ଜୁଲାଇ ୫ ରେ ଚନ୍ଦ୍ରଗ୍ରହଣ। ପାଳନ ଓ ରାଶି ଉପରେ ପ୍ରଭାବ ଜାଣନ୍ତୁ।
ଭୁବନେଶ୍ୱର,୨୭/୬(ଓଡ଼ିଆ ନ୍ୟୁଜ):ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଜୁଲାଇ ୫ ତାରିଖରେ ହେବାକୁ ଯାଉଛି। ଏହି ଚନ୍ଦ୍ରଗ୍ରହଣ ୬ଟି ରାଶି ପାଇଁ ଖୁବ୍ ଶୁଭଫଳ ଦାୟୀ ହେବ। କେଉଁ ସମୟରେ ଗ୍ରହଣ ଲାଗିବ, ହାଣ୍ଡିଛାଡ ଏବଂ ପାକତ୍ୟାଗ ହେବ ସେ ବିଷୟରେ ଆସନ୍ତୁ ଜାଣିବା।୫ ଜୁଲାଇରେ ହେବାକୁ ଥିବା ଏହି…
Read More...
Read More...