banner
Breaking
Monthly Archives

January 2021

ଖୁସି ଖବର ଆଉ କିଛି ସମୟରେ ପହଞ୍ଚିବ କରୋନା ଟିକା।

ଭୁବନେଶ୍ବର ୧୨।୧(ଓଡ଼ିଆ ନ୍ୟୁଜ): ଓଡିଶା ପାଇଁ ଖୁସି ଖବର। ଆଜି ଆଉ କିଛି ସମୟ ପରେ ପହଞ୍ଚିବ କରୋନା ଟିକା। ପୁଣେରୁ ଭୁବନେଶ୍ୱର ଏକ ସ୍ୱତନ୍ତ୍ର  ସ୍ପାଇସ୍‌ ଜେଟ୍‌ ଯୋଗେ ଆସୁଛି କରୋନା ଟିକା । ଅପରାହ୍ନ ୪ଟା ୨୫ ସୁଦ୍ଧା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ ଭାକ୍‌ସିନ୍‌ ଆଣିଥିବା…
Read More...

ରାଜ୍ୟରେ ଆଜି ୨୨୫ ପଜିଟିଭ ଚିହ୍ନଟ ଓ ୨ ମୃତ।

ଭୁବନେଶ୍ୱର,୧୨।୧(ଓଡ଼ିଆ ନ୍ୟୁଜ) : ରାଜ୍ୟରେ ଆଜି ୨୨୫ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ମଧ୍ୟରୁ ୧୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୯୪ ଜଣ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ୩୩୧କୁ ବଢ଼ିଛି। ଏ ନେଇ…
Read More...

ଭୁବନେଶ୍ୱରରୁ ପୂନେ ବିମାନ ସେବା।

ଭୁବନେଶ୍ୱର,୧୨।୧(ଓଡ଼ିଆ ନ୍ୟୁଜ): ଭୁବନେଶ୍ୱରରୁ ଓ ପୁନେ ମଧ୍ୟରେ ବିମାନ ସେବା ଆରମ୍ଭ ହେବାକୁ ଯାଉଛି।ଏହି ବିମାନ ସେବା ଓଡିଶାର ଉନ୍ନତ ଯୋଗାଯୋଗରେ ସହାୟକ ହେବା ସହିତ ପର୍ଯ୍ୟଟନ ଏବଂ ଅର୍ଥନୈତିକ ଅଭିବୃଦ୍ଧି କ୍ଷେତ୍ରରେ ମହତ୍ୱପୂର୍ଣ୍ଣ ସାବ୍ୟସ୍ତ ହେବ । ଏଥିପାଇଁ ଦରକାର ଥିବା ଆର୍ଥିକ…
Read More...

ସେରମରୁ ବହାରିଲା ଟିକା ଗାଡି

ନୂଆଦିଲ୍ଲୀ :ଆଗାମୀ ୧୬ ତାରିଖରୁ ଟିକାକରଣ ଆରମ୍ଭ ହେବ। ଟିକାକରଣ ଦିଗରେ ଆଉ ପାଦେ ଆଗେଇଛି ଭାରତ। ସେରମ ଇନଷ୍ଟିଚ୍ୟୁଟରୁ ବାହାରିଲା ଭ୍ଯାକସିନ ଗାଡ଼ି। ଆଜି କେନ୍ଦ୍ର ସରକାର ପରଚେଜ୍ ଅର୍ଡର କରିଥିଲେ। ଏହାର କିଛି ସମୟ ପରେ ସେରମ ଇନଷ୍ଟିଚ୍ୟୁଟରୁ ବାହାରିଥିଲା ଭ୍ଯାକସିନ ଗାଡ଼ି। ସେଣ୍ଟ୍ରାଲ…
Read More...

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ଦିଲ୍ଲୀରେ ସ୍ବତନ୍ତ୍ର କକ୍ଷ।

ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ସ୍ବତନ୍ତ୍ର କକ୍ଷ। ନୂଆଦିଲ୍ଲୀ ସ୍ଥିତ ଇଣ୍ଡୋନେସିଆ ଦୂତାବାସ କାର୍ଯ୍ୟାଳୟରେ ବିଜୁ ପଟ୍ଟନାୟକଙ୍କ ନାଁରେ ଏକ ସ୍ବତନ୍ତ୍ର କକ୍ଷକୁ ଉତ୍ସର୍ଗ କରାଯାଇଛି। ଆଜି ଏହାକୁ ଉଦଘାଟନ କରିଥିଲେ ଭାରତରେ ଅବସ୍ଥାପିତ ଇଣ୍ଡୋନେସିଆ ରାଷ୍ଟ୍ରଦୂତ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ସବୁ ସୁବିଧା ଥାଇ ମଧ୍ୟ ବିନା ଖର୍ଚ୍ଚରେ କିଛି କରିପାରିବେ ନାହିଁ। ଯାତ୍ରା କରିବେ କିନ୍ତୁ ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯାଇପାରେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ…
Read More...

ଆମ କରୋନା ଟିକା ସ୍ବଦେଶୀ, ଶସ୍ତା ଓ ସୁରକ୍ଷିତ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆମ କରୋନା ଟିକା ସ୍ବଦେଶୀ। ଏହା ଦୁନିଆର ଅନ୍ୟ ସମସ୍ତ ଟିକା ତୁଳନାରେ ଶସ୍ତା। ଏହା ସବୁଠୁ ସୁରକ୍ଷିତ ମଧ୍ୟ। ଟିକାକୁ ନେଇ ଯେଉଁ ଗୁଜବ ପ୍ରଚାରିତ ହେଉଛି ତାହାକୁ ପ୍ରଶ୍ରୟ ଦେବା ଅନୁଚିତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହିତ…
Read More...

୩ଟି କୃଷି ଆଇନର କାର୍ଯ୍ୟକାରିତା ଉପରେ ରୋକ ଲଗାଇବାକୁ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ।

ନୂଆଦିଲ୍ଲୀ : କେନ୍ଦ୍ର ସରକାର ଲାଗୁ କରିଥିବା ୩ଟି ଯାକ କୃଷି ଆଇନର କାର୍ଯ୍ୟକାରିତା ଉପରେ ରୋକ୍‌ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି ସୁପ୍ରିମକୋର୍ଟ। କୃଷି ଆନ୍ଦୋଳନ ସହ ଜଡ଼ିତ ସମସ୍ତ ପିଟିଶନ ଉପରେ ସୋମବାର  ସୁପ୍ରିମକୋର୍ଟରେ ଶୁଣାଣି ସମୟରେ ସର୍ବୋଚ୍ଚ ନ୍ୟାୟାଳୟ କେନ୍ଦ୍ର ସରକାରଙ୍କୁ…
Read More...

୧୪ ରେ ଇନ୍ଦ୍ରାବତୀ ମେଗାଲିପ୍ଟ ଜଳସେଚନ ପ୍ରକଳ୍ପ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା : କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ମୁଖୀଗୁଡାସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରରୁ ମେଗାଲିଫ୍ଟ ଜଳସେଚନ ପ୍ରକଳ୍ପର ଉଦ୍‌ଘାଟନ ପାଇଁ ସମସ୍ତ ପ୍ରକାର ଆନୁସଙ୍ଗିକ ବ୍ୟବସ୍ଥା ଚୂଡାନ୍ତ ହୋଇସାରିଛି। ଆସନ୍ତା ୧୪ ତାରିଖ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପକୁ ଜିଲାର…
Read More...

ବିସ୍ଥାପିତ ଛାତ୍ରଛାତ୍ରୀଙ୍କୁ ମିଳିବ ସୁବିଧା ସୁଯୋଗ।

ନୂଆଦିଲ୍ଲୀ,(ବ୍ୟୁରୋ): କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ବିସ୍ଥାପିତ ଛାତ୍ରଛାତ୍ରୀମାନଙ୍କୁ ଚିହ୍ନଟ କରିବା, ଆଡ୍‍ମିଶନ କରାଇବା ଏବଂ ସେମାନଙ୍କ ଶିକ୍ଷା ବ୍ୟବସ୍ଥା ଜାରି ରଖିବା ଉଦ୍ଦେଶ୍ୟରେ ନିର୍ଦ୍ଦେଶାବଳୀ ଜାରି କରିଛି। ମନ୍ତ୍ରଣାଳୟ କହିଛି, କରୋନା ମହାମାରୀ ଯୋଗୁଁ ବିଦ୍ୟାଳୟ ଶିକ୍ଷାରୁ…
Read More...