banner
Breaking
Yearly Archives

2020

ନୀଳାଦ୍ରିବିହାର ଠାରେ କୁମାର ବିଶ୍ୱରଞ୍ଜନଙ୍କୁ ସମ୍ବର୍ଦ୍ଧିତ କଲେ ସାଂସଦ ଓ ପୂର୍ବତନ ବିଧାୟକ।

ଭୁବନେଶ୍ୱର, ୯/୮(ଓଡ଼ିଆ ନ୍ୟୁଜ):ଭୁବନେଶ୍ୱର (ଉତ୍ତର) ନିର୍ବାଚନ ମଣ୍ଡଳୀର ୧୪ ନମ୍ବର ୱାର୍ଡ ଅନ୍ତର୍ଗତ ନୀଳାଦ୍ରି ବିହାରରେ ରହୁଥିବା ବେଣୁଧର ଭୋଳ ଓ ମିନତୀ ଭୋଳଙ୍କ ସୁପୁତ୍ର କୁମାର ବିଶ୍ୱରଞ୍ଜନ ସିଭିଲ୍ ସର୍ଭିସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ସର୍ବଭାରତୀୟ ସ୍ତରରେ ହେଉଥିବା ଏହି…
Read More...

କରୋନା ମୁକାବିଲାରେ ଓଡିଆ ବହୁ ଆଗରେ। ଆରମ୍ଭ ହେଲା ମେଗା ରକ୍ତଦାନ କାର୍ଯ୍ୟକ୍ରମ ଜୀବନବିନ୍ଦୁ।

ଭୁବନେଶ୍ଵର,୯/୮(ଓଡ଼ିଆ ନ୍ୟୁଜ): ସାରା ବିଶ୍ବରେ କରୋନା ମହାମାରୀର ଭୟାବହତା ଜାରି ରହିଛି। ଏଥିପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହାର ମୁକାବିଲା କରିବା ପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ଆପ୍ରାଣ ଉଦ୍ୟମ ଜାରି ରଖିଛନ୍ତି।କିନ୍ତୁ ସମସ୍ତଙ୍କ ଠାରୁ ସବୁ କ୍ଷେତ୍ରରେ ଆଗରେ ରହିଛି…
Read More...

ଜଗତସିଂହପୁରରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଉଦଘାଟିତ।

ଜଗତସିଂହପୁର,୯/୮(ଓଡ଼ିଆ ନ୍ୟୁଜ):ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଜଗତସିଂହପୁରରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ କାର୍ଯ୍ୟକ୍ରମର ଉଦଘାଟନ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଜଗତସିଂହପୁର ବିଧାୟକ ତଥା ଜିଲ୍ଲା ବିଜେଡ଼ି ସଭାପତି ଶ୍ରୀ…
Read More...

ରାଜ୍ୟରେ ଆଜି ପୁଣି ୧୭୩୪ ପଜିଟିଭ ଚିହ୍ନଟ ଓ ୧୩ ମୃତ।

ଭୁବନେଶ୍ଵର,୯/୮(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୧୭୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୭୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୫୯ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟର ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫ ହଜାର…
Read More...

କରୋନାକୁ ହରାଇଲେ ଅଭିଷେକ ବଚନ।

ମୁମ୍ବଇ,୮/୮(ବ୍ୟୁରୋ): କରୋନାରୁ ସୁସ୍ଥ ହେଲେ ବଲିଉଡ୍ ଅଭିନେତା ଅଭିଷେକ ବଚ୍ଚନ । ଆଜି ତାଙ୍କର କରୋନା ଟେଷ୍ଟ ହୋଇଥିଲା ଯେଉଁଥିରୁ ତାଙ୍କର ରିପୋର୍ଟ ନେଗେଟିଭ୍ ଆସିଥିବା ଟ୍ୱିଟ୍ କରି ଅଭିଷେକ ସୂଚନା ଦେଇଛନ୍ତି । ଟ୍ୱିଟ୍ କରି ଅଭିଷେକ ଲେଖିଛନ୍ତି ଯେ, ସେ କରୋନାକୁ ମାତ୍ ଦେଇଛନ୍ତି । …
Read More...

ବୀର ସୁରେନ୍ଦ୍ର ସାଏ ଯୁବ ବିକାଶ ପରିଷଦର କରୋନା ମୁକାବିଲା ପାଇଁ ଅଭିନବ ପ୍ରୟାସ।

ଭୂବନେଶ୍ବର,୮/୮(ଓଡ଼ିଆ ନ୍ୟୁଜ):କରୋନା ମହାମାରୀର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବଞ୍ଚିବାର ରାହାନେଇ ଲୋକମାନେ ଡହଳ ବିକଳ ହେଉଛନ୍ତି।ଏଭଳି ସଙ୍କଟମୟ ପରିସ୍ଥିତିରେ ନଦୀ ବଢିରେ କୁଟା କୁଟା ଖିଅ ଭଳି ଲକଡାଉନ ହେଉକି ସଟଡାଉନ୍ ସଦାସର୍ବଦା ଜନ ସାଧାରଣଙ୍କ ପାଖରେ ପହଞ୍ଚି ସାହାଯ୍ୟର…
Read More...

ଆଗାମୀ ୨୪ ଘଣ୍ଟା ଭିତରେ ପ୍ରବଳ ବର୍ଷା ହେବ।

ଭୁବନେଶ୍ୱର,୮/୮(ଓଡ଼ିଆ ନ୍ୟୁଜ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । କାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହା ସହ ୪୦ ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ମଧ୍ୟ ରହିଛି । ଆଗାମୀ ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ…
Read More...

ରାଜ୍ୟରେ ଆଜି ପୁଣି ୧୬୪୩ ପଜିଟିଭ ଚିହ୍ନଟ ଓ ୧୨ ମୃତ।

ଭୁବନେଶ୍ଵର,୮/୮(ଓଡ଼ିଆ ନ୍ୟୁଜ):ରାଜ୍ୟରେ ଆଜି ପୁଣି ୧୬୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୧୮ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୬୨୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ ହଜାର ୧୯୩ ରେ…
Read More...

ପରିଚୟ ଫାଉଣ୍ଡେସନ୍‌ର ପ୍ରୟାସ -ବୁଣାକାରଙ୍କୁ ମାର୍କେଟିଂ ସୁବିଧା ଦେବ ‘ପରିଣୀତି’

ଭୁବନେଶ୍ୱର : ବୁଣାକାର, ହସ୍ତଶିଳ୍ପ କାରିଗରଙ୍କ ହାତର ଯାଦୁ ଦେଶ କାହିଁଁକି ବିଦେଶରେ ଚର୍ଚ୍ଚିତ । ସେ ମାଣିଆବନ୍ଧ ପାଟ ହେଉ କି ସୋନପୁରର ପଶାପଲ୍ଲୀ, ଇକ୍କତ, ସମ୍ବଲପୁରୀ ପାଟର ଚାହିଦା ଆକାଶଛୁଆଁ । କିନ୍ତୁ ଗ୍ରାମାଞ୍ଚଳର ଯେଉଁ ବୁଣାକାର ଏହାକୁ ତିଆରି କରୁଛି ସେ ଦୁର୍ଦ୍ଦିନରେ ଜୀବନ…
Read More...

କରଳରେ ବିମାନ ଦୁର୍ଘଟଣା ୧୪ ମୃତ ୧୨୩ ଆହତ।

କେରଳ,୭/୮(ବ୍ୟୁରୋ): କେରଳ କୋଝିକୋଡ଼ ବିମାନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୧୪ରେ ପହଞ୍ଚିଛି । ୧୨୩ ଜଣ ଆହତ ହୋଇଛନ୍ତି ଓ ସେମାନଙ୍କ ମଧ୍ୟରୁ ୧୫ ଜଣଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ରହିଛି । ଦୁବାଇରୁ ଆସୁଥିବା ଆଇଏକ୍ସ-୧୩୪୪ ବିମାନଟି କୋଝିକୋଡ଼ ବିମାନବନ୍ଦରରେ ଓହ୍ଲାଇବା ବେଳେ ରନୱେରୁ…
Read More...