banner
Breaking
Yearly Archives

2020

ଏଥର ହେବନାହିଁ ବିଶ୍ବପ୍ରସିଦ୍ଧ ରଥଯାତ୍ରା ।

ଭୁବନେଶ୍ୱର,୧୮।୬(ଓଡ଼ିଆ ନ୍ୟୁଜ): ପୁରୀ ରଥଯାତ୍ରାକୁ ନେଇ ଲାଗି ରହିଥିବା ଅନିଶ୍ଚିତତାର ଅନ୍ତ ଘଟିଛି। ଏ ବର୍ଷ ଘୋଷଯାତ୍ରାକୁ ବନ୍ଦ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ରାୟ ଦେଇଛନ୍ତି। ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ସୁପ୍ରିମକୋର୍ଟରେ ଫାଇଲ୍‌ ହୋଇଥିବା ଆବେଦନର ଶୁଣାଣି କରି…
Read More...

୨୧ ତାରିଖ ରବିବାର ସୂର୍ଯ୍ୟପରାଗ।

ଭୁବନେଶ୍ୱର, ୧୮ା୬ (ଓଡ଼ିଆ ନ୍ୟୁଜ)- ଆସନ୍ତା ୨୧ ତାରିଖରେ ସଂଘଠିତ ହେବ ଚଳିତ ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ। ଏହା ଭାରତର ସବୁ ସ୍ଥାନ, ପାକିସ୍ତାନର ଦକ୍ଷିଣ ଭାଗ, ଚାଇନା ଓ ଆଫ୍ରିକୀୟ ଦେଶଗୁଡ଼ିକରେ ଦୃଶ୍ୟମାନ ହେବ। ଭାରତରେ କେବଳ ରାଜସ୍ଥାନ, ହରିୟାଣା, ଉତ୍ତରାଖଣ୍ଡରେ ପ୍ରାୟ ୧ ମିନିଟ ଧରି…
Read More...

ରାଜ୍ୟରେ ପୁଣି ସୁସ୍ଥ ହେଲେ ୯୭ ଆକ୍ରାନ୍ତ।

ଭୁବନେଶ୍ୱର,୧୮।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଆଜି ପୁଣି ସୁସ୍ଥ ହେଲେ ୯୭ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି। ନୂତନ ଆରୋଗ୍ୟ ବ୍ୟକ୍ତିଙ୍କ ମଧ୍ୟରେ କଟକର ସର୍ବାଧିକ ୧୭ଜଣ ଥିବା ବେଳେ ଖୋର୍ଦ୍ଧାର ୧୬,…
Read More...

ଭୁବନେଶ୍ୱରରୁ ପୁଣି ୯ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୧୮।୬(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରରେ ଗୁରୁବାର ୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ ରହିଥିବା ବେଳେ ୩ଜଣ କରୋନା ଯୋଦ୍ଧା , ୨ ଲୋକାଲ୍‌ କେସ୍‌ ଅଛନ୍ତି। ସହରରେ ଜଣେ ଆକ୍ରାନ୍ତ(ଡମଣାର ୨୫ ବର୍ଷୀୟ ପୁରୁଷ) ସୁସ୍ଥ ହୋଇଛନ୍ତି। ଏନେଇ…
Read More...

ରାଜ୍ୟରେ ଆଜି ପୁଣି ୧୭୪ କରୋନା ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୧୮।୬(ଓଡ଼ିଆ ନ୍ୟୁଜ) ରାଜ୍ୟରେ ଗୁରୁବାର ପୁଣି ୧୭୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨କୁ ବୃଦ୍ଧି ପାଇଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ କ୍ୱାରାଣ୍ଟାଇନ୍‌ ସେଣ୍ଟରର ରହିଥିବା ବେଳେ ୨୮ଜଣ ସ୍ଥାନୀୟ ଲୋକ…
Read More...

ଭାରତ ଓ ଚୀନ ମଧ୍ୟରେ ଯୁଦ୍ଧ। ବିନା ଗୁଳିରେ ଚୀନର ୪୩ ମୃତ, ଭାରତର ୨୦ ସହିଦ।

ନୂଆଦିଲ୍ଲୀ,୧୭/୬(ଓଡ଼ିଆ ନ୍ୟୁଜ) ଭାରତର ପୂର୍ବ ଲଦାଖରେ ଲାଗି ରହିଥିବା ଭାରତ-ଚୀନ୍‌ ବିବାଦ ତୁଟିବା ପରିବର୍ତ୍ତେ ଅଧିକ ଅଶାନ୍ତ ହୋଇପଡିଛି। ସୋମବାର ବିଳମ୍ବିତ ରାତିରେ ଗଲୱାନ ଉପତ୍ୟକାରେ ଉଭୟ ପକ୍ଷର ସୈନ୍ୟଙ୍କ ମଧ୍ୟରେ ଲଢେଇ ଘଟି ଭାରତର ଜଣେ କର୍ଣ୍ଣେଲଙ୍କ ସମେତ ୨୦ ଜଣ ସୈନ୍ୟ ସହିଦ…
Read More...

ରାଜ୍ୟରେ ପୁଣି ୧୭୫ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୪୩୩୮ କୁ ବୃଦ୍ଧି।

ଭୁବନେଶ୍ୱର,୧୭/୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୭୫ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮କୁ ବୃଦ୍ଧି ପାଇଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୫୦ ଜଣ ଚିକିତ୍ସା ହେଉଥିବା ବେଳେ ୨୯୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ମିଳିବା କଷ୍ଟକର ହୋଇପାରେ। କଷ୍ଟ ସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀ ଲୋକଙ୍କୁ ସହାନୁଭୂତି ପ୍ରଦାନକରି ଆମତ୍ସନ୍ତୋଷ ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ।…
Read More...

ରଥଯାତ୍ରା ନେଇ ବଢିଲା ସମ୍ଭାବନା। ସବୁ ପ୍ରଭୁଙ୍କ ଇଚ୍ଛା।

ପୁରୀ,୧୬/୬(ଓଡ଼ିଆ ନ୍ୟୁଜ): ଲୀଳାମୟ ହେଉଛନ୍ତି ପ୍ରଭୁ ଶ୍ରୀ ଜଗନ୍ନାଥ।ତାଙ୍କ ଲୀଳା ଖେଳାରେ ଚାଲିଛି ଏ ଜଗତ। ସେ ଚାହିଁଲେ ସବୁକିଛି ସମ୍ଭବ ହୋଇଯିବ। ଯଦି ତାଙ୍କ ଇଚ୍ଛା ହେବ ଯେମିତି ହେଉ ବଡ଼ଦାଣ୍ଡରେ ରଥ ଗଡିବ।ମହାମାରୀ କରୋନା କଟକଣା ମଧ୍ୟରେ ମହାପ୍ରଭୁଙ୍କ ଘୋଷଯାତ୍ରା ହେବାନେଇ ସମ୍ଭାବନା…
Read More...

ଶେଷ ପର୍ଯ୍ୟାୟରେ ରଥକାମ।

ପୁରୀ,୧୬ା୬: ରଥଯାତ୍ରା ପାଇଁ ଚାଲିଥିବା ତିନିରଥ ନିର୍ମାଣ କାମ ସରି ସରି ଆସୁଛି। ରଥଖଳାରୁ କାମ ପ୍ରାୟ ଶେଷ ହୋଇଥିବାବେଳେ ଏବେ ରଥ ଉପରେ ଅଳ୍ପ କିଛି କାମ କରାଯାଉଛି। ମଙ୍ଗଳବାର ତିନିରଥରେ କଳସ, ଅଁଳା ସହ ଓଲଟ ଶୁଆ ଲଗାଯାଇଛି। ଚିତ୍ରକର ସେବକମାନେ ରଥଗୁଡ଼ିକର ଚତୁଃପାର୍ଶ୍ୱ ରଙ୍ଗ ଦେଉଛନ୍ତି।…
Read More...