banner
Breaking
Yearly Archives

2020

ଠିକାଦାରଙ୍କ ମନମାନିରେ ଅଣନିଶ୍ବାସୀ ଜନସାଧାରଣ।

ଖୋର୍ଦ୍ଧା : ଜଟଣୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଛରା ଗ୍ରାମର ବାଛରା ଛକରେ ଚାଲିଛି ଠିକାଦାରଙ୍କ ମନମାନି। ରାସ୍ତା ଉପରେ ହେଉଛି ବାଲି,ଗୋଡି,ସିମେଣ୍ଟ ଓ ରଡ ବେପାର। କୁମ୍ଭକର୍ଣ୍ଣ ନିଦ୍ରାରେ ଶୋଇ ରହିଛି ପ୍ରଶାସନ। ଏ ଘଟଣା ଦିନେ ନୁହେଁ କି ଦୁଇଦିନ ନୁହେଁ ବର୍ଷ ବର୍ଷ ଧରି ଚାଲିଛି। ଖୁଲମ୍…
Read More...

ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ।

କଟକ,୨୧/୯: ଜଗତପୁର ସ୍ଥିତ ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଏହାର ଆଇସିୟୁରେ ନିଆଁ ଲାଗିଥିବା କୁହାଯାଉଛି । ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିପାରିନାହିଁ । ସର୍ଟ ସର୍କିଟ୍ ଯୋଗୁଁ ଅଗ୍ନିକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ଘଟଣା ସ୍ଥଳରେ ଦୁଇଟି ଦମକଳ ଗାଡି…
Read More...

ରାଜଧାନୀରେ ମହିଳାଙ୍କ ସନ୍ଦେହ ଜନକ ମୃତ୍ୟୁ।

ଭୁବନେଶ୍ୱର : ତମାଣ୍ଡୋ ଥାନା କଳିଙ୍ଗ ବିହାର ଅଞ୍ଚଳରେ ଜଣେ ମହିଳାଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି । ସେ ହେଲେ ଭୀମଟାଙ୍ଗୀର ବନ୍ଦନା ଜେନା(୨୫) । ଅନ୍ୟପକ୍ଷରେ ତାଙ୍କୁ ଯୌତୁକ ପାଇଁ ଶ୍ୱଶୁର ଓ ସ୍ୱାମୀ ହତ୍ୟା କରିଥିବା ବାପ ଘର ଲୋକେ ଅଭିଯୋଗ କରିଛନ୍ତି । ପୁଲିସ୍‌ ମାମଲା ରୁଜୁ କରି…
Read More...

୯ଟି ରାଜପଥ ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ।

ନୂଆଦିଲ୍ଲୀ,୨୧/୯(ଓଡ଼ିଆ ନ୍ୟୁଜ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡ଼ିଓ କନ୍‍ଫରେନ୍ସିଂ ଜରିଆରେ ବିହାରରେ ୧୪ ହଜାର ୨୫୮ କୋଟି ଟଙ୍କା ସମ୍ବଳିତ ୯ଟି ରାଜପଥ ପ୍ରକଳ୍ପର ଭିତ୍ତି ପ୍ରସ୍ଥର ସ୍ଥାପନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଅଧୀନରେ ୩୫୦ କିଲୋମିଟର ଦୀର୍ଘ ସଡ଼କ ନିର୍ମାଣ ହେବ ଓ ଏ…
Read More...

ରାଜ୍ୟରେ ଆଜି ପୁଣି ୪୨୪୨ ପଜିଟିଭ ଚିହ୍ନଟ ଓ ୯ ମୃତ।

ଭୁବନେଶ୍ୱର,୨୧/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୨୪୨ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୦୩ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୭୩୯ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨କୁ ବୃଦ୍ଧି…
Read More...

ସୁପର ଓଭରରେ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ।

ଦୁବାଇ,୨୧ା୯(ବ୍ୟୁରୋ): ସ୍ଥାନୀୟ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦ୍ୱିତୀୟ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ସୁପର ଓଭରରେ କିଙ୍ଗ୍ସ ଏକାଦଶ ପଞ୍ଜାବକୁ ପରାସ୍ତ କରିଛି। ଏହି ରୋମାଞ୍ଚକ ମ୍ୟାଚରେ ଟସ୍‌ହାରି…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଶାରୀରିକ ସୁସ୍ଥତା ପୂର୍ବପରି ଭଲ ଥିଲେ ମଧ୍ୟ ମାନସିକ ସ୍ଥିରତା ରହିବ ନାହିଁ । ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ ପାଇବେ । ଆର୍ଥିକ ସ୍ଥିତି ଦୁର୍ବଳ ହେବା କାରଣରୁ ସବୁ କାମ ଅଟକି ରହିପାରେ । ବୃଷ:-ଆଜି ପାଖ ପଡୋଶୀମାନେ…
Read More...

ରାଜ୍ୟରେ ଆଜି ପୁଣି ୪୩୩୦ ପଜିଟିଭ ଚିହ୍ନଟ ଓ ୧୦ ମୃତ।

ଭୁବନେଶ୍ୱର,୨୦/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୪୩୩୦ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୫୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିଲାବେଳେ ୧୭୭୪ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୭୯,୮୮୦କୁ ବୃଦ୍ଧି…
Read More...

୨୦୦୦ ଟଙ୍କିଆ ନୋଟ ଗୁଜବରୁ ପରଦା ହଟିଲା

ନୂଆଦିଲ୍ଲୀ,୨୦।୯(ବ୍ୟୁରୋ): ୨୦୦୦ ଟଙ୍କିଆ ନୋଟ୍‌ କେନ୍ଦ୍ର ସରକାର ପ୍ରତ୍ୟାହାର କରି ନେବେ ବୋଲି ବିଭିନ୍ନ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି। ଏହି ପ୍ରସଙ୍ଗ ଉପରୁ ସରକାର ଶନିବାର ପରଦା ହଟାଇଛନ୍ତି। ୨୦୦୦ ଟଙ୍କିଆ ନୋଟ୍‌ ପ୍ରିଣ୍ଟ ବନ୍ଦ ହେବ ନାହିଁ। ଏହି ନୋଟ୍‌ ବିମୁଦ୍ରୀକରଣ କରିବା ନେଇ…
Read More...

ଆସନ୍ତାକାଲି ଠାରୁ ପ୍ରବଳ ବର୍ଷା। କେଉଁ ଜିଲ୍ଲାରେ କେତେ ଜାଣନ୍ତୁ।

ଭୁବନେଶ୍ୱର,୨୦/୯(ଓଡ଼ିଆ ନ୍ୟୁଜ): ଉତ୍ତରପୂର୍ବ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୪ଘଣ୍ଟାରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟି ହେବାର ୨୪ଘଣ୍ଟା ଭିତରେ ଏହା ଘନୀଭୂତ ହେବା ସହିତ ଦୁଇଦିନ ପ୍ରବଳ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ…
Read More...