banner
Breaking
Monthly Archives

April 2021

ରାଜଧାନୀରେ ଆଜି ପୁଣି ୮୫୧ ଆକ୍ରାନ୍ତ ଚିହ୍ନଟ। ପଟିଆରୁ ସର୍ବାଧିକ।

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜଧାନୀରେ ଥମିବାର ନାଁ ନେଉନାହିଁ କରୋନା ସଂକ୍ରମଣ। ଗୁରୁବାର ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୮୫୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୯୬କୁ ବୃଦ୍ଧି ପାଇଛି। ସେଥିରୁ ୬୯୧୩ଜଣ ଆକ୍ଟିଭ୍‌ କେସ…
Read More...

ପୁଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ବାବୁ ଆହତ

କଟକ,୨୯/୪ : ପୁଲିସ୍ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଶେଖ୍ ବାବୁ ଆହତ ହୋଇଛି। କମିଶନରେଟ୍ ପୁଲିସର ସ୍ପେଶାଲ ସ୍କ୍ୱାର୍ଡ ପକ୍ଷରୁ ଏହି ଏନକାଉଣ୍ଟର ହୋଇଛି। ​ତେବେ ଏନକାଉଣ୍ଟର​​‌ରେ ବାବୁର ବାମ ଗୋଡ଼ରେ ଗୁଳି ବାଜିଛି। ଆହତ ବାବୁକୁ କଟକ ବଡ଼ ଡାକ୍ତଖାନାରେ ଭର୍ତ୍ତି କରାଯାଇଛି। ବାବୁ…
Read More...

ଖାକିରେ ଲାଗିଲା ଦାଗ। ଜବତ ହେଲା ପୁଳାପୁଳା ଟଙ୍କା।

ଭୁବନେଶ୍ବର,୨୯/୪ : ଭୁବନେଶ୍ୱର ଓୟୋ ହୋଟେଲରୁ ୯୯ ଲକ୍ଷ ୫୦ ହଜାର ଟଙ୍କା ଜବତ ଘଟଣାରେ ଗିରଫ ୨ ପୁଲିସ କର୍ମଚାରୀଙ୍କୁ ଗୁରୁବାର ନିଲମ୍ବନ କରାଯାଇଛି। ଘଟଣାରେ ସମ୍ପୃକ୍ତ ଜଣେ ହାବିଲଦାର ଓ ଜଣେ କନଷ୍ଟେବଳ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି। ଅନ୍ୟ ଜଣେ ଉପ ନୀରିକ୍ଷକ(ଏସ୍‌ଆଇ) ମଧ୍ୟ ତଦନ୍ତ…
Read More...

କରୋନା କଟକଣା ମାନିବାକୁ ଅନୁରୋଧ କଲେ ଡିଜିପି ଅଭୟ।

ଭୁବନେଶ୍ବର,୨୯/୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। କରୋନା ସଚେତନତା ନେଇ ରାଜ୍ୟ ପୁଲିସ ମହାନିର୍ଦେଶକ(ଡିଜିପି) ଅଭୟ ଆଜି ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହି ଅବସରରେ କରୋନା କଟକଣା ମାନିବାକୁ ଡିଜିପି ଅଭୟଙ୍କ ନିବେଦନ…
Read More...

ରାଜସ୍ଥାନକୁ ୭ ଓ୍ବିକେଟରେ ହରାଇଲା ମୁମ୍ବାଇ।

ନୂଆଦିଲ୍ଲୀ,୨୯।୪ : କୁଇଣ୍ଟନ ଡି’ କକ୍‌ଙ୍କ ଅପରାଜିତ ୭୦ ରନ୍‌ର ଇନିଂସ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳର ଏହା ୩ୟ ବିଜୟ। ଦଳ ଏବେ ୬ ପଏଣ୍ଟ ସହ ଅଙ୍କ ତାଲିକାରେ ପୂର୍ବ ଭଳି ଚତୁର୍ଥ ସ୍ଥାନରେ ରହିଛି। ପ୍ରଥମ…
Read More...

କରୋନା ଭାକ୍ସିନ୍ କିପରି ଫଳପ୍ରଦ ଜାଣନ୍ତୁ।

ନୂଆଦିଲ୍ଲୀ, ୨୯।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ସାର୍ବଜନୀକ ଭାକ୍ସିନ୍‌ କରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍‌ ନେବା ପରେ ଏହା କାମ କରୁଛି କି ନାହିଁ ସେ ନେଇ କେତେକଙ୍କ ମନରେ ସ୍ବତଃ ପ୍ରଶ୍ନ ଉଠୁଛି। ଭାକ୍ସିନ୍‌ ନେବା ପରେ କିଛି…
Read More...

୪୨° ଉପରେ ୬ ସହର।

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଓଡ଼ିଶାରେ ତାତି ସାମାନ୍ୟ ହ୍ରାସ ପାଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶା ଉତ୍ତପ୍ତ ରହିଛି। ୬ ସହରରେ ସର୍ବୋଚ୍ଚ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିଥିବା ବେଳେ ୧୫ ସହରରେ ୪୦ ଡିଗ୍ରୀ ସେଲ୍‌ସିୟସ ଉପରେ…
Read More...

ରିଲିଆନ୍ସ ଫାଉଣ୍ଡେସନ ନିର୍ମାଣ କରିବ ୧୦୦୦ ଶଯ୍ୟାର ହସ୍ପିଟାଲ।

ମୁମ୍ବାଇ,୨୯।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢୁଛି। ଏହି କଠିନ ସମୟରେ ଭାରତକୁ ସହାୟତା କରିବାକୁ ଅନେକ ବିଶ୍ୱ ଆଗେଇ ଆସିଛନ୍ତି। ଅମ୍ଳଜାନର ଅଭାବ ଏବଂ ଡାକ୍ତରଖାନାରେ ଶଯ୍ୟା ଅଭାବକୁ ଦୃଷ୍ଟିରେ ରଖି ରିଲାଏନ୍ସ ଫାଉଣ୍ଡେସନ ଜାମନଗରରେ ୧୦୦୦ ଶଯ୍ୟା ବିଶିଷ୍ଟ କରୋନା…
Read More...

ପ୍ରଥମ ଷ୍ଟେନ ଠାରୁ ଶୀଘ୍ର ବ୍ୟାପୁଛି ଦ୍ବିତୀୟ ଷ୍ଟେନ।

ଭୁବନେଶ୍ୱର,୨୯।୪(ବ୍ୟୁରୋ):ରାଜ୍ୟରେ ବଢୁଥିବା କୋଭିଡ୍‌ ସଂକ୍ରମଣ ଭିତରେ ବୁଧବାର ରାଜ୍ୟବାସୀଙ୍କ ବିଭିନ୍ନ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଆର୍‌ଏମ୍‌ଆର୍‌ସି ନିର୍ଦ୍ଦେଶିକା ଡା. ସଂଘମିତ୍ରା ପତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସେ ଦ୍ୱିତୀୟ ଲହରରେ…
Read More...

୯ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର।

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ୨୫୭୦.୫୪ କୋଟି ଟଙ୍କାର ୯ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲ୍‌ଓ୍ବିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ମେଟାଲ, ମେଟାଲ…
Read More...