banner
Breaking
Yearly Archives

2020

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆପଣ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି । ସବୁ କିଛି ଶୁଣି ପାରିବା ପରେ ଫେରିବା ସମୟକୁ ମନଦୁଃଖ କରି ବହୁତ ଅନୁରୋଧପୂର୍ଣ୍ଣ କଥା କହିବେ । ଅତ୍ୟଧିକ ଭ୍ରମଣଜନିତ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ । ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ନୂତନ…
Read More...

ଶୁଟର ଶ୍ରେୟାସୀ ସି° ଭାଜପାରେ।

ନୂଆଦିଲ୍ଲୀ, ୪।୧୦: ବିହାର ନିର୍ବାଚନ ପୂର୍ବରୁ ଦିଗଂବତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଗ୍‌ବିଜୟ ସିଂଙ୍କ ଝିଅ ତଥା ଜାତୀୟସ୍ତରର ମହିଳା ଶୁଟର୍‌ ଶ୍ରେୟାସୀ ସିଂ ଭାଜପାରେ ସାମିଲ ହୋଇଛନ୍ତି। ରବିବାର ନୂଆଦିଲ୍ଲୀସ୍ଥିତ ଭାଜପା ମୁଖ୍ୟାଳୟରେ ଦଳର ନେତା ଭୂପେନ୍ଦ୍ର ଯାଦବଙ୍କ ଉପସ୍ଥିତିରେ…
Read More...

ହାଇଦ୍ରାବାଦକୁ ୩୪ ରନରେ ହରାଇଲା ମୁମ୍ବାଇ।

ଶାରଜା, ୪।୧୦: ଚଳିତ ଆଇପିଏଲ୍‌ର ୧୭ତମ ମୁକାବିଲାରେ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ୩୪ ରନରେ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ସ୍ଥାନୀୟ ଶାରଜା କ୍ରିକେଟ୍‌ ଷ୍ଟାଡିୟମରେ ଅପରାହ୍ନରେ ଖେଳାଯାଇଥିବା ଏହି ହାଇସ୍କୋରିଂ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ଇଣ୍ଡିଆନ୍ସ…
Read More...

ତମନ୍ନା ଭଟିଆ କରୋନା ଆକ୍ରାନ୍ତ।

ମୁମ୍ବାଇ, ୪।୧୦-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଗତ କିଛିଦିନ ତଳେ ହାଇଦ୍ରାବାଦରେ ତମନ୍ନା ଏକ ୱେବ ସିରିଜ ପାଇଁ ସୁଟିଂ କରୁଥିଲେ। ଏହାପରେ ତାଙ୍କଠାରେ କରୋନା ଲକ୍ଷଣ ଦେଖାଯାଇଥିଲା। ସେ କୋଭିଡ ଟେଷ୍ଟ କରିବା ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଛି।…
Read More...

୯ରୁ ଆଉ ଏକ ଲଘୁଚାପ।

ଭୁବନେଶ୍ୱର,୪ା୧୦(ବ୍ୟୁରୋ.): ଆସନ୍ତା ୯ ତାରିଖରୁ ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ପଶ୍ଚିମ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ଏହାର…
Read More...

ଆସନ୍ତା ଜୁଲାଇ ଭିତରେ ୨୫ କୋଟି ଟୀକା ଦିଆଯିବ;ହର୍ଷ ବର୍ଦ୍ଧନ

ନୂଆଦିଲ୍ଲୀ,୪ ।୧୦: ରବିବାର କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନ କହିଛନ୍ତି, ଆସନ୍ତା ବର୍ଷ ଜୁଲାଇ ମଧ୍ୟରେ ୨୦-୨୫ କୋଟି ଭାରତୀୟଙ୍କୁ କରୋନା ଭ୍ୟାକ୍ସିନ ଦେବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ଏହି ଟିକା ପ୍ରଥମେ ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଯିବ ବୋଲି ସେ…
Read More...

ଓଡ଼ିଶା ଓ ଭାରତରେ ଏମଏସ୍‌ପି ବ୍ୟବସ୍ଥା ପୂର୍ବପରି ଅପରିବର୍ତ୍ତିତ ରହିବ। ଧର୍ମେନ୍ଦ୍ର

ଭୁବନେଶ୍ୱର,୪।୧୦(ବ୍ୟୁରୋ): କେନ୍ଦ୍ରରେ ଏନ୍‌ଡିଏ ସରକାର ଥିବା ପର୍ଯ୍ୟନ୍ତ ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବନ୍ଦ ହେବା ପ୍ରଶ୍ନ ଉଠୁନାହିଁ। ଏନେଇ ଅପପ୍ରଚାର ହେଉଛି, ଏହା ସମ୍ପୂର୍ଣ୍ଣ ମିଥ୍ୟା। ଓଡ଼ିଶା ଓ ଭାରତରେ ଏମଏସ୍‌ପି ବ୍ୟବସ୍ଥା ପୂର୍ବପରି ଅପରିବର୍ତ୍ତିତ ରହିବ। ମୋଦି…
Read More...

ଖୋଲିଲା ନନ୍ଦନକାନନ ପ୍ରାଣୀ ଉଦ୍ୟାନ।

ଭୁବନେଶ୍ୱର : ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। କରୋନା ସଂକ୍ରମଣ ଯୋଗୁଁ ଦୀର୍ଘ ୭ ମାସ ଧରି ପ୍ରାଣୀ ଉଦ୍ୟାନ ବନ୍ଦ୍‍ ରହିଥିଲା। ଅନ୍‍ଲାଇନ୍‍ ଟିକେଟ୍‍ କରିଥିବା ପର୍ଯ୍ୟଟକଙ୍କୁ ଆଜି ସକାଳ ୮ଟା ବେଳେ ପ୍ରଥମେ ପ୍ରାଣୀ ଉଦ୍ୟାନ ଭିତରକୁ ଛଡ଼ାଯାଇଥିଲା। ପ୍ରାଣୀ…
Read More...

କରୋନା ଯୋଦ୍ଧା ଅଶାକର୍ମୀ,ଅଙ୍ଗନବାଡି କର୍ମୀ,ସ୍ୱାସ୍ଥ୍ୟକର୍ମୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ : ସନ୍ଧ୍ୟରାଣୀ ଦାଶ !

ଫୁଲନଖରା : କଳା, ସାହିତ୍ୟ, ସଂସ୍କୃତିର ଜୟଗାନ କରୁଥିବା ମହତ ଅନୁଷ୍ଠାନ "ସରସ୍ୱତୀ କଳା ପରିଷଦ" କଳାବିହାର, କନ୍ଦରପୁର,କଟକ ପକ୍ଷରୁ କରୋନା ମହାମାରୀ ଭଳି ସମାଜର ଦୁର୍ଦିନରେ ଅହରହ ଦେଶ, ଜାତି ପାଇଁ ନିସ୍ୱାର୍ଥପର ଭାବରେ କାର୍ଯ୍ୟ କରୁଥିବା ପ୍ରଶାସନ ଅଧିକାରୀ, ଅଶାକର୍ମୀ, ଅଙ୍ଗନବାଡି…
Read More...

ବଦଳିଲେ ଜଗତସିଂହପୁର ଜିଲ୍ଲାପାଳ।

ଜଗତସିଂହପୁର,୪/୧୦(ଓଡ଼ିଆ ନ୍ୟୁଜ): ବଦଳିଗଲେ ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର । ତାଙ୍କ ସ୍ଥାନରେ ଜିଲ୍ଲାର ନୂଆ ଜିଲ୍ଲାପାଳ ହୋଇଛନ୍ତି ସରୋଜ କୁମାର ମିଶ୍ର । ଅନ୍ୟପଟେ ସଂଗ୍ରାମଙ୍କୁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର OSD ଭାବେ ନିଯୁକ୍ତ କରାଯାଇଛି । ତେବେ ତିର୍ତ୍ତୋଲ…
Read More...