banner
Breaking
Yearly Archives

2020

ରାଜ୍ୟରେ ପୁଣି ୧୦୮ ପଜିଟିଭ ଚିହ୍ନଟ।

ଭୁବନେଶ୍ବର,୧୬/୬(ଓଡ଼ିଆ ନ୍ୟୁଝ) : ରାଜ୍ୟରେ ପୁଣି ୧୦୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ କୁ ବୃଦ୍ଧି ପାଇଛି। ଆଜି ଚିହ୍ନଟ ହୋଇଥିବା ୧୦୮ ଜଣଙ୍କ ମଧ୍ୟରୁ ୯୫ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୩ ଜଣ…
Read More...

ଭୁବନେଶ୍ୱରର ଚାରିଆଡେ କରୋନା। ସତର୍କ ନହେଲେ ଘରେ ଘରେ ପଶିଯିବ।

ଭୁବନେଶ୍ୱର,୧୫/୬(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରର ଚାରିପଟେ କରୋନା। ଓଡିଶାରେ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରୁ ଆରମ୍ଭ ହୋଇଥିଲା କରୋନା। ମାର୍ଚ୍ଚ ୧୫ ତାରିଖରେ ବରଗଡ ଅଞ୍ଚଳରୁ ଚିହ୍ନଟ ହୋଇ ସୂର୍ଯ୍ୟନଗର,ବମିଖାଲ,ୟୁନିଟ ୪,ଓ ଓଲ୍ଡ ଟାଉନ ଇତ୍ୟାଦି ଏରିଆ ଭିତରେ ସିମୀତ ଥଲା। ଏହାକୁ ଚେକ୍…
Read More...

ଭୁବନେଶ୍ୱରରୁ ପୁଣି ୫ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର, ୧୫।୬(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରରୁ ସୋମବାର ପୁଣି ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୨ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…
Read More...

ରାଜ୍ୟ ପାଇଁ ଖୁସି ଖବର। ଆଜି ପୁଣି ସୁସ୍ଥ ହେଲେ ୧୪୬ ଜଣ।

ଭୁବନେଶ୍ବର,୧୫/୬(ଓଡ଼ିଆ ନ୍ୟୁଜ): ରାଜ୍ୟ ପାଇଁ ଖୁସି ଖବର ସୋମବାର ପୁଣି ୧୪୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨,୮୫୪ କୁ ବୃଦ୍ଧି ହୋଇଛି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି । ଆଜି ୧୪୬…
Read More...

ସାରା ଦେଶର ମଡେଲ ପାଲଟିଛି ଓଡିଶା।

ଭୁବନେଶ୍ୱର, ୧୫।୬(ଓଡ଼ିଆ ନ୍ୟୁଜ): ଓଡ଼ିଶାରେ ମୃତ୍ୟୁହାର ସାରା ଦେଶରେ ସର୍ବନିମ୍ନ। ଦିଲ୍ଲୀରେ ମୃତ୍ୟୁହାର ୬.୬ ପ୍ରତିଶତ ରହିଥିବା ବେଳେ ଭାରତରେ ୦.୭ ପ୍ରତିଶତ। ସେହିପରି ଓଡ଼ିଶାରେ ଏହା ମାତ୍ର ୦.୦୩ ପ୍ରତିଶତ ରହିଛି। ଆରୋଗ୍ୟ ହାରରେ ମଧ୍ୟ ସାରା ଦେଶରେ ଓଡ଼ିଶା ସବୁଠାରୁ ଆଗରେ। ଦେଶରେ…
Read More...

ଜଗତସିଂହପୁରରୁ ପୁଣି ୪ ପଜିଟିଭ ଚିହ୍ନଟ।ସମସ୍ତେ ବାହାର ଫେରନ୍ତା।

ଜଗତସିଂହପୁର,୧୪/୬(ଓଡ଼ିଆ ନ୍ୟୁଜ): ଆଜି ଜଗତସିଂହପୁର ଜିଲ୍ଲାରେ ଚାରି ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ତିର୍ତ୍ତୋଲ ବ୍ଲକରୁ ଦୁଇ ଜଣ ବାଲିକୁଦା ଓ ନାଉଗାଁ ବ୍ଲକରୁ ଜଣେ ଲେଖାଏଁ ରୋଗୀ ଚିହ୍ନଟ ହୋଇଛନ୍ତି ।ସମସ୍ତେ ବାହାର ରାଜ୍ୟ ଫେରନ୍ତା । ଏଥିସହ ଜିଲ୍ଲାରେ ସର୍ବମୋଟ ଆକ୍ରାନ୍ତଙ୍କ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଆପଣଙ୍କ ମନ ପ୍ରଫୁଲ୍ଲିତ ରହିବ। ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ଆକସ୍ମିକ ସଫଳତା ସଙ୍ଗକୁ ଆଶା କରୁଥିବା ଦିଗରୁ ଅଧିକ ଧନ ପାଇ ଖୁସି ହେବେ। ନୂତନ ଯୋଜନା କ୍ଷେତ୍ରରେ ଉଚ୍ଚ ଆଶା ଧରି ଆଗେଇବେ। କୃତ୍ତିକା ନକ୍ଷତ୍ରର ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ ।…
Read More...

ରାଜ୍ୟରେ ପୁଣି ୧୪୬ ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ସ°ଖ୍ୟା ୪୦୫୫ କୁ ବୃଦ୍ଧି

ଭୁବନେଶ୍ୱର,୧୫ ।୬(ଓଡ଼ିଆ ନ୍ୟୁଜ): ରାଜ୍ୟରେ ପୁଣି ୧୪୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୫୫କୁ ବୃଦ୍ଧି ପାଇଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୨୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮ ଜଣ…
Read More...

ଭାରତରେ ଅଣାୟତ ହେଉଛି କରୋନା।

ନୂଆଦିଲ୍ଲୀ : ଭାରତରେ କରୋନା ଭୂତାଣୁ ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ପାର ହୋଇଥିବା​‌ବେଳେ ଦୈନିକ ଆକ୍ରାନ୍ତ ସଂଖ୍ୟା ୧୧ ହଜାର ଅତିକ୍ରମ କରିଛି। ରବିବାର ସକାଳ ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୨୦ ହଜାର ୯୨୨କୁ ବୃଦ୍ଧି ପାଇଛି।…
Read More...

ରଜ ପାଇଁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୪/୬(ଓଡ଼ିଆ ନ୍ୟୁଜ) : ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀ ରଜ ପର୍ବ ଅବସରରେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇ…
Read More...