banner
Breaking
Monthly Archives

February 2021

ଅଶ୍ଳୀଳ ଫଟୋ ଭାଇରାଲ ଧମକ୍ ଦେଇ ଯୁବକ ଗିରଫ।

ଭବାନୀପାଟଣା,୫।୨: ଭବାନୀପାଟଣାର ସହରର ଜଣେ ନାବାଳିକାଙ୍କୁ ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅନ୍ତର୍ଗତ ପୋଇବାଡି ଗ୍ରାମର ଜିତେନ୍ଦ୍ର ବେହେରା(୨୬) ହ୍ବାଟସ ଆପ୍‌ରେ ବ୍ଲାକମେଲିଂ କରି ଗିରଫ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ହ୍ବାଟସ ଆପ୍‌ରେ ବନ୍ଧୁତା ପରେ ମୋବାଇଲରେ ନିୟମିତ ଚାଟିଂ କରିବା ସହିତ…
Read More...

ନୂଆ କୃଷି ଆଇନରେ କଣ ତୃଟି ଅଛି? କୃଷି ମନ୍ତ୍ରୀ

ନୂଆଦିଲ୍ଲୀ, ୫ା୨- ନୂଆ କୃଷି ଆଇନରେ କ’ଣ ତ୍ରୁଟି ରହିଛି ? ଏହି ପ୍ରଶ୍ନ ବାରମ୍ବାର ପଚାରିଛି। ହେଲେ କେହି ଏହାର ଉତ୍ତର ଦେଉ ନାହାନ୍ତି ” ବୋଲି ରାଜ୍ୟ ସଭାରେ ଶୁକ୍ରବାର ଏହା କହିଛନ୍ତି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର। ଚାଷୀମାନେ ନୂଆ ଆଇନକୁ ‘ବ୍ଲାକ’ ବୋଲି କହୁଛନ୍ତି।…
Read More...

ଡାବର ଇଣ୍ଡିଆ ମହୁ ଏବେ ଆମାଜନ ଡଟ୍ ଇନ୍‌ରେ ଉପଲବ୍ଧ

ଭାରତର ଅଗ୍ରଣୀ ଆୟୁର୍ବେଦିକ କମ୍ପାନୀ ଡାବର ଇଣ୍ଡିଆ ଲିମିଟେଡ୍ ଆମାଜନ ଇଣ୍ଡିଆ ସହିତ ମିଳିତ ହୋଇଛି । ଏହାଦ୍ୱାରା ଏଣିିକି ଡାବର ଅର୍ଗାନିକ ମହୁ ଆମାଜନ ଡଟ୍ ଇନ୍‌ରେ ଉପଲବ୍ଧ ହେବ । ଏଥିରେ କୌଣସି ରାସାୟନିକ ପଦାର୍ଥ ମିଶ୍ରିତ କରାଯାଇ ନାହିଁ । ଏହା ମହୁମାଛିଙ୍କ ଦ୍ୱାରା ପ୍ରାକୃତିକ ଉପାୟରେ…
Read More...

ରାଜଧାନୀରେ ପୁଣି ହତ୍ଯା।

ଭୁବନେଶ୍ୱର,୫।୨(ବ୍ୟୁରୋ): ୨୪ ଘଣ୍ଟା ନ ପୂରୁଣୁ ରାଜଧାନୀରେ ଦୁଇ ଦୁଇଟି ହତ୍ୟାକାଣ୍ଡ। ଗୁରୁବାର ଭୁବନେଶ୍ୱର ଉପକଣ୍ଠ ଚନ୍ଦକା ଦାସପୁର ନିକଟରେ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ମିଳିଥିବା ବେଳେ ଆଜି ଚନ୍ଦ୍ରଶେଖପୁର ଥାନା ଅନ୍ତର୍ଗତ ବିର୍ସାମୁଣ୍ଡା ବସ୍ତିରେ ଆଉ ଏକ ଅଭାବନୀୟ ଘଟଣା…
Read More...

ରାଜ୍ୟରେ ଆଜି ୯୭ ପଜିଟିଭ ଚିହ୍ନଟ ଓ ଜଣେ ମୃତ।

ଭୁବନେଶ୍ୱର,୫।୨(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସ°ଖ୍ୟା ୧୦୦ ତଳେ ରହିଛି। ଆଜି ରାଜ୍ୟରୁ ୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା…
Read More...

ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର।

ଭୁବନେଶ୍ୱର,୫।୨:ଗତ ୭ ଦିନ ହେବ ତେଲ ଦର ବୃଦ୍ଧିରେ ବିରତି ପରେ ଗୁରୁବାର ପୁଣି ଥରେ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୩୪ ପଇସା ଏବଂ ଡିଜେଲ ୩୭ ପଇସା ବଢ଼ିଥିବା ନଜରକୁ ଆସିଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ୮୭.୩୨ ଟଙ୍କା ଛୁଇଁଥିବା ବେଳେ ଡିଜେଲ ଲାଗି ଲୋକଙ୍କୁ ୮୩.୭୧ ଟଙ୍କା…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି କର୍ମକ୍ଷେତ୍ରର କିଛି ସମସ୍ୟା ନେଇ ଚିନ୍ତିତ ରହି ପାରନ୍ତି। ମିତ୍ରମାନେ ସୁବିଧାବାଦୀ ଭଳି କାମ କରିବେ, ଯାହାକି ଆପଣଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ। ସାଂସ୍କୃତିକ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ବିବାଦୀୟ ଘଟଣା ଓ…
Read More...

ଟ୍ରେନ ଧକ୍କାରେ ୨ ହାତୀ ମୃତ।

ରାଉରକେଲା,୪।୨: ସୁନ୍ଦରଗଡ଼ ଜିଲା ବିଶ୍ରା ବନ ବିଭାଗ ଅଧୀନ ମହିପାଣି ନିକଟରେ ବୁଧବାର ବିଳମ୍ବିତ ରାତିରେ ଟ୍ରେନ୍‌ ଧକ୍କାରେ ଦୁଇଟି ହାତୀଙ୍କ ମୃତ୍ୟୁ ହୋଇଛି। ହାଓଡ଼ା-ମୁମ୍ବାଇ ରେଳପଥର ଭାଲୁଲତା ଓ ଜରେଇକେଲା ରେଳଷ୍ଟେଶନ ମଝି ମହିପାଣି ନିକଟରେ ହାତୀପଲ ରେଳଧାରଣା ପାରି ହେଉଥିବା ବେଳେ ଏହି…
Read More...

ଅଲମ୍ପିକ ଭିଲେଜରେ କ୍ରୀଡାବିତ୍ ସେକ୍ସ, ପାର୍ଟି ଓ ସପି° କରିପାରିବେ ନାହିଁ।

ଟୋକିଓ,୪।୨: ଟୋକିଓ ଅଲିମ୍ପିକ୍ସରେ ଭାଗ ନେଉଥିବା କ୍ରୀଡ଼ାବିତ୍‌ଙ୍କ ପାଇଁ ଗାଇଡଲାଇନ ଜାରି ହୋଇଛି। ଅଲିମ୍ପିକ୍ସ ଭିଲେଜରେ କ୍ରୀଡ଼ାବିତମାନେ ସେକ୍ସ, ପାର୍ଟି, ସପିଂ କରିପାରିବେ ନାହିଁ। ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି(ଆଇଓସି) ବୁଧବାର ଏନେଇ ସ୍ପଷ୍ଟ କରିଛି। ସୂଚନା ଯୋଗ୍ୟ, ଟୋକିଓରେ…
Read More...

ସୁଧାଂଶୁ ଷଢଙ୍ଗୀ,ଯୋଗେଶ ବାହାଦୁରଙ୍କୁ ଏଡିଜି ପାହ୍ୟା।

ଭୁବନେଶ୍ବର : ଓଡ଼ିଶା କ୍ୟାଡରର ୨ ଆଇପିଏସ ଅଫିସରଙ୍କୁ କେନ୍ଦ୍ର କ୍ୟାବିନେଟ୍ର ନିଯୁକ୍ତି ସଂକ୍ରାନ୍ତ କମିଟି ଏଡିଜି ପାହ୍ୟା ଅନୁମୋଦନ କରିଛି। କେନ୍ଦ୍ରୀୟ ଡେପୁଟେସନରେ ଗଲେ ଏମାନଙ୍କୁ ଏଡିଜି ପାହ୍ୟା ମିଳିବ।ବରିଷ୍ଠ ଆଇପିଏସ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଓ ଯୋଗେଶ ବାହାଦୁର ଖୁରାନିଆ ଏହି…
Read More...