banner
Breaking
Yearly Archives

2020

ଶିରିଡି ସାଇ ମନ୍ଦିର ବିବାଦ ତୁଟିଲା। ଆଉ ମନ୍ତବ୍ୟ ଦେବେନି ଉଦ୍ଧବ

ମୁମ୍ବାଇ,୨୦।୧: ଶିରିଡି ସାଇ ବାବାଙ୍କ ଜନ୍ମସ୍ଥାନକୁ ନେଇ ଦେଖାଦେଇଥିବା ବିବାଦର ଅନ୍ତ ଘଟିଛି। ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ଶ୍ରୀ ସାଇବାବା ସଂସ୍ଥାନ ଟ୍ରଷ୍ଟର ସଦସ୍ୟଙ୍କ ସହ ଏକ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଠାକରେ ତାଙ୍କର ସମସ୍ତ ଦାବି…
Read More...

ରଣବୀରଙ୍କ ସହିତ ଅଭିନୟ କରିବା ପାଇଁ ଶ୍ରଦ୍ଧା ଏକ୍ସାଇଟେଡ ଅଛନ୍ତି।

ମୁମ୍ବାଇ: ବଲିଉଡ୍‌ ବିୟୁଟି ଶ୍ରଦ୍ଧା କପୁର ଏବେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମ ‘ଷ୍ଟ୍ରିଟ୍‌ ଡ୍ୟାନ୍ସର ୩ଡି’ର ପ୍ରମୋଶନ ପାଇଁ ବ୍ୟସ୍ତ ଅଛନ୍ତି। ଏବେ କିନ୍ତୁ ସେ ରଣବୀର କପୁରଙ୍କ ସହ ଅଭିନୟ କରିବାକୁ ନେଇ ବେଶ୍‌ ଉତ୍ସାହିତ ଥିବା ଜଣାପଡିଛି। ‘ପ୍ୟାର କା ପଞ୍ଚନାମା’ ଭଳି ହିଟ୍‌ ଫିଲ୍ମ ଭେଟି…
Read More...

ରେଟିଙ୍ଗସ୍ ଉଦ୍ଦେଶ୍ୟରେ ଅପ୍ରାସଙ୍ଗିକ ଖବରକୁ ଅଧିକ ଗୁରୁତ୍ବ ଦିଆଯାଉଛି। ମିଥ୍ୟା ଖବର ଆତଙ୍କ ଭାବେ ଉଭା ହୋଇଛି…

ନୂଆଦିଲ୍ଲୀ: ସାମ୍ବାଦିକତା ଏବେ ସଙ୍କଟ ସମୟ ଦେଇ ଗତି କରୁଛି। ଆଉ ଏପରି ସଙ୍କଟ ସମୟରେ ମିଥ୍ୟା ଖବର ଆତଙ୍କ ଭାବେ ଉଭା ହୋଇଛି ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର କହିଛନ୍ତି। ରାମନାଥ ଗୋଏଁକା ଉତ୍କୃଷ୍ଟ ସାମ୍ବାଦିକତା ପୁରସ୍କାର ଉତ୍ସବରେ ଯୋଗଦେଇ ରାଷ୍ଟ୍ରପତି କହିଛନ୍ତି ମିଥ୍ୟା…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାନବାହନରେ କ୍ଷତିର ସମ୍ଭାବନା ହେତୁ ସତର୍କତା ରକ୍ଷା କରିବା ଭଲ। ମାଲିମକଦ୍ଦମାରେ ବାଇଦା ପଡ଼ିବାକୁ କେନ୍ଦ୍ରକରି ମନରେ ସଂଶୟ ଉତ୍ପନ୍ନ ହୋଇପାରେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆର୍ଥିକ ସ୍ଥିତିରେ ଦ୍ରୁତ…
Read More...

ଜନସାଧାରଣଙ୍କ ଅର୍ଥ ବିଜ୍ଞାପନରେ ବ୍ୟବହାର କରିପାରିବେ ନାହିଁ ସରକାର।

ନୂଆଦିଲ୍ଲୀ, ୨୦।୧: ଜନସାଧାରଣଙ୍କ କଷ୍ଟ ଉପାର୍ଜିତ ଧନକୁ ବ୍ୟବହାର କରି ରାଜ୍ୟ ସରକାରଗୁଡ଼ିକ ବିଜ୍ଞାପନ ଜରିଆରେ ଆତ୍ମପ୍ରଚାର କରିପାରିବେ ନାହିଁ। ଶାସକ ଦଳର ନେତାମାନେ ରାଜକୋଷରୁ ଅର୍ଥ ଉଠାଇ ଗଣମାଧ୍ୟମରେ ବିଜ୍ଞାପନ ଦେଉଥିବା ନେଇ ଅଭିଯୋଗ ଆସିବା ପରେ ସୁପ୍ରିମକୋର୍ଟଙ୍କ ତତ୍ତ୍ୱାବଧାନରେ…
Read More...

ମୋବାଇଲ ଆପ ମାଧ୍ୟମରେ ଧରାହେବେ ବେପରୁଆ ଗାଡ଼ି ଚାଳକ। ଇ ଚେକଗେଟର ଶୁଭାରମ୍ଭ।

ଭୁବନେଶ୍ୱର,୨୦।୧(ବ୍ୟୁରୋ): ମୋବାଇଲ୍‌ ଫୋନ୍‌ ଆପ୍ଲିକେଶନ (ଆପ୍‌) ମାଧ୍ୟମରେ ବେପରୁଆ ଗାଡ଼ି ଚାଳକଙ୍କୁ ଧରାଇବେ ସାଧାରଣ ଲୋକେ। ଏଥିପାଇଁ ପ୍ରଚଳନ ହେବ ସିଟିଜେନ ରିପୋର୍ଟିଂ ଆପ୍‌। ଲୋକେ ବେପରୁଆ ଗାଡ଼ିଚାଳକଙ୍କ ଫଟୋ ଉଠାଇ ଉକ୍ତ ଆପ୍‌ ଜରିଆରେ ପଠାଇବେ। ଆବଶ୍ୟକ ଯାଞ୍ଚ ପରେ ଚାଲାଣ ଓ…
Read More...

ମାର୍କେଟ ବିଲଡି° ଭଙ୍ଗାରୁଜା ଘଟଣାର ମାଷ୍ଟର ମାଇଣ୍ଡ ଚିଣ୍ଟୁ ସହିତ ୫ ଗିରଫ।

ଭୁବନେଶ୍ୱର,୨୦।୧(ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍ଡିଂରେ ଭଙ୍ଗାରୁଜା ଓ ଆକ୍ରମଣ କରି ଆତଙ୍କ ସୃଷ୍ଟି କରିବା ଘଟଣାରେ କ୍ୟାପିଟାଲ ଥାନା ପୋଲିସ ରବିବାର ମୁଖ୍ୟ ଅଭିଯୁକ୍ତ ବଡ଼ଗଡ଼ ପୋଡ଼ାସାହିର ରାକେଶ ମହାନ୍ତି(୨୪) ଓରଫ ଚିଣ୍ଟୁ ଓ ତାଙ୍କ ୫ ସହଯୋଗୀଙ୍କୁ ଗିରଫ କରିଛି। ଗିରଫ ୫…
Read More...

ଭୁବନେଶ୍ୱର ରୁ ସୁରତକୁ ଉଡିଲା ବିମାନ। ଅପରାଜିତା ହେଲେ ପ୍ରଥମ ଯାତ୍ରୀ।

ଭୁବନେଶ୍ୱର,୨୦।୧(ଓଡ଼ିଆ ନ୍ୟୁଜ): ଓଡ଼ିଶାବାସୀଙ୍କ ବହୁଦିନର ପ୍ରତୀକ୍ଷାର ଅନ୍ତ ଘଟିଛି। ସୋମବାର ସକାଳ ୮.୪୦ମିନିଟ୍‌ରୁ ଏୟାର ଇଣ୍ଡିଆର ଏ୩୨୧ ବିମାନ  ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୮୧ ଜଣ ଯାତ୍ରୀଙ୍କୁ ନେଇ ସୁରଟକୁ ସିଧାସଳଖ  ଉଡ଼ାଣ ଆରମ୍ଭ କରିଛି। ଏଥିରେ…
Read More...

ଅନଲାଇନ ସମ୍ପତ୍ତି ଟିକସ ବ୍ୟବସ୍ଥାର ଶୁଭ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ବର,୨୦/୧(ଓଡ଼ିଆ ନ୍ୟୁଜ) : ଏଣିକି ଅନଲାଇନ ମାଧ୍ୟମରେ ଦେଇପାରିବେ ଖଜଣା। ସୋମବାର ଲୋକସେବା ଭବନର ସମ୍ମିଳନୀ କକ୍ଷରେ ରାଜ୍ୟରେ ପ୍ରଥମଥର ପାଇଁ ଅନ୍‍ଲାଇନ୍‍ ସମ୍ପତ୍ତି ଟିକସ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନଗର ଉନ୍ନୟନ ବିଭାଗ ୫-ଟିରେ ସାମିଲ…
Read More...

ଏଲ୍‌ଭି ପ୍ରସାଦ ଆଇ ଇନ୍‌ଷ୍ଟିଚ୍ୟୁଟ୍ ପକ୍ଷରୁ ମାୟୋପିଆ ସଚେତନତା ପାଇଁ ‘ମାଇଁସାଇକ୍ଲୋଥନ୍‌’ ଅନୁଷ୍ଠିତ।

ଭୁବନେଶ୍ୱର,୧୯।୧(ଓଡ଼ିଆ ନ୍ୟୁଜ): ଏଲ୍‌ଭି ପ୍ରସାଦ ଆଇ ଇନ୍‌ଷ୍ଟିଚ୍ୟୁଟ୍‌(ଏଲ୍‌ଭିପିଇଆଇ), ଭୁବନେଶ୍ୱର ପକ୍ଷରୁ ଶିଶୁ ଏବଂ କିଶୋରମାନଙ୍କଠାରେ ଦେଖାଦେଉଥିବା ‘ମାୟୋପିଆ’ ବା ନିକଟ ଦୃଷ୍ଟିଦୋଷ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ‘ମାଇଁସାଇକ୍ଲୋଥନ୍‌’-ବେଟର ହେଲ୍‌ଥ, ବେଟର ସାଇଟ୍ ନାଁ ରେ ଏକ…
Read More...