ରାଜ୍ୟରେ ଆଜି ପୁଣି ୨୯୯୩ ପଜିଟିଭ ଚିହ୍ନଟ ଓ ୧୦ ମୃତ।
ଭୁବନେଶ୍ବର,୨୩/୮(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୨୯୯୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୭୯ ଜଣ ଚିହ୍ନଟ ହୋଇଥିବାବେଳେ ୧୧୧୪ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୮୫୩୦ରେ…
Read More...
Read More...