୀ ଦିନ ରଥକାଠ ଅନୁକୂଳ କରାଯାଇଥାଏ । ନୟାଗଡ ଜଙ୍ଗଲରୁ ଆସିଥିବା ଦୁଇଟି ଟ୍ରକରେ ରଥକାଠକୁ ରଥଖଳାରେ ଭୂମିଷ୍ଟ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ- ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ସାଧାରଣ ଫଳ ପାଇବେ । ସାଂସାରିକ ଅସ୍ଥିରମନା ରହିବେ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭଅଙ୍କ-୭, ଶୁଭ ରଙ୍ଗ-କଫି । ବୃଷ-ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ…
Read More...