banner
Breaking
Yearly Archives

2020

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆକସ୍ମିକ ଭାବେ ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ନିର୍ମାଣାଧୀନ କାମର ଶେଷ ପର୍ଯ୍ୟାୟରେ ପ୍ରତିବନ୍ଧକ ଦୂର ହେବ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ବୃଷ:-ଆଜି କୌଣସି ନୂତନ…
Read More...

ଅକ୍ଟୋବର ୧୨ ରୁ ଓଜେଇଇ।

ଭୁବନେଶ୍ୱର, ୧୮।୯(ଓଡ଼ିଆ ନ୍ୟୁଜ)-: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଓଜେଇଇ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି) ମୋଡ୍‌ରେ ହେବ।…
Read More...

ବାବୁସାନ ଫୁଲ ଆକ୍ସନରେ ଆସୁଛନ୍ତି ‘ବିଦ୍ୟାରାଣ’ରେ।

ଓଲିଉଡ୍‌ରେ ବାବୁସାନ ନିଜ ଆକ୍ଟିଂ କ୍ୟାରିୟର ଆରମ୍ଭ କରିଥିଲେ ‘ରୋମିଓ ଦ ଲଭରବୟ’ ଚଳଚ୍ଚିତ୍ରରୁ। ଇତି ମଧ୍ୟରେ ସେ ବେଶ୍‌ କେତୋଟି ସିନେମାରେ ଅଭିନୟ କରି ସିନେପ୍ରେମୀଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛନ୍ତି। ସେ ଅଭିନୟ କରୁଥିବା ତଥା ନିର୍ମାଣଧୀନ ଓଡ଼ିଆ ସିନେମା ‘ବିଦ୍ୟାରାଣ’ରେ…
Read More...

କୋଭିଡ୍‌ କଟକଣା ଭିତରେ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆରମ୍ଭ ହେଲା ‘ମୋତିଆ ବିନ୍ଦୁ’ ଅପରେସନ

ସୁନ୍ଦରଗଡ଼: କୋଭିଡ୍‌ କଟକଣାକୁ ପାଳନ କରି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପୁଣି ଆରମ୍ଭ ହୋଇଛି ମାଗଣା ‘ମୋତିଆ ବିନ୍ଦୁ’ ଅପରେସନ। କରୋନା ସଂକ୍ରମଣ ପାଇଁ ଏହି ଚିକିତ୍ସା ଗତ କିଛି ମାସ ହେଲା ବନ୍ଦ ରହିଥିଲା। ଗତ ମାସକ ଭିତରେ ୮ଟି ବ୍ୟାଚରେ ମୋଟ ୪୬ ଜଣଙ୍କ ଅପରେସନ କରାଯାଇଛି।…
Read More...

ବୋଧିସତ୍ୱ ଅନାଗରିକ ଧର୍ମପାଳଙ୍କ ୧୫୬ ତମ ଜୟନ୍ତୀ ପାଳିତ

ଭୁବନେଶ୍ୱର,୧୭/୯(ଓଡ଼ିଆ ନ୍ୟୁଜ): ଅନ୍ତରାଷ୍ଟ୍ରୀୟ ମହାବୋଧି ସମିତିର ପ୍ରତିଷ୍ଠାତା ବୋଧିସତ୍ୱ ଅନାଗରିକ ଧର୍ମପାଳଙ୍କ ୧୫୬ ତମ ଜନ୍ମୋତ୍ସବ, ମହାବୋଧି ସମିତି ଓଡିଶା ଶାଖା ପକ୍ଷରୁ ନିରାଡମ୍ବର ଭାବେ ପାଳିତ ହୋଇଯାଇଛି । ସମିତିର କେନ୍ଦ୍ରୀୟ ଉପସଭାପତି ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର ଭକ୍ତି…
Read More...

ଜିଲ୍ଲାପାଳ କ୍ଷମତାର ଅପବ୍ୟବହାର। ସରପଞ୍ଚ ନିଳମ୍ବୀତ।

ବଲାଙ୍ଗିର,୧୮/୯(ବ୍ୟୁରୋ): ବଲାଙ୍ଗିର ଜିଲା ଆଗଲପୁର ବ୍ଲକ ସାଲେଭଟା ସରପଞ୍ଚଙ୍କୁ ମହଙ୍ଗା ପଡିଲା ଆଦିବାସୀଙ୍କ ଘର ଭାଙ୍ଗିବା ଘଟଣା। ଜିଲାପାଳ କ୍ଷମତାର ଅପବ୍ୟବହାର ଓ ଦାୟିତ୍ୱ ନିର୍ବାହରେ ବିଶୃଙ୍ଖଳା ଯୋଗୁ ରାଜ୍ୟ ସରକାର ସରପଞ୍ଚ ହେମକାନ୍ତି ମୁଣ୍ଡାଙ୍କୁ ନିଲମ୍ବିତ କରିଥିବା ଜଣାପଡିଛି ।…
Read More...

ଗୁଗୁଲ ପ୍ଲେଷ୍ଟୋରରୁ ହଟିଲା ପେଟିଏମ।

ନୂଆଦିଲ୍ଲୀ,୧୮।୯: ଗୁଗଲ ନିଜ ପ୍ଲେ ଷ୍ଟୋରରୁ ଶୁକ୍ରବାର ପେଟିଏମ୍‌ ଆପ୍‌କୁ ହଟାଇ ଦେଇଛି। ଏନେଇ ପ୍ରତିକ୍ରିୟା ରଖି ଗୁଗଲ କହିଛି, କମ୍ପାନୀ ନିଜର ପ୍ଲାଟଫର୍ମରେ କୌଣସି ଜୁଆ ଖେଳକୁ ସମର୍ଥନ କରିବ ନାହିଁ। ପେଟିଏମ୍‌ ସହ କଥାବାର୍ତ୍ତା ଚାଲିଛି। ସେମାନଙ୍କଠାରୁ ଅଧିକ ଜାଣିବା ପରେ ତାହା…
Read More...

ମହାତ୍ମା ଗାନ୍ଧୀଙ୍କ ଗ୍ରାମ ସ୍ୱରାଜକୁ କାର୍ଯ୍ୟକାରୀ କରିବାରେ ଦୋଳଗୋବିନ୍ଦ ଥିଲେ ଅଗ୍ରଣୀ ନେତା – ନିରଞ୍ଜନ…

ଭୁବନେଶ୍ୱର : ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ ତଥା ପୂର୍ବତନ ମନ୍ତ୍ରୀ ଦୋଳଗୋବିନ୍ଦ ପ୍ରଧାନଙ୍କ ଦ୍ୱିତୀୟ ଶ୍ରାଦ୍ଧ ବାର୍ଷିକ ଆଜି ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେ ପାଳିତ ହୋଇଯାଇଛି । ପୂର୍ବାହ୍ନରେ ପଣ୍ଡିତ ବିନୋଦ ବିହାରୀ ଦାଶଙ୍କ ଦ୍ୱାରା ଆର୍ଯ୍ୟ ଭବନ ଠାରେ ବୈଦିକ ଶାନ୍ତି ଯଜ୍ଞ କରାଯିବା…
Read More...

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ ସିବିଆଇ ରେଡ୍।

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଜେଡି ବିଧାୟକଙ୍କ ଦେବୀ ମିଶ୍ରଙ୍କ ଘରେ ସିବିଆଇ ରେଡ୍ । ଭୁବନେଶ୍ୱର ୟୁନିଟ-୧ ସ୍ଥିତ ତାଙ୍କ ବାସଭବନରେ ଚଢାଉ କରିଛି ସିବିଆଇ । ସି-ସୋର ଲିଙ୍କରେ ବିଧାୟକଙ୍କ ଘରେ ଚଢାଉ ହୋଇଥିବା ସୂଚନା ମିଳିଛି ।
Read More...

ପ୍ରକାଶ ପାଇଲା +୨ ର ପ୍ରଥମ କଟଅପ୍ ମାର୍କ ତାଲିକା।

ଭୁବନେଶ୍ୱର,୧୮।୯(ଓଡ଼ିଆ ନ୍ୟୁଜ): ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ +୨ ନାମଲେଖା ପାଇଁ ମେଧା ତାଲିକା ବା କଟଅଫ୍ ମାର୍କ ଆଜି ପ୍ରକାଶ ପାଇଛି। ବିଜ୍ଞାନ, ବାଣିଜ୍ୟ ଓ କଳାରେ ପ୍ରଥମ ସ୍ଥାନରେ ରହିଛି ରେଭେନ୍ସା । ବିଜ୍ଞାନରେ ୮୯% ସହ ପ୍ରଥମ ସ୍ଥାନରେ ରହିଛଇ ରେଭେନ୍ସା । ସେହିପରି ୮୮.୬% ସହ…
Read More...