banner
Breaking
Yearly Archives

2020

ଭୁବନେଶ୍ୱରରୁ ଆଜି ୩୦୯ ପଜିଟିଭ ଚିହ୍ନଟ ଓ ୩୧୭ ସୁସ୍ଥ।

ଭୁବନେଶ୍ୱର,୮।୧୦(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରରୁ ଆଜି ଆଉ ୩୦୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୨୨୬ ଜଣ ରହିଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୩୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ…
Read More...

ଏଲପିଜି ସିଲିଣ୍ଡରରୁ ନିଆଁ ଲାଗିଥିଲା।

ଭୁବନେଶ୍ୱର : ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଏଲ୍‌ପିଜି ଲିକେଜ୍‌ରୁ ନିଆଁ ଲାଗି ହୋଇଥିଲା। ଏନେଇ ପ୍ରାଥମିକ ତଦନ୍ତ ପରେ ପେସୋ( Petroleum And Explosives Safety Organisation)ର ଉପମୁଖ୍ୟ କଣ୍ଟ୍ରୋଲର କହିଛନ୍ତି। ଟାଙ୍କିରେ ଏଲ୍‌ପିଜି ଭର୍ତ୍ତି ବେଳେ ଲିକେଜ୍…
Read More...

କରୋନା ହାରିବ ଆମେ ଜିତିବା। ଭୁବନେଶ୍ୱର ବିଜେଡିର କରୋନା ସଚେତନତା କାର୍ଯ୍ୟକ୍ରମ।

ଭୁବନେଶ୍ୱର : ପବିତ୍ର ଗାନ୍ଧୀ ଜୟନ୍ତୀ ଠାରୁ ବଜେଡି ସଭାପତି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟବ୍ୟାପି ଆରମ୍ଭ ହୋଇଛି କରୋନା ଜନସଚେତନତା କାର୍ଯ୍ୟକ୍ରମ । ଏହି କ୍ରମରେ ଆଜି ଭୁବନେଶ୍ୱର ଜିଲ୍ଲା ସଭାପତି ତଥା ଉତ୍ତର ବିଧାୟକ ସୁଶାନ୍ତ ରାଉତଙ୍କ ନେତୃତ୍ୱରେ…
Read More...

ରାଜ୍ୟରେ ଆଜି ପୁଣି ୩୧୪୪ ପଜିଟିଭ ଚିହ୍ନଟ ଓ ୧୬ ମୃତ।

ଭୁବନେଶ୍ୱର,୮।୧୦(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୧୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୨୫ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୩୧୯ଜଣ ସ୍ଥାନୀୟ ଅଞ୍ଚଳର ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…
Read More...

ଅବପାତ ରୂପ ନେବ ଲଘୁଚାପ। ବର୍ଷା ସାଙ୍ଗକୁ ୫୦ କିମି ପବନ ବହିବା ସମ୍ଭାବନା।

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଆସନ୍ତା ୯ ତାରିଖରେ ଲଘୁଚାପରେ ପରିଣତ ହେବ। ତାହାର ୨୪ ଘଣ୍ଟା ପରେ ଏହା ଅବପାତ(ଡିପ୍ରେସନ)ର ପରିଣତ ହେବାର ସମ୍ଭାବନା ରହିଛି। ଅବପାତ ଆସନ୍ତା ୧୧ ତାରିଖ ସନ୍ଧ୍ୟାରେ ଉତ୍ତର ଆନ୍ଧ୍ର ପ୍ରଦେଶ…
Read More...

ଜଗନ୍ନାଥ ଦର୍ଶନ କଲେ ଅପରାଜିତା।

ପୁରୀ , ୮ା୧୦: ଭାଜପାର ନୂଆ ରାଷ୍ଟ୍ରୀୟ ମୁଖପାତ୍ର ତଥା ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ବୁଧବାର ପୁରୀ ଆସି ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି। ତାଙ୍କୁ ସିଂହଦ୍ୱାର ପାଖରେ ପୁରୀ ଜିଲା ଭାଜପାର ନେତୃତ୍ୱମାନେ ଖଣ୍ଡୁଆ ଓ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ସେ ଅରୁଣ ସ୍ତମ୍ଭ ନିକଟରେ…
Read More...

ଚେନାଇକୁ ୧୦ ରନରେ ହରାଇଲା କଲିକତା।

ଆବୁଧାବି, ୮।୧୦:  ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୧୦ ରନରେ ଚେନ୍ନାଇ ସୁପରକିଙ୍ଗ୍ସକୁ ପରାସ୍ତ କରିଛି। କୋଲକାତା ପ୍ରଥମେ ବ୍ୟାଟିଂ କରି ୧୬୭ ରନରେ ଅଲଆଉଟ ହୋଇଥିବାବେଳେ ଚେନ୍ନାଇ ୨୦ ଓଭରରେ ୫ ଉଇକେଟ ହରାଇ ୧୫୭ ରନ କରିବାକୁ ସକ୍ଷମ ହୋଇଥିଲା। ଶେଷ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜିର ଯାତ୍ରା ମନକୁ ସାମୟିକ ଆନନ୍ଦ ପ୍ରଦାନ କରୁଥିବା ସମୟରେ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତା ବଢ଼ାଇବ। ଅଶ୍ୱିନୀ ନକ୍ଷତ୍ରର ମନରେ ଅସ୍ଥିରତା ଲାଗି ରହିବା କାରଣରୁ ଅନ୍ୟମାନଙ୍କ କଥା ଆପଣଙ୍କୁ ଭଲ ଲାଗିବ ନାହିଁ। ପାପଯୁକ୍ତ ଚନ୍ଦ୍ରଙ୍କ ଯୋଗୁ ପରିବାରରେ ଉତ୍ଥାନ…
Read More...

କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପା ସହାୟତା ଯୋଗାଇଦେବେ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ  ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା କରିଛନ୍ତି । ଗତ ୮ ମାସ ଧରି କୋଭିଡ ବିରୁଦ୍ଧରେ ଚାଲିଥିବା ଏହି ଲଢେଇରେ କାମ କରିଚାଲିଥିବା କୋଭିଡ ଯୋଦ୍ଧା ମାନଙ୍କ ନିଷ୍ଠାର ଉଚ୍ଚପ୍ରଶଂସା କରିବା ସହିତ ସହିଦ୍‌ କୋଭିଡ…
Read More...

ଅସହାୟଙ୍କୁ ସାହା ହେଲା କିସ୍ ଫାଉଣ୍ଡେସନ।

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଜରଦା ଥାନା ଭୋଗିବନ୍ଧ ଗ୍ରାମର ତିନି ଅସହାୟ ଭାଇ ଭଉଣୀଙ୍କୁ ସହଯୋଗର ହାତ ବଢାଇଛି କିସ୍‌ ଫାଉଣ୍ଡେସନ। ସେମାନଙ୍କ ମା’ ବାଳାବତୀ ନାୟକଙ୍କ ମୃତ୍ୟୁ ଗତ ଅଗଷ୍ଟ ମାସରେ ହୋଇ ଯାଇଥିବା ବେଳେ ସେପ୍ଟେମ୍ବର ମାସରେ ବାପା କୁଷନ ନାୟକଙ୍କ ଅକାଳ ବିୟୋଗ ହୋଇଥିଲା। ଫଳରେ…
Read More...