banner
Breaking
Monthly Archives

April 2021

ଅଦରକାରୀ ସରକାରୀ ଜମିକୁ କାମରେ ଲଗାଇବ ମିଶନଶକ୍ତି।

ଭୁବନେଶ୍ୱର,୮/୪: ରାଜ୍ୟର ବିଭିନ୍ନ ଜିଲା, ବ୍ଲକ ଏବଂ ପଞ୍ଚାୟତମାନଙ୍କରେ ଥିବା ଅବ୍ୟବହୃତ ସରକାରୀ ସମ୍ପତ୍ତିକୁ ସମ୍ପୃକ୍ତ ଜିଲାର ଜିଲା, ବ୍ଳକ ଓ ପଞ୍ଚାୟତ ସ୍ତରରେ ଥିବା ମିଶନ ଶକ୍ତି ମହାସଂଘମାନଙ୍କୁ ୨ ମାସ ମଧ୍ୟରେ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜିଲ୍ଲାପାଳ…
Read More...

ରାଜ୍ୟରେ ଜାରିହେଲା ନୂଆ ଗାଇଡଲାଇନ୍।

ଭୁବନେଶ୍ବର,୮/୪ : ଦେଶ ତଥା ରାଜ୍ୟରେ ଦିନକୁ ଦିନ ବଢୁଥିବା କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସ୍‌ଆର୍‌ସି)ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ନୂଆ ଗାଇଡ୍‌ଲାଇନ୍‌ରେ ଏସ୍‌ଆର୍‌ସି ଦର୍ଶାଇଛନ୍ତି ଯେ ବାହାର ରାଜ୍ୟରୁ ଓଡ଼ିଶା ଆସିବାକୁ ହେଲେ କୋଭିଡ୍‌…
Read More...

ପ୍ରଥମ ଲହର ଅପେକ୍ଷା ଦ୍ବିତୀୟ ଲହର ସାଙ୍ଘାତିକ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୮/୪ : ଆଜି କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ ବୈଠକ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ ମୁଖ୍ୟମନ୍ତ୍ରୀମାନଙ୍କୁ ବିଭିନ୍ନ ପରାମର୍ଶ…
Read More...

ବିଜେଡିର ନିର୍ବାଚନ ଆଚରଣ ବିଧି ଉଲଙ୍ଘନ ଦାବିକଲା ବିଜେପି।

ଭୁବନେଶ୍ୱର ,୮/୪ :- ପିପିଲି ଉପନିର୍ବାଚନରେ ଶାସକ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ଭର୍ଚୁଆଲ ପ୍ରଚାର କରିବା ପାଇଁ କହିଛନ୍ତି। ଦଳ ତରଫରୁ ଏହି ପ୍ରଚାରକୁ ନିର୍ବାଚନମଣ୍ଡଳୀର ପ୍ରତି ପଞ୍ଚାୟତରେ ପହଞ୍ଚାଇବା ପାଇଁ ବେନିୟମ ଭାବେ ସରକାରୀ ସ୍କୁଲ ଏବଂ ତାହର ପ୍ରାଙ୍ଗଣକୁ ବ୍ୟବହାର କରାଯିବା…
Read More...

କରୋନା ମୁକାବିଲା ପାଇଁ କମିଶନରଙ୍କ ସ୍ପେଶାଲ ଡ୍ରାଇଭ।

ଭୁବନେଶ୍ୱର,୮ା୪(ବ୍ୟୁରୋ): ଅମାନିଆଙ୍କ ପାଇଁ ସହରର ସଂକ୍ରମଣ ଭୟଙ୍କର ରୂପ ନେବାରେ ଲାଗିଛି। ଏପରିସ୍ଥିତିରେ କମିଶନରେଟ ପୋଲିସ କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ବୁଧବାର ନିଜେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସହର ବଜାର ବୁଲି ବାସ୍ତବ ସ୍ଥିତି ପରଖିଛନ୍ତି। ତାଙ୍କ ସହିତ ଅତିରିକ୍ତ…
Read More...

ପ୍ରଧାନମନ୍ତ୍ରୀଙ୍କ ବୈଠକରେ ଯୋଗଦେଲେ ନାହିଁ ମମତା।

କୋଲକତା,୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଗୁରୁବାର ଡକାଯାଇଥିବା ଏକ ଡିଜିଟାଲ ବୈଠକରେ ଯୋଗଦେବେ ନାହିଁ। ରାଜ୍ୟ ସରକାର ସୂତ୍ର ଗୁରୁବାର ଏହି ସୂଚନା ମିଳିଛି। ଏହି ସଭାରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଆଲାପାନ ବନ୍ଦୋପାଧ୍ୟାୟ…
Read More...

ବାହାର ରାଜ୍ୟରୁ ଆସିଲେ ଆରଟିପିସିଆର ବାଧ୍ୟତାମୂଳକ।

ଭୁବନେଶ୍ୱର, ୮।୪(ବ୍ୟୁରୋ): ବାହାର ରାଜ୍ୟରୁ ଓଡ଼ିଶାକୁ ଆସୁଥିବା ଲୋକମାନଙ୍କ ପାଇଁ ଏଣିକି ଆର୍‌ଟିପିସିଆର୍‌ ଟେଷ୍ଟ ବାଧ୍ୟତାମୂଳକ। ଯେଉଁମାନେ ଟେଷ୍ଟ ନ କରିବେ ସେମାନଙ୍କୁ ୭ ଦିନ କ୍ୱାରାଣ୍ଟାଇନରେ ରଖାଯିବ। ରାଜ୍ୟରେ ଦୈନିକ ସଂକ୍ରମଣ ୯ଶହ ମୁହାଁ ହୋଇଥିବା ବେଳେ ଏହାକୁ ରୋକିବା ଲାଗି ରାଜ୍ୟ…
Read More...

ଅନଲାଇନ ପରୀକ୍ଷା ପାଇଁ ଛାତ୍ରଛାତ୍ରୀଙ୍କ ଦାବି।

ନୂଆଦିଲ୍ଲୀ,୮।୪ : ସିବିଏସ୍‌ଇର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ଆଉ ୩ ସପ୍ତାହ ସମୟ ରହିଛି। ଏହା ମେ ୪ରେ ଆରମ୍ଭ ହେବ। ଏପରିସ୍ଥଳେ କରୋନା ସଂକ୍ରମଣକୁ ଭୟ କରି ୧ ଲକ୍ଷରୁ ଅଧିକ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିବା ଅବା ଏହାକୁ…
Read More...

କଡା କଟକଣାରେ ହେବ ଆଇପିଏଲ।

ନୂଆଦିଲ୍ଲୀ,୮।୪: କରୋନା ଭିତରେ ଆଇପିଏଲ୍‌ର ୧୪ତମ ସଂସ୍କରଣ ଖେଳା ହେବାକୁ ଯାଉଛି। ଆଇପିଏଲକୁ ସଫଳ କରିବା ପାଇଁ ବାୟୋ ବବୁଲକୁ ଅତ୍ୟନ୍ତ କଠିନ କରାଯାଇଛି। ଯଦି ସମଗ୍ର ଆଇପିଏଲରେ କ୍ରିକେଟରଙ୍କ ନିକଟତର କେହି ଅଛନ୍ତି, ତେବେ ଏହା ବ୍ରଡକାଷ୍ଟିଂ ଟିମ୍‌ ହେବ। ଏହାକୁ ଧ୍ୟାନରେ ରଖି ସମଗ୍ର…
Read More...

ରାଜ୍ୟରେ ଆଜି ପୁଣି ୮୭୯ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୮।୪(ଓଡ଼ିଆ ନ୍ୟୁଜ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରେ ୮୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୫୧୮ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିଲା ବେଳେ ୩୬୧ ଲୋକାଲ କେସ୍‌ ରହିଛି। ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
Read More...