banner
Breaking
Yearly Archives

2020

ଦେଶରେ ବଢୁଛି ସୁସ୍ଥ ହାର।

ନୂଆଦିଲ୍ଲୀ: ଦେଶରେ ସୁସ୍ଥ ହାର ଦିନକୁ ଦିନ ବୃଦ୍ଧି ପାଉଛି । ଗତ  ୫ ଦିନ ଧରି ଦୈନିକ ୬୦ ହଜାରରୁ ଉର୍ଦ୍ଧ୍ଵ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୬୫,୦୮୧ ଜଣ ସୁସ୍ଥ ହୋଇଛନ୍ତି । ଏଥିସହିତ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୮,୩୯,୮୮୨ରେ ପହଞ୍ଚିଥିବା ବେଳେ ସୁସ୍ଥତା…
Read More...

ରାଜ୍ୟରେ ଆଜି ପୁଣି ୩୦୨୫ ପଜିଟିଭ ଚିହ୍ନଟ ଓ ୧୧ ମୃତ।

ଭୁବନେଶ୍ବର,୧/୯(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୩୦୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୪୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୧୧୮୧ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଯାହା ଚାହୁଁଛନ୍ତି ତାହା ନିଶ୍ଚିତ ପାଇବେ। କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ କଥା ସହକର୍ମୀ କିମ୍ବା ନିକଟ ସମ୍ପର୍କୀୟମାନଙ୍କ ମନରେ ଦୁଃଖ ଦେଇପାରେ। ପୁରାତନ ରୋଗପୀଡା ଯୋଗୁଁ ମାନସିକ ସୁସ୍ଥତା ହରାଇପାରନ୍ତି। ଫେରନ୍ତା ବାଟରେ ଜଣେ ନିଚ ଜାତିର ଲୋକମାନେ ପ୍ରତିବନ୍ଧକ ସୃଷ୍ଟି…
Read More...

କେନ୍ଦ୍ରାପଡାରେ ୨୦୩ ଗ୍ରାମର ୩ ଲକ୍ଷ ଲୋକ ଜଳବନ୍ଦୀ।

କେନ୍ଦ୍ରାପଡା ଅଫିସ,୩୧।୮: କେନ୍ଦ୍ରାପଡା ଜିଲାରେ ପ୍ରବାହିତ ବିରୂପା, ବ୍ରାହ୍ମଣୀ ଓ ଖରସ୍ରୋତା ନଦୀର ବନ୍ୟା ଜଳସ୍ତର କମିଛି। ମାତ୍ର ଏହା ପ୍ରଭାବରେ ୨୦୩ ଗ୍ରାମର ୩ ଲକ୍ଷରୁ ଊର୍ଦ୍ଧ୍ୱ ଗ୍ରାମବାସୀ ଏବେ ଜଳବନ୍ଦୀ ରହିଛନ୍ତି। ଆଳି, ରାଜନଗର, ପଟ୍ଟାମୁଣ୍ଡାଇ, ଡେରାବିଶ ଆଦି ବ୍ଲକର ୧୦୯…
Read More...

ଆସନ୍ତାକାଲି ଠାରୁ ଜେଇଇ ମେନ୍ ପରୀକ୍ଷା।

ଭୁବନେଶ୍ୱର, ୩୧।୮(ବ୍ୟୁରୋ): ସେପ୍ଟେମ୍ବର ୧ରୁ ୬ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଓ ୧୩ ତାରିଖରେ ଏନ୍‌ଇଇଟି ପରୀକ୍ଷା ଅନୁଷ୍ଠିତ ହେବ। ଭୁବନେଶ୍ୱର ସମେତ ରାଜ୍ୟର ୭ ସହରରେ ପ୍ରାୟ ୩୭ହଜାର ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ତେବେ କରୋନା ମହାମାରୀକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…
Read More...

ବନ୍ୟା ବିପଦରେ ଜଗତସିଂହପୁର।

ଜଗତ୍‌ସିଂହପୁର ଅଫିସ,୩୧।୮: ଜଗତ୍‌ସିଂହପୁର ଜିଲାର ମହାନଦୀ, ଦେବୀ, ପାଇକା, ବିଲୁଆଖାଇ ନଦୀର ଜଳପତ୍ତନ ବୃଦ୍ଧି ପାଇଥିଲେ ସୁଦ୍ଧା କୌଣସି ସ୍ଥାନରେ ଘାଇ ସୃଷ୍ଟି ହୋଇନାହିଁ। ଯେଉଁ କାରଣରୁ ସେଭଳି ବିପଦ ନ ଥିବା କୁହାଯାଇଛି। କିନ୍ତୁ ବନ୍ୟା ଯୋଗୁ ଜିଲାର ବିଶେଷକରି କୁଜଙ୍ଗ ବ୍ଲକ ଅଞ୍ଚଳ…
Read More...

ରାଜ୍ୟରେ ଜାରିହେଲା ଅନଲକ୍ ୪ ଗାଇଡଲାଇନ୍।

ଭୁବନେଶ୍ବର,୩୧।୮(ଓଡ଼ିଆ ନ୍ୟୁଜ) ଆଜି ରାଜ୍ୟ ସରକାର ଅନ୍‌ଲକ୍‌ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ସେପ୍ଟେମ୍ବର ମାସ ପାଇଁ ରାଜ୍ୟ ସରକାର ଜାରି କରିଥିବା ଗାଇଡ୍‌ଲାଇନ୍‌ରେ ଦର୍ଶାଇଛନ୍ତି ଯେ କଣ୍ଟେନ୍‌ମେଣ୍ଟ ଜୋନ୍‌ଗୁଡ଼ିକରେ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଜାରି ରହିବ ଏବଂ ସ୍ଥାନୀୟ…
Read More...

ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ। ସମୀକ୍ଷା ବୈଠକରେ ବଡ ଘୋଷଣା।

ଭୁବନେଶ୍ୱର,୩୧।୮(ଓଡ଼ିଆ ନ୍ୟୁଜ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହାପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ବନ୍ୟା ଯୋଗୁ ସ୍ଥାନାନ୍ତରିତ…
Read More...

ଲିଭିଗଲା ପୂର୍ବ ଭାରତର ମହାଦୀପ। ଆଉ ନାହାନ୍ତି ପ୍ରଣବ ମୁଖାର୍ଜୀ।

ନୂଆଦିଲ୍ଲୀ,୩୧/୮(ଓଡ଼ିଆ ନ୍ୟୁଜ):ଲିଭିଗଲା ପୂର୍ବ ଭାରତର ମହାଦୀପ। ପୂର୍ବତନ ରାଷ୍ଟ୍ରପତି ତଥା ଭାରତ ରତ୍ନ ପ୍ରଣବ ମୁଖାର୍ଜୀ ଆଉ ନାହାନ୍ତି । ୮୪ ବର୍ଷ ବୟସରେ ଭାରତୀୟ ସେନା ହସ୍ପିଟାଲରେ ତାଙ୍କର ପରଲୋକ ହୋଇ ଯାଇଛି । କିଛିଦିନ ତଳେ ସେ କରୋନା ସଂକ୍ରମିତ ହୋଇଥିବା ସୂଚନା ଦେବା ସହ…
Read More...

ଆଜି ସ୍ବାୟତ୍ତ ଶାସନ ଦିବସ।

ଭୁବନେଶ୍ବର, ୩୧।୮(ଓଡ଼ିଆ ନ୍ୟୁଜ)ଆଜି ହେଉଛି ସ୍ବାୟତ୍ତ ଶାସନ ଦିବସ। ଏହି ଦିନରେ ରାଜଧାନୀ ଭୁବନେଶ୍ୱରରେ ପ୍ରତିବର୍ଷ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ୩ଦିନ ଧରି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ, ସଭା ଓ ବୈଠକ ଚାଲିଥାଏ। କିନ୍ତୁ ଏବର୍ଷ ସେପରି କିଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ…
Read More...