banner
Breaking
Yearly Archives

2020

ସହିଦ୍‍ ଯବାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳୀ

ଭୁବନେଶ୍ୱର,୨୦/୬(ଓଡ଼ିଆ ନ୍ୟୁଜ): ପାଇକ ମହାସଂଘ ଓ ଗଡ଼େଶ୍ୱର ହାଟ ବ୍ୟବସାୟୀ ବଣିକ ସଂଘ ପକ୍ଷରୁ ଲଦାଖର ଗଲୱାନ୍‍ ଘାଟିରେ ଚୀନ୍‍ ସେନା ସହ ଲଢ଼ି ସହିଦ୍‍ ହୋଇଥିବା ଭାରତମାତାର ସୁଯୋଗ୍ୟ ସନ୍ତାନ ତଥା ଓଡିଶା ମାଟିର ଗର୍ବ ଓ ଗୌରବ ଅମର ସହିଦ୍‍ଙ୍କ ଉପଲକ୍ଷେ ଏକ ଶ୍ରଦ୍ଧାଞ୍ଜଳି ଅର୍ପଣ…
Read More...

ତିର୍ତ୍ତୋଲ ସୂତାକଳ ପୁର୍ନବାର କାର୍ଯ୍ୟକ୍ଷମ କରିବାକୁ ଜଗତସିଂହପୁର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ଜଗତସିଂହପୁର,୨୦/୬(ଓଡ଼ିଆ ନ୍ୟୁଜ): ତିର୍ତ୍ତୋଲ ସୂତାକଳ ପୁର୍ନବାର କାର୍ଯ୍ୟକ୍ଷମ କରିବାକୁ ଜଗତସିଂହପୁର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଜଗତସିଂହପୁର ଜିଲ୍ଲାର ସଚେତନ ଯୁବକମାନେ ତିର୍ତ୍ତୋଲ ସ୍ଥିତ ଶାରଳା ସମବାୟ ସୂତାକଳ ପୁର୍ନବାର କାର୍ଯ୍ୟକ୍ଷମ କରିବାପାଇଁ ଜଗତସିଂହପୁର…
Read More...

ରାଜ୍ୟରେ ପୁଣି ୧୭୯ କରୋନା ପଜିଟିଭ ଚିହ୍ନଟ। ଆଉଜଣେ ମୃତ।

ଭୁବନେଶ୍ୱର,୨୦।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୪୩ ଜଣ ଚିକିତ୍ସା ହେଉଥିବା ବେଳେ ୩୨୯୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧ ଜଣଙ୍କର…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅପରାହ୍ନରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଦ୍ୱିଜାର ଫାଇଦା ହାସଲ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ…
Read More...

ରାଜ୍ୟରେ ପୁଣି ୧୬୫ କରୋନା ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୪୬୭୭କୁ ବୃଦ୍ଧି।

ଭୁବନେଶ୍ୱର,୧୯।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୬୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୬୭୭କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧୯ ଜଣ ଚିକିତ୍ସା ହେଉଥିବା ବେଳେ ୩୧୪୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧ଜଣଙ୍କର…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣଙ୍କ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ବୃଦ୍ଧି ହେବ। ଯେ କୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଚଳାଇ ନେଇପାରିଲେ କୃତକାର୍ଯ୍ୟ ହେବେ। ଅପରାହ୍ନେ ବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ ପଡିପାରେ। ମନ ପ୍ରଫୁଲ୍ଲିତ ରହିବ। ବୃଷ:-ଆଜି ଘରୋଇ ସମସ୍ୟା ମଧ୍ୟରେ…
Read More...

ଓଡିଶାରେ ପହଞ୍ଚିଲା ମରଶରୀର। ଶ୍ରଦ୍ଧାଞ୍ଜଳି ଜଣାଇଲେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୮।୬(ଓଡ଼ିଆ ନ୍ୟୁଜ): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଚାଇନା ସେନାର ଆକ୍ରମଣରେ ଶହୀଦ ହୋଇଥିବା ନନ୍ଦୁରାମ ସୋରେନ ଓ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଛି। ଏକ ସ୍ବତନ୍ତ୍ର ବିମାନ ଯୋଗେ ସେମାନଙ୍କ ମର ଶରୀର ଭୁବନେଶ୍ୱର ବିଜୁପଟ୍ଟାନୟ…
Read More...

ବଦଳିବ ଜଗତସିଂହପୁରର ରୂପରେଖ। ବୁଲି ଦେଖିଲେ ବିଧାୟକ ଓ ଜିଲ୍ଲାପାଳ।

ଜଗତସିଂହପୁର,୧୮/୬(ଓଡ଼ିଆ ନ୍ୟୁଜ): କରୋନା ପ୍ରଭାବ ପାଇଁ ରାଜ୍ୟରେ କୌଣସି ଉନ୍ନତି ମୂଳକ କାର୍ଯ୍ୟ ହୋଇପାରୁନଥିଲା। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ପ୍ରତ୍ୟେକ ଜିଲ୍ଲାରେ କାର୍ଯ୍ୟ ଆରମ୍ଭ ହୋଇଛି। ଦୀର୍ଘଦିନ ଧରି ଅବହେଳାରେ ପଡ଼ିଥିବା ଜଗତସିଂହପୁର ସହର ର ରୂପରେଖ ବଦଳେଇବା ପାଇଁ…
Read More...

ଇସ୍ପାତ, କୋଇଲା, ଶକ୍ତି ତଥା ଆନୁଷଙ୍ଗିକ ଶକ୍ତି କ୍ଷେତ୍ରରେ ସବୁଠୁ ଅଧିକ ଲାଭବାନ ହେବ ଓଡ଼ିଶା : ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୧୮।୬(ଓଡ଼ିଆ ନ୍ୟୁଜ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ବାଣିଜ୍ୟିକ ଖଣି ପାଇଁ ୪୧ଟି କୋଇଲା ଖଣି ନିଲାମ କରିବା ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି। ଏହି ଐତିହାସିକ ପଦକ୍ଷେପ ଇସ୍ପାତ, କୋଇଲା, ଶକ୍ତି ତଥା ଆନୁଷଙ୍ଗିକ ଉର୍ଜ୍ଜା କ୍ଷେତ୍ରରେ ଓଡ଼ିଶା ସବୁଠୁ ଅଧିକ ଲାଭବାନ…
Read More...

ରଥଯାତ୍ରା ହେବାପାଇଁ ପ୍ରଚେଷ୍ଟାରେ ଆଇନଜୀବୀ।

ଭୁବନେଶ୍ବର: କରୋନାକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ରଥଯାତ୍ରା ବନ୍ଦ ରଖିବାକୁ ନିର୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏପରିକି ରଥଯାତ୍ରା ନିମନ୍ତେ ଅନୁମତି ଦେଲେ ପ୍ରଭୁ ଜଗନ୍ନାଥ କ୍ଷମା କରିବେ ନାହିଁ ବୋଲି ମୁଖ୍ୟ ବିଚାରପତି ଜଷ୍ଟିସ ବୋବଡ଼େ ରାୟ ପ୍ରଦାନ  ଅବସରରେ ଟିପ୍ପଣୀ ଦେଇଛନ୍ତି । କେବଳ…
Read More...