banner
Breaking
Monthly Archives

April 2021

ଆଟୋ କେବିଟ୍ ନିୟମ ବଳବତ୍ତର ରଖିଲା ଆର ବି ଆଇ।

ନୂଆଦିଲ୍ଲୀ:  ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ବୁଧବାର ଅଟୋ ଡେବିଟ୍‌ ପେମେଣ୍ଟ ସୁବିଧାକୁ ପୂର୍ବ ପରି ବଳବତ୍ତର ରଖିଛନ୍ତି। ଚଳିତ ବର୍ଷ ଏପ୍ରିଲ ପହିଲାରୁ ଲାଗୁହେବାକୁ ନୂଆ ନିୟମକୁ କେନ୍ଦ୍ରୀୟ ବ୍ୟାଙ୍କ୍‌ ବର୍ତ୍ତମାନ କିଛି ମାସ ଲାଗି ରୋକ୍‌ ଲଗାଇଛନ୍ତି। ଗ୍ରାହକଙ୍କ ଅସୁବିଧାକୁ ଆଖି…
Read More...

ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ପାରିତ।

ଭୁବନେଶ୍ୱର,୧ା୪(ବ୍ୟୁରୋ):ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଦ୍ୱାରା ଆଗତ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ୧.୭୫ ଲକ୍ଷ କୋଟି ଟଙ୍କାର ବ୍ୟୟ ମଞ୍ଜୁରୀ ବିଲ ବୁଧବାର ବିଧାନସଭାର ଅନୁମୋଦନ ଲାଭ କରିଛି। ଏହି ବିଲକୁ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଲେ ‘କରୋନା’ ଯୋଗୁଁ ଖର୍ଚ୍ଚର ଧାରା ପ୍ରଭାବିତ…
Read More...