banner
Breaking
Monthly Archives

March 2021

ଶିକ୍ଷକଙ୍କୁ ଦିଆଯିବ କରୋନା ଟିକା।

ଭୁବନେଶ୍ୱର, ୩୦।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ଶିକ୍ଷାନୁଷ୍ଠାନରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସରକାରୀ ଓ ଘରୋଇ ସ୍କୁଲର ୪୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ଶିକ୍ଷକଙ୍କୁ ଟିକା ଦିଆଯିବା ନେଇ ନିଷ୍ପତ୍ତି ହୋଇଛି । ଏ…
Read More...

ରାଜ୍ୟରେ ଆଜି ପୁଣି ୨୧୮ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର, ୩୦।୩(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ରାଜ୍ୟରେ ଆଜି ପୁଣି ୨୧୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୮୯ ଜଣ ଲୋକାଲ କେସ୍‌ ରହିଛି। ଏନେଇ ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…
Read More...

ସରକାରୀ ସ୍କୁଲ ବନ୍ଦ ହେବନାହିଁ।

  ଭୁବନେଶ୍ୱର, ୨୯।୩(ବ୍ୟୁରୋ): ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ କରୋନା ହୋଇନି। ଯାହା ହୋଇଛି ଘରୋଇ ଶିକ୍ଷାନୁଷ୍ଠାନରେ। ତେଣୁ ନବମ ଏବଂ ଏକାଦଶ କ୍ଲାସ ବନ୍ଦ ହେବ ନାହିଁ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତ। ଏନେଇ ମନ୍ତ୍ରୀ କହିଛନ୍ତି, ଆସନ୍ତା ୩୦ ତାରିଖରେ…
Read More...

ଘରୋଇ କଲେଜରୁ ୩୨ ପଜିଟିଭ ଚିହ୍ନଟ।

ଭବାନୀପାଟଣା,୨୯।୩: କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଏକ ଘରୋଇ କଲେଜରୁ ୩୨ଜଣ ଛାତ୍ରୀଛାତ୍ର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଜିଲା ପ୍ରଶାସନ ପାଇଁ ଚିନ୍ତାର ବିଷୟ ପାଲଟିଛି। ଅନ୍ୟପକ୍ଷେ କଳାହାଣ୍ଡି ଜିଲାରୁ ସୋମବାର ୫୦…
Read More...

ଗୋଟିଏ ଓଭରରେ ୬ଟି ଛକା ମାରି ରେକର୍ଡ କଲେ।

କଲମ୍ବୋ,୨୯।୩ : ଅଲରାଉଣ୍ଡର ଥିସାରା ପେରେରା ଶ୍ରୀଲଙ୍କାର ପ୍ରଥମ ଖେଳାଳି ଭାବେ ଗୋଟିଏ ଓଭରରେ ଲଗାଇଛନ୍ତି ୬ଟି ଛକା। ୩୧ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ ସୋମବାର ଖେଳାଯାଇଥିବା ଘରୋଇ କ୍ରିକେଟ ଟୁର୍ନାମେଣ୍ଟର ଏକ ମ୍ୟାଚ୍‌ରେ ୧୩ଟି ବଲର ସମ୍ମୁଖୀନ ହୋଇ ଖେଳିଛନ୍ତି ୫୨ ରନ୍‌ର ବିସ୍ଫୋରକ…
Read More...

ଅଜିତ ମଙ୍ଗରାଜ ହେଲେ କ°ଗ୍ରେସ ପ୍ରାର୍ଥୀ।

ପୁରୀ ,୨୯।୩: ଭାଜପା ଓ ବିଜେଡି ପରେ ପିପିଲି ଉପନିର୍ବାଚନ ପାଇଁ ଶେଷରେ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ତେବେ ଦଳ ଏଥର ପୁଣି ବରିଷ୍ଠ ନେତା ଅଜିତ ମଙ୍ଗରାଜଙ୍କ ଉପରେ ଭରସା କରି ତାଙ୍କୁ ପ୍ରାର୍ଥୀ କରିଛି। ୨୦୧୯ ସାଧାରଣ ନିର୍ବାଚନରେ ଅଜିତ ପିପିଲିରୁ ପ୍ରାର୍ଥୀ ହୋଇ ନିର୍ବାଚନ ଲଢ଼ିଥିଲେ।…
Read More...

ପଶ୍ଚିମବଙ୍ଗ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ ଘମାଘୋଟ ଲଢେଇ ହେବ।

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଏପ୍ରିଲ୍‍ ପହିଲାରେ ହେବ। ଏହି ପର୍ଯ୍ୟାୟରେ ୩୦ଟି ନିର୍ବାଚନ ମଣ୍ଡଳୀରେ ଭୋଟ୍‍ ନିଆଯିବ। ସେଗୁଡ଼ିକ ମଧ୍ୟରେ ପୂର୍ବ ମେଦିନୀପୁର ଜିଲ୍ଲାର ୯ଟି ଆସନ ରହିଛି। ସେଗୁଡ଼ିକ ମଧ୍ୟରେ ନନ୍ଦୀଗ୍ରାମ ଆସନ ମଧ୍ୟ…
Read More...

କମିଶନରେଟ ପୋଲିସକୁ ସଫଳତା।

ଭୁବନେଶ୍ୱର: ଭୁବନେଶ୍ୱରରେ ପ୍ରତ୍ୟେକ ଦିନ ଏକାଧିକ ମୋବାଇଲ ଫୋନ ଚୋରି ଓ ଲୁଟ୍‍ ଘରୁ ହେଉ କିମ୍ବା ରାସ୍ତା ଉପରୁ ହୋଇ ଚାଲିଛି। ତେବେ ଏହି ଘଟଣାରେ ଚୋର ଚତୁରତାର ସହ ଖସିଯାଉଥିବା ବେଳେ ଚୋରି ହୋଇଥିବା ମୋବାଇଲର ମାଲିକ ନିରାଶ ହେଉଥିଲେ। କିନ୍ତୁ ଏଥିରେ ଦୃଢ ପଦକ୍ଷେପ ନେଇଛି କମିଶନରେଟ…
Read More...

ରାଜ୍ୟରେ ଖୋଲିବ ୧୫୬୭ ଅଙ୍ଗନବାଡି କେନ୍ଦ୍ର।

ଭୁବନେଶ୍ୱର : ରାଜ୍ୟରେ ଅଧିକ ୧୫୬୭ଟି ନୂଆ ଅଙ୍ଗନବାଡି କେନ୍ଦ୍ର ଖୋଲିବ। ଶନିବାର ଅନୁଷ୍ଠିତ ଦ୍ୱିତୀୟ ପର୍ଯ୍ୟାୟ ବଜେଟ୍‍ ଅଧିବେଶନ କାଳରେ ବିଜେଡି ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ମୂଳ ପ୍ରଶ୍ନ ଓ ବିରୋଧିଦଳ ନେତା ପ୍ରଦୀପ୍ତ ନାୟକ, ବିଜେଡି ବିଧାୟକ ପ୍ରଦୀପ ଅମାତ, କଂଗ୍ରେସ ବିଧାୟକ ସୁରେଶ…
Read More...

ଅପ୍ରେଲ ୨୨ରୁ ବିପିୟୁଟି ପରୀକ୍ଷା।

ଭୁବନେଶ୍ବର: ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ବବିଦ୍ୟାଳୟ (ବିପିୟୁଟି) ଦ୍ବାରା ପରିଚାଳତି ଇଞ୍ଜିନିୟରିଂ ପାଠ୍ୟକ୍ରମର ପ୍ରଥମ ଓ ତୃତୀୟ ସେମିଷ୍ଟର ଅଫଲାଇନ୍‌ ପରୀକ୍ଷା ୨୨ ଏପ୍ରିଲରୁ ଆରମ୍ଭ ହେବ। ଏନେଇ ଶନିବାର ବିପିୟୁଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।ବି.ଟେକ୍, ବି.ପ୍ଲାନ୍ ଏବଂ…
Read More...