banner
Breaking
Yearly Archives

2020

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପାରିବାରିକ ସ୍ଥିତି ଭଲ ରହିଲେ ମଧ୍ୟ ଶନିଙ୍କ ଦୃଷ୍ଟିରୁ ବିଶୃଙ୍ଖଳା ଦେଖାଦେଇପାରେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ,ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ଆଲୋଚନା କ୍ରମରେ ଘରର କେତେକ ରହିଯାଇଥିବା କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି।…
Read More...

ଉନ୍ନତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୩୦ କୋଟିର ପ୍ୟାକେଜ

ଭୁବନେଶ୍ବର,୨୧/୭(ବ୍ୟୁରୋ): କରୋନା ମୁକାବିଲା ଲାଗି ସରକାର ପୁଣି ନେଇଛନ୍ତି ଏକ ବଡ଼ ପଦକ୍ଷେପ । କଟକ ଓ ଖୋର୍ଧା ଜିଲାରେ ବସ୍ତି ଉପରେ ଅଧିକ ଫୋକସ କରିବା ସହ ଅତିରିକ୍ତ ୩୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କରୋନା ସଂକ୍ରାନ୍ତ ସମୀକ୍ଷା ସମୟରେ…
Read More...

୫ ମାସ ପର୍ଯ୍ୟନ୍ତ ଚାଉଳ ଓ ଡାଲି ମାଗଣା। ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ,୨୧/୭(ଓଡ଼ିଆ ନ୍ୟୁଜ): କରୋନା ମହାମାରୀ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ ମାସ…
Read More...

ରାଜ୍ୟରେ ଆଜି ପୁଣି ୬୪୭ ପଜିଟିଭ ଚିହ୍ନଟ ଓ ୬ ମୃତ।

ଭୁବନେଶ୍ୱର,୨୧।୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୬୪୭ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୩୧ଜଣ ବିଭିନ୍ନ ସଂଗରୋଧରେ ଥିବା ବେଳେ ୨୧୬ଜଣ ସ୍ଥାନୀୟ ଲୋକ ଅଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮ହଜାର ୭୫୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…
Read More...

ଆରପାରିରେ ବିଜୟ ମହାନ୍ତି।

ଭୁବନେଶ୍ୱର,୨୦।୭(ଓଡ଼ିଆ ନ୍ୟୁଜ)ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି। ଦୀର୍ଘ ମାସର ଅସୁସ୍ଥତା ପରେ ସୋମବାର ରାତିରେ ବିଜୟ ଆଖି ବୁଜିଛନ୍ତି। ସନ୍ଧ୍ୟାରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେବାପରେ କିଛି ସମୟରେ ଡାକ୍ତର…
Read More...

ରାଜ୍ୟରେ ଆଜି ପୁଣି ୬୭୩ ପଜିଟିଭ ଚିହ୍ନଟ ଓ ୬ ମୃତ।

ଭୁବନେଶ୍ୱର,୨୦।୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୬୭୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୪୬ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୨୨୭ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦କୁ ବୃଦ୍ଧି…
Read More...

ରାଜ୍ୟରେ ପୁଣି ୭୩୬ ପଜିଟିଭ ଚିହ୍ନଟ ଓ ୫ ମୃତ।

ଭୁବନେଶ୍ୱର,୧୯/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୭୩୬ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭ହଜାର ୪୩୭କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୪୮୧ଜଣ ବିଭିନ୍ନ ସଂଗରୋଧରେ ଥିବା ବେଳେ ୨୫୫ଜଣ ସ୍ଥାନୀୟ ଲୋକ ଅଛନ୍ତି ବୋଲି ରାଜ୍ୟ…
Read More...

ରାଜ୍ୟରେ ଆଜି ପୁଣି ୫୯୧ ପଜିଟିଭ ଚିହ୍ନଟ ଓ ୩ ମୃତ।

ଭୁବନେଶ୍ୱର,୧୮/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୫୯୧ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୭୦୧କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୩୯୪ଜଣ ବିଭିନ୍ନ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୯୭ଜଣ ସ୍ଥାନୀୟ…
Read More...

କାଲିଠାରୁ ନିୟମ କଡାକଡି। ରହିବ ନାହିଁ ସଟଡାଉନ।

ଭୁବନେଶ୍ୱର,୧୭।୭(ବ୍ୟୁରୋ): ଶୁକ୍ରବାର ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏ ୪ଜିଲା ରାଉରକେଲା ମହାନଗର ନିଗମକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଗତଥର ଅପେକ୍ଷା ଏହି ଲକ୍‌ଡ଼ାଉନ୍‌ ଟିକେ କଡ଼ା, ସମସ୍ତଙ୍କୁ ମାନିବାକୁ ପଡ଼ିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ପ୍ରେସମିଟ୍‌ କରି ସୂଚନା…
Read More...

ରାଜ୍ୟରେ ଆଜି ପୁଣି ୭୧୮ ପଜିଟିଭ ଚିହ୍ନଟ ଓ ୪ ମୃତ।

ଭୁବନେଶ୍ୱର,୧୭/୭(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ୭୧୮ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬ହଜାର ୧୧୦କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତମାନଙ୍କ ମଧ୍ୟରୁ ୪୭୯ଜଣ ବିଭିନ୍ନ ସଂଗରୋଧରେ ଥିବା ବେଳେ ୨୩୯ଜଣ ସ୍ଥାନୀୟ ଲୋକ ଅଛନ୍ତି…
Read More...