banner
Breaking
Yearly Archives

2020

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଦୀର୍ଘଦିନରୁ ଆଶା କରିଥିବା ମୂଲ୍ୟବାନ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ବ୍ୟବସାୟିକ, ସାମାଜିକ ଓ ଆନୁଷ୍ଠାନିକ ସ୍ଥିତି ଠିକ୍‌ ରହିବ। ପାରିବାରିକ ସମସ୍ୟା ସଜାଡିବାରେ ବ୍ୟସ୍ତ ରହିପାରନ୍ତି।…
Read More...

ରାଜ୍ୟସଭା ଉପାଧ୍ୟକ୍ଷ ପ୍ୟାନେଲରେ ସସ୍ମିତ ପାତ୍ର।

ଭୁବନେଶ୍ୱର,୨୪ା୭(ବ୍ୟୁରୋ)- ରାଜ୍ୟ ସଭା ପାଇଁ ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଉପାଧ୍ୟକ୍ଷ ପ୍ୟାନଲର ପୁନର୍ଗଠନ କରିଛନ୍ତି। ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ଏହି ପ୍ୟାନେଲରେ ରାଜ୍ୟ ସଭା ଉପାଧ୍ୟକ୍ଷ ଭାବେ ମନୋନୀତ କରାଯାଇଛି। ଏ ନେଇ ରାଜ୍ୟ ସଭା ପକ୍ଷରୁ ଶୁକ୍ରବାର…
Read More...

ସରପଞ୍ଚଙ୍କୁ ମାଡ ତାତିଲେ ଲୋକ।

କବିସୂର୍ଯ୍ୟନଗର,୨୪ା୭(ବ୍ୟୁରୋ):କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମାତ୍ର ଜଣେ ସରପଞ୍ଚ ସଙ୍ଗରୋଧ କେନ୍ଦ୍ର ତଦାରଖ ସାରି ଫେରୁଥିବାବେଳେ ପୋଲିସ ମାଡ ମାରିଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ ରାସ୍ତାରୋକୋ କରିବା…
Read More...

କେନ୍ଦ୍ରାପଡାରେ ଖୁସିର ମହଲ। ଗଡିଲା ପ୍ରଥମ ଟ୍ରେନ।

କେନ୍ଦ୍ରାପଡ଼ା: ବହୁ ପ୍ରତୀକ୍ଷିତ ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍‍ ଶୁକ୍ରବାର ଗଡ଼ିଛି। ତେଣୁ କେନ୍ଦ୍ରାପଡ଼ା ଜିଲାକୁ ଏଣିକି ଲୋକମାନେ ଟ୍ରେନରେ ଆସିପାରିବେ। ହରିଦାସପୁରଠାରୁ ପାରାଦୀପ ପର୍ଯ୍ୟନ୍ତ ଦୀର୍ଘ ୮୨ କିଲୋମିଟର ଲମ୍ବର ବ୍ରଡଗେଜ ରେଳପଥର ନିର୍ମାଣ କାର୍ଯ୍ୟ…
Read More...

ମୁଖ୍ୟମନ୍ତ୍ରୀଙ୍କ ମନ୍ତ୍ରୀ ମାନଙ୍କୁ ପ୍ଲାଜମା ଦାନ ପାଇଁ ଦାୟିତ୍ୱ।

ଭୁବନେଶ୍ୱର,୨୪।୭(ଓଡ଼ିଆ ନ୍ୟୁଜ): ଓଡିଶାରେ ପ୍ଲାଜମା ଥେରାପି ଚିକିତ୍ସା ଫଳପ୍ରଦ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଜଣେ ୪୮ ବର୍ଷୀୟ ମହିଳା ଆରୋଗ୍ୟ ଲାଭ କରିଥିବା ବେଳେ ୧୩ ଜଣ ସୁସ୍ଥ ଆଡ଼କୁ ଗତି କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ…
Read More...

କରୋନା ପଞ୍ଝାରେ ରାଜଧାନୀ। ଆଜି ସର୍ବାଧିକ ୨୪୮ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୨୪।୭(ଓଡ଼ିଆ ନ୍ୟୁଜ):କରୋନା ପଞ୍ଝାରେ ରାଜଧାନୀ। ଭୁବନେଶ୍ୱରରୁ ଶୁକ୍ରବାର ପୁଣି ୨୪୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥରୁ ୨୦୭ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୪୧ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ…
Read More...

ରାଜ୍ୟରେ ଆଜି ଲୋକାଲ୍ ୫୨୭ ଚିହ୍ନଟ। ମୋଟ ୧୫୯୪ ପଜିଟିଭ ଚିହ୍ନଟ ଓ ୬ ମୃତ।

ଭୁବନେଶ୍ୱର, ୨୪ା୭(ଓଡ଼ିଆ ନ୍ୟୁଜ): ଓଡିଶାରେ କରୋନା ଆକ୍ରାନ୍ତଙ୍କ ସ°ଖ୍ୟା ବଢିବଢି ଚାଲିଛି। ରାଜ୍ୟରେ ଆଜି ସର୍ବାଧିକ ୧୫୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୨ ହଜାର ୬୯୩ କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ହୋଇଥିବା ୧୫୯୪…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ ,ବନ୍ଧୁ ମିଳନ ଓ ମନୋରଞ୍ଜନ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ ନିଷ୍ପତ୍ତି ନେବାରେ ବିଳମ୍ବିତ କରାଇବ। ଅନ୍ତରଙ୍ଗ ବନ୍ଧୁଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ।…
Read More...

କ୍ଷେପଣାସ୍ତ୍ର ଧ୍ରୁବାସ୍ତ୍ରର ସଫଳ ପରୀକ୍ଷଣ।

ବାଲେଶ୍ୱର ,୨୩ା୭: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ଥିତ ଆଇଟିଆର୍‌ ପରିସରରେ ଟ୍ୟାଙ୍କ ନିରୋଧୀ କ୍ଷେପଣାସ୍ତ୍ର ‘ଧ୍ରୁବାସ୍ତ୍ର’ର ସଫଳ ପରୀକ୍ଷଣ ହୋଇଛି। ଭାରତୀୟ ସେନାର ଧ୍ରୁବ ହେଲିକପ୍ଟର ସହିତ ଏହି କ୍ଷେପଣାସ୍ତ୍ର ବ୍ୟବହାର କରାଯିବ। ମେକ୍‌ ଇନ୍‌ ଇଣ୍ଡିଆ କାର୍ଯ୍ୟକ୍ରମରେ ଏହି…
Read More...

ଓଡିଶାରେ କରୋନା ଆରୋଗ୍ୟଙ୍କ ସ°ଖ୍ୟା ବହୁ ଅଧିକ। ବ୍ୟସ୍ତ ହୁଅନ୍ତୁ ନାହିଁ, ନିୟମ ମାନନ୍ତୁ। ଅତିରିକ୍ତ ଶାସନ ସଚିବ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଆମ ରାଜ୍ୟର ସ୍ଥିତି ଅନ୍ୟ ରାଜ୍ୟଠାରୁ ସମ୍ପୂର୍ଣ୍ଣ ଭିନ୍ନ ରହିଛି। ଧିରେ ଧିରେ କେସ୍‌ ବଢ଼ୁଥିଲେ ବି ଏଥିଲାଗି ରାଜ୍ୟବାସୀ ଚିନ୍ତା କରିବା ଅନାବଶ୍ୟକ। କରୋନାକୁ ଗୋଡ଼େଇ ଗୋଡ଼େଇ ଧରାଯାଉଛି, ଟ୍ରେସ୍‌ କରାଯାଉଛି। ଗୋଟିଏ ବି କେସ୍‌ ଯେପରି ରହି ନ ଯାଏ ସେଥିପାଇଁ…
Read More...