banner
Breaking
Monthly Archives

March 2021

ସ୍କୁଲରେ ଛାତ୍ରଙ୍କୁ ଛୁରା ମାଡ।

ପୁରୀ,୩୧/୩(ବ୍ୟୁରୋ) ଗଣ୍ଡଗୋଳକୁ କେନ୍ଦ୍ର କରି ସ୍କୁଲରେ ଛୁରାମାଡ଼ । ଜଣେ ଛାତ୍ରର ଛୁରାମାଡ଼ରେ ଆଉ ଜଣେ ଛାତ୍ର ଆହତ । ପୁରୀ ଭୋଳାନାଥ ସ୍କୁଲରେ ଏହି ଘଟଣା ଘଟିଛି । ଆକ୍ରମଣରେ ଜଣେ ନବମ ଶ୍ରେଣୀ ଛାତ୍ର ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…
Read More...

ହସ୍ପିଟାଲରେ ଲାଗିଲା ଭୀଷଣ ନିଆଁ ।

ନୂଆଦିଲ୍ଲୀ,୩୧।୩: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରେ ବୁଧବାର ସକାଳେ ଭୀଷଣ ନିଆଁ ଲାଗିଛି। ଆଇସିୟୁ ୱାର୍ଡରେ ପ୍ରବଳ ଅଗ୍ନିକାଣ୍ଡ ଘଟିଛି। ତେବେ ଏହି ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାପଡିଛି। ହସ୍ପିଟାଲରେ ଥିବା ସମସ୍ତ ୬୦ ରୋଗୀଙ୍କୁ ସୁରକ୍ଷିତ ଭାବେ ଅନ୍ୟ ୱାର୍ଡକୁ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି ଶୁକ୍ରଙ୍କ ପ୍ରଭାବରେ ଅର୍ଥର ଅଭାବ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ପାଇବେ। ଆଜି ଦିନଟିରେ ମନ ଅନୁଯାୟୀ କାମ ଗୁଡ଼ିକ ସମ୍ପନ୍ନ ହେବ। ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାର ପାଇଁ ପରିସ୍ଥିତିବଶତଃ ଧାରକରଜ କରି କାମ…
Read More...

ରାଷ୍ଟ୍ରପତିଙ୍କ ଆଶୁ ଆରୋଗ୍ୟ କାମନାକଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୩୦/୩ : ରାଷ୍ଟ୍ରପତି ରାମ ନାଥ କୋବିନ୍ଦଙ୍କର ବାଇପାସ୍‌ ଅପରେସନ୍‌ କରିଥିବା ଡାକ୍ତରମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିବା ସହ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ନିମନ୍ତେ ପ୍ରାର୍ଥନା କରିଛନ୍ତି।
Read More...

ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲର କ୍ୟାପଟେନ ହେବେ ରିଷଭ।

ନୂଆଦିଲ୍ଲୀ, ୩୦।୩ : ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)ର ଆଗାମୀ ସଂସ୍କରଣରେ ଦିଲ୍ଲୀ କ୍ୟାପିଟାଲ୍ସ ଦଳର ନେତୃତ୍ୱ ନେବେ ରିଷଭ ପନ୍ତ। ୨୧ ବର୍ଷୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ନିୟମିତ ଅଧିନାୟକ ଶ୍ରେୟାସ ଆୟାରଙ୍କ ଅନୁସ୍ଥିତିରେ ଏହି ଗୁରୁ ଦାୟିତ୍ୱ ସମ୍ଭାଳିବେ। ନିକଟରେ ଶେଷ ହୋଇଥିବା…
Read More...

ହାଇଡ୍ରାମାରେ ସରିଲା ନନ୍ଦୀଗ୍ରାମ ପ୍ରଚାର।

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଛି। ତେଣୁ ନୂଆପଡ଼ାରୁ ପଡୋଶୀ ରାଜ୍ୟ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍‌ ସେବା। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ରାଜ୍ୟରେ ପୁଣିଥରେ କରୋନା ନିଜର କାୟା ବିସ୍ତାରେ…
Read More...

କରୋନା ପାଇଁ ବନ୍ଦ ହେବ ବସ୍ ସେବା।

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଛି। ତେଣୁ ନୂଆପଡ଼ାରୁ ପଡୋଶୀ ରାଜ୍ୟ ଛତିଶଗଡ଼କୁ ବନ୍ଦ ହୋଇପାରେ ବସ୍‌ ସେବା। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ରାଜ୍ୟରେ ପୁଣିଥରେ କରୋନା ନିଜର କାୟା ବିସ୍ତାରେ…
Read More...

ପିପିଲି ନିର୍ବାଚନ ପାଇଁ ଭାଜପାର ଷ୍ଟାର ପ୍ରଚାରକ ନାମ ଘୋଷଣା।

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପୁରୀ ଜିଲା ପିପିଲି ଉପନିର୍ବାଚନ ପାଇଁ ଏବେ ରାଜନୈତିକ ପାଣିପାଗ ସରଗରମ ହୋଇଛି । ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଥିବାବେଳେ ପ୍ରମୁଖ ୩ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ ସରିଛି । ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ…
Read More...

ଅସହ୍ୟ ହେଲାଣି ଖରା।

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଅସହ୍ୟ ହେଲାଣି ଖରା। ମଙ୍ଗଳବାର ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ଜଣାପଡ଼ିଛି। ସେଥିରୁ ବାରିପଦା ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଏଠାରେ ତାପମାତ୍ରା ୪୪.୬ ଡିଗ୍ରୀ ରହିଥିଲା। ଏହାଛଡ଼ା ତାଳଚେରରେ ତାପମାତ୍ରା ୪୨.୭ ଡିଗ୍ରୀ ରହିଥିବା…
Read More...

ପ୍ରାର୍ଥୀପତ୍ର ଦାଖଲ କଲେ ରୁଦ୍ର।

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ପିପିଲି ଉପନିର୍ବଚନ ଲାଗି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ମଙ୍ଗଳବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସକାଳେ ସେ ପିପିଲି ବିଜେଡି କାର୍ୟ୍ୟାଳୟରୁ ନାମାଙ୍କନପତ୍ର ଦାଖଲ ପାଇଁ ପୁରୀ ଅଭିମୁଖେ ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ। ସମର୍ଥକ ଓ ଦଳୀୟ…
Read More...