ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା।
ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଶିକ୍ଷକଙ୍କୁ ଟିକା ଦିଆଯିବା ନେଇ ନିଷ୍ପତ୍ତି ହୋଇଛି । ଏ…
Read More...
Read More...