banner
Breaking
Monthly Archives

April 2021

ପୁଣି ଜଣେ ନାବାଳିକାକୁ ବଳତ୍କାର।

ରାଉରକେଲା ,୧୪।୪: ବିସ୍କୁଟ ଆଣିବା ପାଇଁ ଦୋକାନକୁ ଯାଇଥିବା ବେଳେ ଷ୍ଟିଲ ସିଟି ରାଉରକେଲା ବନ୍ଧମୁଣ୍ଡା ଥାନା ଅଞ୍ଚଳର ଜଣେ ନାବାଳିକା(୧୨ବର୍ଷ)ଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ନାବାଳିକାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଯୁବକଙ୍କୁ…
Read More...

ଆରସିବିର ଜବରଦସ୍ତ ବିଜୟ

ମୁମ୍ବାଇ, ୧୪ା୪ – ଚେନ୍ନାଇ ପିଚ୍‌ରେ ୧୫୦ ରନ୍‌ର ପିଛା କରିବା ସହଜ ନୁହେଁ। ମଙ୍ଗଳବାର ଭଳି ବୁଧବାର ମଧ୍ୟ ସହଜ ଦେଖାଯାଉଥିବା ଟାର୍ଗେଟ ହାସଲ କରିପାରିଲା ନାହିଁ ଦ୍ୱିତୀୟ ବ୍ୟାଟିଂ କରୁଥିବା ଦଳ। ୧୩ ଓଭର ସୁଦ୍ଧା ଏକ ଉଇକେଟ ହରାଇ ୯୬ ରନ୍‌ କରିଥିବା ହାଇଦ୍ରାବାଦ୍‌ ଶେଷ ପର୍ଯ୍ୟନ୍ତ ଖେଳି…
Read More...

ସିବିଏସଇ ଦଶମ ପରୀକ୍ଷା ବନ୍ଦ।

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସିବିଏସ୍‌ଇ ବୋର୍ଡ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଓ୍ବାଲଙ୍କ ସହିତ ବୈଠକ କରିବା…
Read More...

ଭୁବନେଶ୍ୱରରେ ଆଜି ୩୦୭ ପଜିଟିଭ ଚିହ୍ନଟ।

ଭୁବନେଶ୍ବର,୧୪।୪: ରାଜଧାନୀ ଭୁବନେଶ୍ବରରୁ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୩୦୭ ନୂଆ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬୯ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୩୮ ସ୍ଥାନୀୟ ଅଞ୍ଚଳରୁ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି।…
Read More...

ପୋଖରୀ ଖୋଳୁ ଖୋଳୁ ବାହାରିଲେ ମହାଦେବ।

ବୌଦ୍ଧ,୧୪।୪: ବୌଦ୍ଧ ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅଧୀନ ଜଗଦିଶପୁର ନିକଟରେ ପୋଖରୀ ଖୋଳା ଯିବା ସମୟରେ ଏକ ଶିବ ଲିଙ୍ଗ ଉଦ୍ଧାର ହୋଇଛି ।ଏହି ଖବର ପ୍ରଚାରିତ ହେବା ପରେ ଆଖପାଖ ଗାଁ ଲୋକଙ୍କ ଭିଡ ଜମିଥିଲା। ଲୋକେ ଶିବ ଲିଙ୍ଗରେ କ୍ଷୀର ଢାଳି ପୂଜାର୍ଚ୍ଚନା କରିଥିବା ଦେଖିବାକୁ ମିଳିଥିଲା।…
Read More...

ରାଜ୍ୟରେ ବଢୁଛି କରୋନା ମୃତ୍ୟୁ ସ°ଖ୍ୟା।

ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ…
Read More...

କ”ଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ।

ପିପିଲି : ପିପିଲି ଉପ-ନିର୍ବାଚନରେ ପ୍ରତିଦ୍ୱନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କର ୫୨ ବର୍ଷ ବୟସରେ ବୁଧବାର ଅପରାହ୍ନରେ ଭୁବନେଶ୍ୱର ସ୍ଥିତ ଆପୋଲୋ ହସ୍‍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ଘଟିଛି। ଉପନିର୍ବାଚନକୁ ଆଉ ମାତ୍ର ୩ଦିନ ବାକି ରହିଥିବା ବେଳେ…
Read More...

ସିଏସ୍‌ଆଇଅଆର୍‌-ଆଇଏମ୍‌ଏମ୍‌ଟିର ୫୮ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର : ଭୁବନେଶ୍ୱର ସିଏସ୍‌ଆଇଆର୍ ଆଇଏମ୍‌ଏମ୍‌ଟି ଅଡିଟୋରୀୟମ୍‌ଠାରେ ଆଜି ଏହାର ୫୮ତମ ପ୍ରତିଷ୍ଠା ଦିବସ ଭର୍ଚୁଆଲ ମାଧ୍ୟମରେ ପାଳିତ ହୋଇଯାଇଛି । ସିଏସ୍‌ଆଇଆର୍ ମହାନିର୍ଦ୍ଦେଶକ ତଥା ଡିଏସ୍‌ଆଇଆରର ସଚିବ ଡ଼ ଶେଖର ଚନ୍ଦ୍ର ମାଣ୍ଡେ ମୁଖ୍ୟ ଅତିଥି ଭାବେ ଭିଡିଓ ସହାୟତାରେ ଯୋଗ ଦେଇଥିଲେ ।…
Read More...

ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଡଃ ବିଦିଶା ପଣ୍ଡାଙ୍କୁ ସ୍ୱର୍ଣ୍ଣ ପଦକ

ଭୁବନେଶ୍ୱର : ନିଷ୍ଠା, ଅଧ୍ୟବସାୟ, ଦୃଢ ମନୋବଳ ତଥା ପ୍ରତିକୂଳ ପରିବେଶରେ ନିଜକୁ ଖାପ ଖୁଆଇ ଆଗକୁ ବଢିବାର ଦୃଢ ଇଚ୍ଛାଶକ୍ତି ନିଶ୍ଚିତ ସଫଳତା ଆଣିଦିଏ ଏହା ପ୍ରମାଣିତ କରିଛନ୍ତି ଦୀର୍ଘ ପଚିଶ ବର୍ଷରୁ ଉର୍ଦ୍ଧ୍ୱକାଳ ଧରି ସାମାଜିକ ଓ ସାଂସ୍କୃତିକ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଦେଇଆସୁଥିବା…
Read More...

ଭୁବନେଶ୍ୱରରେ ହେବ ଜଳ ଏକାଡେମୀ।

ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍‌ ଏକ୍ସେଲେନ୍ସି ଭାବେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଏକାଡେମୀ ଜଳ ଏବଂ ବର୍ଜ୍ୟଜଳ ସେବା ଯୋଗାଣ କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର ଗୁଣବତ୍ତା ବୃଦ୍ଧିର ଲକ୍ଷ୍ୟ…
Read More...