banner
Breaking
Monthly Archives

January 2021

ରାଜ୍ୟରେ ଆଜି ୧୧୩ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଗୁରୁବାର ରାଜ୍ୟରେ ୧୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୬ ଜଣ ଚିହ୍ନଟ ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୪,୭୮୦ରେ ପହଞ୍ଚିଥିବା…
Read More...

ଛାତ୍ରୀ ମୃତ୍ୟୁ ଘଟଣାର ଦୁଇ ଅଭିଯୁକ୍ତ ଚିହ୍ନଟ।

ଭୁବନେଶ୍ବର,୨୮/୧:-ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଛାତ୍ରୀ ଝରାଫୁଲ ନାୟକଙ୍କ ହତ୍ୟା ଘଟଣାରେ ୨ ଅଭିଯୁକ୍ତଙ୍କୁ ଚିହ୍ନଟ କରିଛି କୁଆଖିଆ ପୁଲିସ। ଏନେଇ ଯାଜପୁର ଏସ୍‌ପି ସୂଚନା ଦେଇଛନ୍ତି। ହେଲ ସେମାନଙ୍କ ପରିଚୟ ପୁଲିସ ପକ୍ଷରୁ ଦିଆଯାଇ ନାହିଁ । ସୂଚନା ମୁତାବକ, ରସୁଲପୁର ବ୍ଲକ୍‍…
Read More...

ଦିଲ୍ଲୀରେ ଭୂକମ୍ପ ଝଟକା।

ନୂଆଦିଲ୍ଲୀ,୨୮/୧ : ଦିଲ୍ଲୀରେ ଆଜି ଭୂକମ୍ପର ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତିବ୍ରତା ୨.୮ ରେକର୍ଡ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ସକାଳ ୯ଟା୧୭ରେ ପଶ୍ଚିମ ଦିଲ୍ଲୀରେ ଭୂକମ୍ପର ଝଟକା ଅନୁଭବ ହୋଇଛି। ଏହାର ତିବ୍ରତା କମ ଥିବାରୁ ଅଧିକାଂଶ ଲୋକେ ଭୂକମ୍ପ…
Read More...

ସୌରଭ ଗାଙ୍ଗୁଲି ଅସୁସ୍ଥ।

କୋଲକାତା : ବିବିସିଆଇ ଅଧ୍ୟକ୍ଷ କ୍ରିକେଟର ସୌରଭ ଗାଙ୍ଗୁଲୀଙ୍କୁ ବୁଧବାର ପୁଣି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ଚିକିତ୍ସା ଲାଗି ଆପୋଲୋ ହସସ୍ପିଟାଲ ଭର୍ତ୍ତି କରାଯାଇଛି। ଜାନୁୟାରୀ ୨ରେ ଛାତିରେ ଯନ୍ତ୍ରଣା ଯୋଗୁ ତାଙ୍କୁ ଉଡ୍‌ଲାଣ୍ଡ୍‌ ହସ୍ପିଟାଲରେ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି କେବଳ କଅଁଳିଆ କଥା କହି ପରକୁ ଆପଣାର କରିପାରିବେ। ଟଙ୍କା,ପଇସାର ଅଭାବ ରହିବ ନାହିଁ କିନ୍ତୁ ବନ୍ଧୁମାନଙ୍କ ଖାପଛଡା କଥା ମନକୁ ବାଧିବ। ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ବିବାଦୀୟ ଘଟଣା ଓ ସଭାସମିତି, ଅର୍ଥ ସମ୍ପର୍କ କ୍ଷେତ୍ରରୁ ଉପକୃତ ହେବେ। ସ୍ବାସ୍ଥ୍ୟ ପ୍ରତି ସଚେତନ ରହି…
Read More...

ଭାରତ ଠାରୁ ଶ୍ରୀଲଙ୍କା ନେବ କରୋନା ଟିକା।

କଲମ୍ବୋ,୨୭।୧: ଭାରତରୁ ୨ରୁ ୩ ମିଲିୟନ ଡୋଜ କରୋନା ଟିକା କିଣିବ ବୋଲି ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟାବାୟା ରାଜପକ୍‌ସାଙ୍କ ପରାମର୍ଶଦାତା ଲଲିଥ ୱିରାଟୁଙ୍ଗା ସୂଚନା ଦେଇଛନ୍ତି। ସେରମ୍‌ ଇନ୍‌ଷ୍ଟିଚ୍ୟୁଟରେ ପ୍ରସ୍ତୁତ କୋଭିସିଲ୍ଡ ଟିକା କିଣିବ ପାଇଁ ଇଚ୍ଛା ପ୍ରକଟ କରିଛି। ଏଥିପୂର୍ବରୁ ଭାରତ…
Read More...

ଚାଷୀ ଆନ୍ଦୋଳନରେ ଫାଟ। ଦୁଇଟି ସ°ଗଠନ ଅଲଗା ହେଲେ।

ନୂଆଦିଲ୍ଲୀ,୨୭ା୧- ଦେଶର ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡ ଯୋଗୁ ଚାଷୀ ଆନ୍ଦୋଳନରୁ ଅଲଗା ହୋଇଛନ୍ତି ଦୁଇ ପ୍ରମୁଖ ସଂଗଠନ। ରାଷ୍ଟ୍ରୀୟ କିଷାନ ମଜଦୁର ସଂଗଠନ ଓ ଭାରତୀୟ କିଷାନ ୟୁନିୟନ (ବିକେୟୁ) ବୁଧବାର ଚାଷୀ ଆନ୍ଦୋଳନରୁ ଓହରି ଯାଇଥିବା ଘୋଷଣା କରିଛନ୍ତି। ହିଂସାର…
Read More...

ଏହିସବୁ ରାଜ୍ୟରେ ମାଡୁଛି ବାର୍ଡଫ୍ଲୁ।

ନୂଆଦିଲ୍ଲୀ :  ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟ କହିଛି, ବର୍ତ୍ତମାନ ସୁଦ୍ଧା ଦେଶର ୯ଟି ରାଜ୍ୟରେ ପକ୍ଷୀ ଜ୍ୱର ବା ବାର୍ଡ ଫ୍ଲୁ ବ୍ୟାପିଥିବାର ନିଶ୍ଚିତ ହୋଇଛି। ସେହି ରାଜ୍ୟଗୁଡ଼ିକ ମଧ୍ୟରେ କେରଳ, ହରିଆନା, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଛତିଶଗଡ଼, ଉତ୍ତରାଖଣ୍ଡ, ଗୁଜରାତ,…
Read More...

ଫେବୃଆରୀ ୨୮ ପର୍ଯ୍ୟନ୍ତ ବଢିଲା କୋଭିଡ କଟକଣା।

ନୂଆଦିଲ୍ଲୀ୨୭/୧ : କେନ୍ଦ୍ର ସରକାର ଆଜି କୋଭିଡ ୧୯ ନିର୍ଦ୍ଦେଶାବଳୀକୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରାଳୟ ଦ୍ୱାରା ଜାରି କରାଯାଇଥିବା ଶେଷ ନିର୍ଦ୍ଦେଶାବଳୀ ଜାନୁଆରୀ ୩୧ରେ ଶେଷ ହେଉଛି। ନୂତନ ନିର୍ଦ୍ଦେଶାବଳୀରେ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳଗୁଡିକୁ…
Read More...

ମାଟ୍ରିକ ପିଲାଙ୍କ ପାଇଁ ପରୀକ୍ଷା ଦର୍ପଣ ଉନ୍ମୋଚିତ।

ଭୁବନେଶ୍ଵର,୨୭/୧(ଓଡ଼ିଆ ନ୍ୟୁଜ): ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ପ୍ରସ୍ତୁତ ସହାୟକ ପୁସ୍ତିକା ‘ପରୀକ୍ଷା ଦର୍ପଣ’କୁ ଆଜି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉନ୍ମୋଚନ କରିଛନ୍ତି। ୭୦୦ ପୃଷ୍ଠା ବିଶିଷ୍ଟ ଏହି ପୁସ୍ତିକାରେ ମାଟ୍ରିକ ପରୀକ୍ଷାର ସାମ୍ଭାବ୍ୟ ପ୍ରଶ୍ନ ଓ ଉତ୍ତର…
Read More...