banner
Breaking
Yearly Archives

2020

ରୋଟ୍ରାକ୍ଟ କ୍ଲବ ପକ୍ଷରୁ ପ୍ରଦୂଷଣ ମୁକ୍ତ ଦୀପାବଳୀ ପାଇଁ ଆହ୍ବାନ।

ଭୁବନେଶ୍ୱର,୮/୧୧(ଓଡ଼ିଆ ନ୍ୟୁଜ): ନୀଳାଦ୍ରି ବିହାର ସ୍ଥିତ ମା ମଙ୍ଗଳା ବସ୍ତିରେ ଭୁବନେଶ୍ୱର ରୋଟ୍ରାକ୍ଟ କ୍ଲବ ପକ୍ଷରୁ କରୋନା ସଚେତନତା ସହିତ ପ୍ରଦୂଷଣ ମୁକ୍ତ ଦୀପାବଳୀ ପାଇଁ ଆହ୍ୱାନ କରାଯାଇଛି। ରୋଟ୍ରାକ୍ଟ କ୍ଲବର ସଭାପତି ସଚିନ କୁମାର ମିର୍ଲିଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି…
Read More...

ନାବାଳିକା ଦୁଷ୍କର୍ମ ଅଭିଯୋଗ ମିଥ୍ୟା ଓ ମନଗଢ଼ା ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ପରିବାର

ଭୁବନେଶ୍ୱର : ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଥାନାରେ ମଞ୍ଜୁ ମୁଣ୍ଡା ନାମ୍ନୀ ଜଣେ ଝିଅର ଲିଖିତ ଅଭିଯୋଗକୁ କେବଳ ଭିତ୍ତି କରି ଗତ ୪ଦିନ ଧରି ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ/ ପ୍ରସାରିତ ଖବର ଉପରେ ଆମେ ବିସ୍ତୃତ ସ୍ପଷ୍ଟୀକରଣ। ସମ୍ପୃକ୍ତ ଝିଅର ଅଭିଯୋଗ ଅନୁଯାୟୀ ସେ ଭୁବନେଶ୍ୱରର ବରିଷ୍ଠ…
Read More...

କନ୍ଧମାଳ ସଂସଦୀୟ କ୍ଷେତ୍ରରେ ବେକାର ଓ ପ୍ରବାସୀ ଶ୍ରମିକଙ୍କୁ ନିଯୁକ୍ତି ଦେବା ନିମନ୍ତେ ସାଂସଦଙ୍କ ପ୍ରୟାସ

ଫୁଲବାଣୀ, ୫/୧୧(ଓଡ଼ିଆ ନ୍ୟୁଜ): କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ପ୍ରୟାସ ଓ ଜିଲ୍ଲା ପ୍ରଶାସନର ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଗତ ଜାନୁଆରୀ ମାସରେ କନ୍ଧମାଳ ସଂସଦୀୟ କ୍ଷେତ୍ରର ହଜାର ହଜାର ବେକାର ଯୁବକ ଯୁବତୀ କର୍ମ ସଂସ୍ଥାନ ପାଇ ପାରିଥିଲେ। ସେତେବେଳେ ଆୟୋଜିତ ମେଗା ନିଯୁକ୍ତି ମେଳାରେ…
Read More...

ଜାନୁଆରୀ ୩୧ରେ ସିଟିଇଟି ଟେଷ୍ଟ।

ଭୁବନେଶ୍ୱର,୫।୧୧(ବ୍ୟୁରୋ): ସିବିଏସ୍‌ଇ ଦ୍ୱାରା ପରିଚାଳିତ ସେଣ୍ଟ୍ରାଲ ଟିଚର ଏଲିଜିବିଲିଟି ଟେଷ୍ଟ (ସିଟିଇଟି) ୨୦୨୧ ଜାନୁୟାରୀ ୩୧ରେ ଅନୁଷ୍ଠିତ ହେବ। କୋଭିଡ୍‌ ସଂକ୍ରାନ୍ତ ସୁରକ୍ଷା ଓ ଗାଇଡ୍‌ଲାଇନ୍‌କୁ ଗୁରୁତ୍ୱ ଦିଆଯାଇ ଦେଶର ୧୩୫ ସହରରେ ଏହି ପରୀକ୍ଷା କରାଯିବ। ପୂର୍ବରୁ ଏହି ପରୀକ୍ଷା…
Read More...

ରାଜ୍ୟରେ ଶିଳ୍ପାୟନକୁ ତ୍ବରାନ୍ବିତ କରିବା ସହିତ ନିଯୁକ୍ତି ସୃଷ୍ଟି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।

ଭୁବନେଶ୍ୱର,(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଶିଳ୍ପାୟନର ବିକାଶକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେବା ସହ ରାଜ୍ୟରେ ନିଯୁକ୍ତି ସୃଷ୍ଟି କରିବା ଲକ୍ଷ୍ୟରେ ଦ୍ରୁତ ଶିଳ୍ପାୟନ ଲକ୍ଷ୍ୟ ହାସଲ ନିମନ୍ତେ ରାଜ୍ୟ ସରକାରଙ୍କ ସମସ୍ତ ସଂସ୍ଥାକୁ ସମନ୍ୱିତ ଭାବେ କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ…
Read More...

ଭୁବନେଶ୍ୱରରେ ସାଇବର କମ୍ପ୍ଲେକ୍ସ ଉଦଘାଟିତ।

ଭୁବନେଶ୍ୱର,୩।୧୧ (ବ୍ୟୁରୋ): ରାଜ୍ୟରେ ବଢ଼ି ଚାଲିଥିବା ସାଇବର ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ନୂଆ ପ୍ରୟାସ ଆରମ୍ଭ କରିଛି। ଭୁବନେଶ୍ୱର କେଶରୀ ନଗରଠାରେ ଏକ ସାଇବର କମ୍ପ୍ଲେକ୍ସ ସ୍ଥାପନ କରାଯାଇଛି। ସୋମବାର ଏହାକୁ ପୋଲିସ ଡିଜି ଅଭୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଡିଜିପି…
Read More...

ଯୁକ୍ତ ୩ ସ୍ପଟ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ।

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଯୁକ୍ତ ୩ ପ୍ରଥମ ବର୍ଷ ସ୍ପଟ୍‌ ନାମଲେଖା ପାଇଁ ସୋମବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ ଡିଗ୍ରୀ କଲେଜରେ ଖାଲିଥିବା ସିଟ୍‌ ନେଇ ନଭେମ୍ବର ୯ରେ ବିଭାଗୀୟ ୱେବ୍‌ସାଇଟ୍‌ରେ ସୂଚନା ପ୍ରଦାନ କରାଯିବ ଓ ୧୦ରୁ ୧୩ ତାରିଖ ପର୍ଯ୍ୟନ୍ତ…
Read More...

ସୁରୁଖୁରୁରେ ହେଲା ବାଲେଶ୍ବର ଓ ତିର୍ତ୍ତୋଲ ଉପନିର୍ବାଚନ।

ଭୁବନେଶ୍ୱର,୩/୧୧(ବ୍ୟୁରୋ): ଓଡ଼ିଶାର ଦୁଇଟି ସ୍ଥାନରେ ହେଉଥିବା ଉପନିର୍ବାଚନ ନିମନ୍ତେ ମତଦାନ ଶେଷ ହୋଇଥିଲେ ମଧ୍ୟ ଶେଷ ସମୟରେ ଭୋଟରମାନେ ଆସିଥିବାରୁ ଏବେ ବାଲେଶ୍ୱରର ୩୦ଟି ଏବଂ ତିର୍ତ୍ତୋଲର ୧୨୦ଟି ବୁଥରେ ମତଦାନ ଜାରି ରହିଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ…
Read More...

ରାଜଧାନୀରେ ଖୋଲିବ କଲ୍ୟାଣ ମଣ୍ଡପ।

ଭୁବନେଶ୍ୱର,୩।୧୧(ଓଡ଼ିଆ ନ୍ୟୁଜ) : ରାଜଧାନୀ ଭୁବନେଶ୍ବରରେ ବିବାହ ବ୍ରତ ଓ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ବ୍ୟବହୃତ ହେଉଥିବା କଲ୍ୟାଣ ମଣ୍ଡପ ଖୋଲିବ। ସୋମବାର ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀଙ୍କ ନିର୍ଦ୍ଦେଶ ପରେ ବିଏମ୍‌ସି ପକ୍ଷରୁ ଏ ନେଇ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି…
Read More...

ରାଜ୍ୟ ସରକାରଙ୍କ “ବେକାରୀ” ନୀତିକୁ ତୀବ୍ର ସମାଲୋଚନା କଲା ପାଇକ ମହାସଂଘ

ଭୁବନେଶ୍ୱର : କରୋନା ମହାମାରୀ ଯେତେବେଳେ ଜୀବନ, ଜୀବିକାକୁ ଧ୍ୱଂସ କରି ଚାଲିଛି, ଘରୋଇ ଉଦ୍ୟୋଗ କର୍ମଚାରୀମାନଙ୍କୁ ଛଟେଇ କରୁଛନ୍ତି, ବେକାରୀ ସମସ୍ୟା ବଢିଚାଲିଛି, ଅର୍ଥନୀତି ଭୁସୁଡ଼ି ପଡ଼ିଛି, ଜୀବନ ଜୀବିକାର ଦୋଛକିରେ ଯୁବ ସମାଜ ପଥଭ୍ରଷ୍ଟ, ଶିକ୍ଷିତ ଆଶାୟୀ ନିଯୁକ୍ତିକୁ କବର ଦେଇ…
Read More...