banner
Breaking
Monthly Archives

April 2021

ଭୁବନେଶ୍ୱରରୁ ପୁଣି ୧୯୦ ପଜିଟିଭ ଚିହ୍ନଟ।

ଭୁବନେଶ୍ବର,୧୨।୪: ରାଜଧାନୀ ଭୁବନେଶ୍ବରବାସୀଙ୍କ ପାଇଁ ପୁଣି ଥରେ ଆସିଯାଇଛି ସତର୍କ ହେବାର ସମୟ। ସୋମବାର ରାଜଧାନୀରେ ୧୯୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୩୮ଜଣ ଓ ସ୍ଥାନୀୟ ସଂକ୍ରମିତ ୧୫୨ ବୋଲି ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି)ପକ୍ଷରୁ ସୂଚନା ଦିଆଯାଇଛି। ବିଏମ୍‌ସିର…
Read More...

ଆଉ ମମତାଙ୍କୁ ଲୋକ ଚାହୁଁ ନାହାନ୍ତି। ମୋଦି

ନୂଆଦିଲ୍ଲୀ,୧୨।୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନରେ ଚତୁର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ସରିଛି। ପଞ୍ଚମ ପର୍ଯ୍ୟାୟ ପାଇଁ ଭୋଟ ଏପ୍ରିଲ ୧୭ରେ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବର୍ଦ୍ଧମାନରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏଥିରେ ମୋଦି ମୁଖ୍ୟମନ୍ତ୍ରୀ…
Read More...

ସୋମବାର ରାଜ୍ୟରୁ ୧୭୪୧ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୧୭୪୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୧,୩୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
Read More...

ଆମ୍ଭେମାନେ ସତର୍କ ରହିଲେ କରୋନା ଛୁଇଁ ପାରିବ ନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨/୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ବିଦ୍ୟାଳୟ ଓ ଗଣଶିକ୍ଷା, ଆଇନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଂପୃକ୍ତ ୯ଟି…
Read More...

ପିପିଲି ନିର୍ବାଚନରେ ପୁଣି ଗଣ୍ଡଗୋଳ।

ଡେଲାଙ୍ଗ,୧୨।୪ : ପିପିଲି ଉପନିର୍ବାଚନ ପାଇଁ ରବିବାର ପ୍ରଚାର ଚାଲିଥିବାବେଳେ ପୁଣି ହିଂସାକାଣ୍ଡ ଘଟିଛି। ଡେଲାଙ୍ଗ ଥାନା ଅନ୍ତର୍ଗତ ଜେନାପୁର ପଞ୍ଚାୟତର ବ୍ରାହ୍ମଣବାଡ଼ ଗ୍ରାମରେ ବିଜେଡି ଓ ଭାଜପା କର୍ମୀଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ବିଜେଡି କର୍ମୀଙ୍କ ଆକ୍ରମଣରେ ୨ଜଣ ଭାଜପା କର୍ମୀ…
Read More...

ସୁପ୍ରିମକୋର୍ଟର ଆଧା କର୍ମଚାରୀ କରୋନା ଆକ୍ରାନ୍ତ।

ନୂଆଦିଲ୍ଲୀ,୧୨।୪: ସୁପ୍ରିମ୍‌କୋର୍ଟର ଅଧାରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କର ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି। କୋର୍ଟର ଅଧିକାଂଶ କ୍ଲର୍କ ଏବଂ ତଳିଆ କର୍ମଚାରୀମାନେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହାଦ୍ୱାରା କୋର୍ଟର ସାଧାରଣ କାର୍ଯ୍ୟରେ ବାଧା…
Read More...

ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ।

ପିପିଲି: ପିପିଲି ଉପନିର୍ବାଚନକୁ ଆଉ ମାତ୍ର ୭ ଦିନ ବାକି। ଇତିମଧ୍ୟରେ ପିପିଲି ବ୍ଲକ ଓ ଏନ୍‍ଏସିର ୩୬୧ ଜଣ ୮୦ବର୍ଷରୁ ଊର୍ଦ୍ଧ୍ବ ବୟସ୍କ ଓ ଦିବ୍ୟାଙ୍ଗ ବ୍ୟକ୍ତି ପୋଷ୍ଟାଲ ବାଲଟ ମାଧ୍ୟମରେ ଘରେ ମତଦାନ କରିଛନ୍ତି। ପିପିଲି ବ୍ଲକର ୨୫ଟି ପଞ୍ଚାୟତ ଓ ଏନ୍‍ଏସିରେ ଏହି ବର୍ଗରେ ଥିବା ୩୬୫ଜଣ ଭୋଟର…
Read More...

ଗରିବ ଲୋକଙ୍କ ଆକାଉଣ୍ଟରୁ ୩୩୦ କୋଟି ନେଲାଣି ଏସବିଆଇ।

ନୂଆଦିଲ୍ଲୀ,୧୨।୪: ଜିରୋ ବାଲାନ୍ସ କିମ୍ବା ବେସିକ ସେଭିଂ ବ୍ୟାଙ୍କ ଡିପୋଜିଟ୍‌ ଆକାଉଣ୍ଟ (ବିଏସ୍‌ବିଡିଏ)ରେ କିଛି ସେବା ଯୋଗାଣ ଲାଗି ବ୍ୟାଙ୍କଗୁଡିକ ସାଧାରଣ ଲୋକଙ୍କଠାରୁ ଅତ୍ୟଧିକ ପରିପାଣର ଚାର୍ଜ ଲାଗୁ କରୁଥିବା ଆଇଆଇଟି ବମ୍ବେ ପକ୍ଷରୁ ହୋଇଥିବା ଏକ ଅଧ୍ୟୟନରୁ ସାମ୍ନାକୁ ଆସିଛି। ଦେଶର…
Read More...

ହୃଦରୋଗ ଠାରୁ ଦୁରେଇ ରହିବାର ଉପାୟ ଜାଣନ୍ତୁ।

ହୃଦ୍‌ଘାତଠାରୁ ନିଜକୁ ଦୂରେଇ ରଖିବାର ଏକ ସରଳ ଉପାୟ ରହିଛି। ଏଥିପାଇଁ ଦୈନନ୍ଦିନ ଖାଦ୍ୟ ତାଲିକାରେ ଭିଟାମିନ୍‌ ‘ସି’କୁ ସାମିଲ କରିବାକୁ ୟୁନିଭର୍ସିଟି ଅଫ୍‌ ଲଣ୍ଡନର ହୃଦ୍‌ରୋଗ ବିଶେଷଜ୍ଞମାନେ ପରାମର୍ଶ ଦେଇଛନ୍ତି। ସେମାନଙ୍କ ମତରେ ଭିଟାମିନ୍‌ ‘ସି’ ହେଉଛି ଏପରି ଏକ ଆଣ୍ଟିଅକ୍ସିଡାଣ୍ଟ,…
Read More...

ପୃଥିବୀକୁ ମାଡି ଆସୁଛି ପ୍ରାକୃତିକ ମହାବିପଦ।

ଲଦାଖ: ସମୁଦ୍ର ଜଳପତ୍ତନରୁ ପ୍ରାୟ ୩ ମାଇଲ ଉଚ୍ଚତାରେ ଥିବା ତିବ୍ବତୀୟ ମାଳଭୂମି ଏବେ ସାରା ବିଶ୍ୱ ପାଇଁ ବିପଦ ଭାବେ ଉଭା ହୋଇଛି। ପୃଥିବୀର ଛାତ କୁହାଯାଉଥିବା ଏହି ମାଳଭୂମିରେ ତରଳିବାରେ ଲାଗିଛି ବିରାଟ ବରଫ ପାହାଡ଼। ଏହା ଜାରି ରହିଲେ ଖୁବଶୀଘ୍ର ଭାରତ, ପାକିସ୍ତାନ, ଚାଇନା ସମେତ ଏସିଆରେ…
Read More...