ପ୍ରେସ ଲେଖାଥିବା ଗାଡିରୁ ଗଞ୍ଜେଇ ଜବତ।
ଫୁଲବାଣୀ , ୧୯ା୮(ବ୍ୟୁରୋ):କନ୍ଧମାଳ ଜିଲାରେ ଚୋରା ବ୍ୟବସାୟୀମାନେ ବିଭିନ୍ନ ଉପାୟରେ ଗଞ୍ଜେଇ ଚାଲାଣ କରୁଛନ୍ତି। ସେପଟେ ଜିଲା ଚାରିପଟେ କରୋନା ପାଇଁ ଚେକିଂ କଡାକଡି କରାଯାଉଛି। ବିନା ପାସ୍ରେ ଗାଡିଗୁଡିକୁ ଛଡା ଯାଉନାହିଁ। ଏଭଳି ସ୍ଥିତିରେ ମଧ୍ୟ ଗଞ୍ଜେଇ ମାଫିଆ ନୂଆ କୌଶଳ ଆପଣାଉଛନ୍ତି।…
Read More...
Read More...