banner
Breaking
Monthly Archives

April 2021

ଛତିଶଗଡ଼ରୁ ଆସିପାରେ ଭୟଙ୍କର କରୋନା।

ଭୁବନେଶ୍ୱର, ୩।୪(ବ୍ୟୁରୋ): ଛତିଶଗଡ଼ର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରୁ ସାରା ଦେଶକୁ ବ୍ୟାପିଗଲା ସଂକ୍ରମଣ, ଯାହା ଏବେ ଭୟଙ୍କର ରୂପ ନେଇଛି। ସେହିଠାରୁ ହିଁ ସଂକ୍ରମଣ ଓଡ଼ିଶାକୁ ପଶିଥିବା ଆଶଙ୍କା କରାଯାଉଛି। ସୀମାନ୍ତ ନୂଆପଡ଼ା, କଳାହାଣ୍ଡି ଆଦି ଜିଲା ଦେଇ ପୂରା…
Read More...

ଅପ୍ରେଲ ୧୫ରୁ ମାଟ୍ରିକ ପରୀକ୍ଷାର୍ଥୀଙ୍କ ଫାଇନାଲ ପ୍ରାକ୍ଟିସ ଟେଷ୍ଟ ।

କଟକ ,୩।୪: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଫାଇନାଲ ପ୍ରାକ୍ଟିସ ଟେଷ୍ଟର କାର୍ଯ୍ୟସୂଚୀ ଗୁରୁବାର ପ୍ରକାଶ ପାଇଛି। ଆସନ୍ତା ୧୫ରେ ପ୍ରଥମ ପର୍ଯ୍ୟାୟରେ ପ୍ରଥମ ଭାଷା ଓଡ଼ିଆ ଓ ଦ୍ୱିତୀୟ ପର୍ଯ୍ୟାୟରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ। ସେହିପରି ୧୬ରେ…
Read More...

ପିପିଲି ନିର୍ବାଚନ ପାଇଁ ବିଜେଡି, କ°ଗ୍ରେସର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ।

ଭୁବନେଶ୍ୱର,୩।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ଓ କଂଗ୍ରେସ ଶୁକ୍ରବାର ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିଛନ୍ତି। ପୂର୍ବରୁ ବିଜେପି ନିଜର ଷ୍ଟାର କ୍ୟାମ୍ପେନର ତାଲିକା ପ୍ରକାଶ କରିସାରିଛି। ବିଜେଡି:- ବିଜେଡି ଷ୍ଟାର କ୍ୟାମ୍ପେନର ତାଲିକାର ମୁଖ୍ୟ ଆକର୍ଷକ…
Read More...

ଓଡିଶାରେ ଆରମ୍ଭ ହେଲା କରୋନା କଟକଣା। ୧୦ ଜିଲ୍ଲାରେ ନାଇଟ କର୍ଫ୍ୟୁ।

ଭୁବନେଶ୍ୱର,୩।୪(ବ୍ୟୁରୋ): ବଢ଼ିବାରେ ଲାଗିଛି କରୋନାର ଲେଉଟାଣି ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଶନିବାର ରାଜ୍ୟ ସରକାର ୧୦ଟି ଜିଲାରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,…
Read More...

କରୋନା ପାଇଁ ସ୍ବାସ୍ଥ୍ୟ ବିଭାଗର କଡା ନିର୍ଦ୍ଦେଶ।

ଭୁବନେଶ୍ୱର : ରାଜ୍ୟରେ କରୋନା ମହାମାରୀର ଦ୍ରୁତ ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସବୁ ଜିଲାପାଳ, ମହାନଗର କମିସନର ଏବଂ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ସତର୍କ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି। ଦେଶ ତଥା ରାଜ୍ୟରେ ସଂକ୍ରମଣ ଏବେ ତୀବ୍ର ହେବାରେ…
Read More...

ଦିଅର ଆକ୍ରମଣରେ ଭାଉଜର ମୃତ୍ୟୁ।

କଟକ ,୨।୪: କଟକ ସହର ଶିଖରପୁର ଉପର ସାହିରେ ଜମିବାଡିକୁ କେନ୍ଦ୍ରକରି ଶୁକ୍ରବାର ସକାଳେ ଏକ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଦିଅରଙ୍କ ଆକ୍ରମଣରେ ବିଧବା ଭାଉଜଙ୍କର ମୃତ୍ୟୁ ଘଟିଛି। ମୃତ ଭାଉଜ ହେଲେ କାମାକ୍ଷୀ ସ୍ବାଇଁ (୪୫)। କାମାକ୍ଷୀଙ୍କ ଶରୀରର ବିଭିନ୍ନ ସ୍ଥାନରେ ଆଘାତ ଲାଗିଥିବା…
Read More...

ମାଆ, ମାତୃଭାଷା ଓ ମାତୃଭୂମିକୁ ଭୁଲିଯିବା ଉଚିତ ନୁହେଁ: ଉପରାଷ୍ଟ୍ରପତି ‘ମାଇଁ ମଦର- ମାଇଁ ହିରୋ’ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର, ୨ ।୪: ମାଆ, ମାତୃଭାଷା ଓ ମାତୃଭୂମିକୁ ଆମେମାନେ ଭୁଲିଯିବା ଉଚିତ ନୁହେଁ ବୋଲି ଭାରତର ଉପରାଷ୍ଟ୍ରପତି ଏମ୍‍ ଭେଙ୍କେୟା ନାଇଡୁ କହିଛନ୍ତି । ଶିକ୍ଷାବିତ୍‍ ଓ ସମାଜସେବୀ ଅଚ୍ୟୁତ ସାମନ୍ତଙ୍କ ଲିଖିତ ‘ମାଇଁ ମଦର - ମାଇଁ ହିରୋ’ ଇଂରାଜୀ ପୁସ୍ତକ ଶୁକ୍ରବାର ଓଡ଼ିଶା ରାଜଭବନଠାରେ…
Read More...

ଓଡିଶାରେ ପହଞ୍ଚିଲେ ଉପରାଷ୍ଟ୍ରପତି।

ଭୁବନେଶ୍ୱର,୨।୪(ବ୍ୟୁରୋ): ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଶୁକ୍ରବାର ପୂର୍ବାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ମଧ୍ୟରେ ରାଜଭବନ ଯାଇଛନ୍ତି। ସେଠାରେ ମଧ୍ୟାହ୍ନଭୋଜନ କରିବେ। ଅପରାହ୍ନ ୪.୪୫ ମିନିଟ୍‌ରେ ରାଜଭବନରୁ…
Read More...

ରାଜ୍ୟରେ ପୁଣି ୪୬୧ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୪୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
Read More...

ଓଡ଼ିଆ ଝିଅଙ୍କ କମାଲ।

ଭୁବନେଶ୍ୱର,୨।୪ (ବ୍ୟୁରୋ): ଜାତୀୟ ସ୍ତରରେ ଆଉଜଣେ ଓଡ଼ିଆ ଝିଅ ନିଜର ପ୍ରତିଭା ଦେଖାଇଛନ୍ତି। ‘ଇଣ୍ଡିଆ ନେକ୍ସଟ ଟପ୍‌ ମଡେଲ’ ପ୍ରତିଯୋଗିତାରେ ଭୁବନେଶ୍ୱରର ଝିଅ ସୋନାଲୀ ସାହୁ ଦ୍ୱିତୀୟ ରନର୍ସ ଅପ୍‌ ଟାଇଟଲ ହାସଲ କରି ଓଡ଼ିଶାର ଗୌରବ ବଢ଼ାଇଛନ୍ତି। ନୂଆଦିଲ୍ଲୀସ୍ଥିତ ଏକ ପଞ୍ଚତାରକା ହୋଟେଲରେ…
Read More...