banner
Breaking
Yearly Archives

2020

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜିର କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ, ସେବା ମନୋବୃତ୍ତିରୁ ପ୍ରଶଂସିତ ହେବେ। ପିଲାଙ୍କ ଶିକ୍ଷା ଓ ଆଗାମୀ ପରୀକ୍ଷା ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ବ୍ୟବସାୟକୁ ଆଗକୁ ବଢାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ସଚେତନତା ଅଭାବରୁ ସ୍ବାସ୍ଥ୍ୟ ସମସ୍ୟା ଚିନ୍ତାର…
Read More...

ଅକ୍ଟୋବର ୧୧ ରେ ଓୟୁଏଟି ୟୁଜି ଏକକ ପରୀକ୍ଷା ।

ଭୁବନେଶ୍ୱର : ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି) ସ୍ନାତକ (ୟୁଜି) ପାଠ୍ୟକ୍ରମର ଏକକ ପ୍ରବେଶିକା ପରୀକ୍ଷା ଆସନ୍ତା ଅକ୍ଟୋବର ୧୧ ତାରିଖରେ ଅନୁଷ୍ଠିତ ହେବ। ଆବେଦନ ଶେଷ ହୋଇଥିଲେ ମଧ୍ୟ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସାମୟିକ ଭାବେ ପ୍ରବେଶିକାକୁ ସ୍ଥଗିତ ରଖାଯାଇଥିଲା। ଚଳିତ…
Read More...

୧୦ ମାସ ହେବ ପଇସା ନପାଇ ଧାରଣାରେ ବସିଲେ ଶ୍ରମିକ। ଏନବିସିସିର ଶ୍ରମିକ ମାରଣ ନୀତି।

ଭୁବନେଶ୍ୱର,୧୫/୯(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱର ପ୍ରେସଛକ ନିକଟରେ ଥିବା ଏନବିସିସି କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି ଶହଶହ ଶ୍ରମିକ। ସୂଚନା ଅନୁସାରେ ଏନବିସିସିର ଠିକା କଣ୍ଟ୍ରାକ୍ଟରଙ୍କ ଅଧିନରେ କାମ କରୁଥିବା ଶ୍ରମିକମାନେ ଦୀର୍ଘ ଦିନ ହେବ ମଜୁରୀ ନପାଇ ଆଜି ଅନଶନରେ ବସିଥିଲେ।…
Read More...

ରାଜ୍ୟରେ ଆଜି ପୁଣି ୩୬୪୫ ପଜିଟିଭ ଚିହ୍ନଟ ଓ ୮ ମୃତ।

ଭୁବନେଶ୍ୱର,୧୫/୯(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୩୬୪୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧୫୧ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୯୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚିଛି।…
Read More...

ୟୁଟୁବ ଆଣିବ ଟିକଟକ୍ ଭଳି ଆପ୍।

ନୂଆଦିଲ୍ଲୀ: ଭାରତରେ ଲୋକପ୍ରିୟ ଚାଇନିଜ୍ ଆପ୍ ଟିକଟକ୍ ଉପରେ ନିଷେଧାଦେଶ ଦିଆଯିବା ପରେ ବର୍ତ୍ତମାନ ଟିକଟକର ବିକଳ୍ପ ଭାବେ ଅନେକ ଆପ ପ୍ଲେ ଷ୍ଟୋରେ ଉପଲବ୍ଧ ଅଛି।  ୟୁଟ୍ୟୁବ୍ ଏବଂ ଫେସବୁକ୍ ମଧ୍ୟ ଏହାର ବିକଳ୍ପ ଆଣିବାକୁ ଯାଉଛନ୍ତି। ବର୍ତ୍ତମାନ ୟୁଟ୍ୟୁବ୍ ଏହାର ବିକଳ୍ପ ଭାବରେ ‘ସର୍ଟସ୍’…
Read More...

ଆମେରିକା ପୁଣି ବନ୍ଦ କଲା ଚୀନର ୫ଟି ସାମଗ୍ରୀ।

ୱାଶିଂଟନ୍‌: ଚୀନ୍ ବିରୋଧରେ ଆମେରିକା ପୁଣି କଠୋର ହୋଇଛି। ଚୀନରୁ ଆମଦାନୀ ହେଉଥିବା ୫ ପ୍ରକାରର ସାମଗ୍ରୀକୁ ବ୍ୟାନ କରିଛି ଆମେରିକା। ଚୀନର ଜିନଙ୍ଗାଙ୍କୁ ପ୍ରୋଭିନ୍ସରୁ ଆମଦାନୀ ହେଉଥିବା ୫ଟି ସାମଗ୍ରୀକୁ ବ୍ୟାନ୍ କରାଯାଇଛି। ଏହି ୫ ସାମଗ୍ରୀ ଗୁଡିକ ହେଉଛି କଟନ, ହେୟାର ପ୍ରଡକ୍ଟସ୍,…
Read More...

ଜେଲରୁ ବାହାରି ରାଲିକରି ୪ ଗିରଫ।

ଭୁବନେଶ୍ୱର,୧୫।୯ (ବ୍ୟୁରୋ)ଏୟାରଫିଲ୍ଡ ଥାନାଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ଅମରେଶ ନାୟକ ହତ୍ୟା ମାମଲାରେ ୪ ଅଭିଯୁକ୍ତଙ୍କୁ ଜାମିନ ମିଳିବା ପରେ ଗତ ଗୁରୁବାର ଝାରପଡ଼ା ଜେଲରୁ ମୁକୁଳିଥିଲେ। ବିନା ପୋଲିସ ଅନୁମତି ତଥା କୋଭିଡ୍‌ ନିୟମକୁ ଉଲ୍ଲଂଘନ କରି ସେମାନେ ବାଇକ୍‌ ଶୋଭାଯାତ୍ରା…
Read More...

ବିଧାୟକଙ୍କ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର ୧୫।୯(ଓଡ଼ିଆ ନ୍ୟୁଜ):ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ସଂକ୍ରମିତ ହୋଇ ଏମ୍ସରେ ଭର୍ତ୍ତି ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସହ ଟେଲିଫୋନ ଯୋଗେ କଥା ହୋଇ ଆରୋଗ୍ୟ କାମନା କରିଛନ୍ତି। ଏନେଇ ଟୁଇଟ୍‌ ଯୋଗେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି।…
Read More...

କ୍ବାରେଣ୍ଟାଇନ ସେଣ୍ଟରରେ ଆତ୍ମହତ୍ୟା।

ପୁରୀ,୧୫/୦୯(ବ୍ୟୁରୋ): କରୋନା ମହାମାରୀ ଆକ୍ରାନ୍ତରେ ଯେତିକି ମରୁଛନ୍ତି। ତାଠାରୁ ଅଧିକ ଭୟ,ମାନସିକ ଭାରସାମ୍ୟ ହରାଇ ଏବଂ ଅନ୍ୟରୋଗ କାରଣରୁ ମରୁଛନ୍ତି।ଏହି କ୍ରମରେ ଆଜି କ୍ୱାରେଣ୍ଟାଇନ୍‌ ସେଣ୍ଟର୍‌ରେ ଜଣେ କରୋନା ରୋଗୀ କରିଛନ୍ତି ଆତ୍ମହତ୍ୟା । ଶିରା କାଟି ରୋଗୀ ଜଣକ ଆତ୍ମହତ୍ୟା…
Read More...

ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା।

ଭୁବନେଶ୍ବର,୧୫/୯(ଓଡ଼ିଆ ନ୍ୟୁଜ):ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କୁ କରୋନା।  ଏ ନେଇ ସେ ଗତକାଲି ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ଯେଉଁ ମାନେ ଗତ କିଛି ଦିନ ହେବ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି କରୋନା ପରୀକ୍ଷା କରାଇ ନିଅନ୍ତୁ ବୋଲି ବିଧାୟକ ପ୍ରଦୀପ ମହାରଥୀ ତାଙ୍କ ସୋଶିଆଲ…
Read More...