banner
Breaking
Monthly Archives

April 2021

ପ୍ରାର୍ଥୀପତ୍ର ଦାଖଲକଲେ କ°ଗ୍ରେସ ପ୍ରାର୍ଥୀ ବିଶ୍ବକେଶନ।

ଭୁବନେଶ୍ୱର : ପିପିଲି ଉପନିର୍ବାଚନ ଲାଗି କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ସୋମବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ମଙ୍ଗଳପୁର ବ୍ଲକ କଂଗ୍ରେସ କାର୍ଯ୍ୟାଳୟରୁ ବିଶ୍ୱକେଶନ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରି ଥିଲେ। ପୁରୀ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ…
Read More...

ଶରୀରରେ କରୋନା ଭୂତାଣୁକୁ ପ୍ରତିରୋଧ କରୁଛି ରହିନୋ ଭାଇରସ୍।

ଗ୍ଲାସଗୋ : ବିଶ୍ୱବ୍ୟାପୀ କରୋନା ମହାମାରୀ ବିପର୍ଯ୍ୟୟର କାରଣ ହୋଇଛି। ଭାରତରେ ପରିସ୍ଥିତି ଖରାପ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ରେକର୍ଡ ୩ ଲକ୍ଷ ୫୩ ହଜାର ନୂତନ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୨୮୦୦ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ସାଧାରଣତଃ ଥଣ୍ଡା-ଜ୍ୱର ମଧ୍ୟ…
Read More...

ଆସନ୍ତା ୨୯ ଯାଏ ଗ୍ରୀଷ୍ମ ପ୍ରକୋପ ଜାରି ରହିବ।

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରିରହିଛି। ପ୍ରଚଣ୍ଡ ଗ୍ରୀଷ୍ମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। କିଛିଦିନ ହେବ ପ୍ରବଳ ଖରା ଯୋଗୁ ରାଜ୍ୟରେ ଉତ୍ତପ୍ତ ପରିବେଶ ସୃଷ୍ଟି ହୋଇଛି। ପାରଦ ଉପରମୁହଁ ହୋଇ ୪୩ ଡିଗ୍ରୀ ସେଲ୍‌ସିୟସକୁ ଛୁଇଁଛି।…
Read More...

ରାଜ୍ୟରେ ଆଜି ୬୦୭୩ ପଜିଟିଭ ଚିହ୍ନଟ ଓ ୧୦ ମୃତ।

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୬,୦୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୫୨୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୫୫୧ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ…
Read More...

ମେ ୩୧ ସୁଦ୍ଧା ୧ମ ରୁ ଅଷ୍ଟମ ନାମଲେଖା ସରିବ।

ଭୁବନେଶ୍ୱର,୨୬।୪(ବ୍ୟୁରୋ): ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ରାଜ୍ୟର ପ୍ରାଥମିକ ଓ ମାଧ୍ୟମିକ ସ୍କୁଲରେ ମଙ୍ଗଳବାରଠାରୁ ନାମଲେଖା ଆରମ୍ଭ ହେବ। ମେ’ ୩୧ ସୁଦ୍ଧା ସମସ୍ତ ସ୍କୁଲରେ ନାମଲେଖା କାର୍ଯ୍ୟ ଶେଷ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା…
Read More...

ପୁଣି ଖୋଲିବ କ୍ବାରାଣ୍ଟାଇନ ସେଣ୍ଟର।

ଭୁବନେଶ୍ୱର,୨୨।୪(ବ୍ୟୁରୋ): ସମଗ୍ର ଦେଶରେ କୋଭିଡ୍‌-୧୯ କାୟାବିସ୍ତାର କରିଚାଲିଛି। ଦିଲ୍ଲୀ, ମହାରାଷ୍ଟ୍ରରେ ଲକ୍‌ଡାଉନ ପରେ ପ୍ରବାସୀ ଶ୍ରମିକମାନେ ଘରମୁହାଁ ହୋଇଛନ୍ତି। ଅନ୍ୟ ରାଜ୍ୟରୁ ମଧ୍ୟ ଓଡ଼ିଶାକୁ ପ୍ରବାସୀ ଶ୍ରମିକମାନେ ଫେରୁଛନ୍ତି। ସେହି ଶ୍ରମିକମାନେ ଯେପରି ରାଜ୍ୟରେ କୋଭିଡ୍‌…
Read More...

ଟିକା ନେଲେ ମଧ୍ୟ ମାସ୍କ ପିନ୍ଧିବା ଜରୁରୀ ଅଟେ।

ନୂଆଦିଲ୍ଲୀ, ୨୧।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଭୀଷଣ ବେଗରେ ମାଡ଼ିଚାଲିଥିବାବେଳେ ଏଥିରୁ ବର୍ତ୍ତିବା ଲାଗି ଦେଶର ୩ ଜଣ ପ୍ରମୁଖ ଡାକ୍ତର ନାଗରିକମାନଙ୍କୁ କେତେକ ପରାମର୍ଶ ଦେଇଛନ୍ତି। ଏମ୍ସ ନିର୍ଦ୍ଦେଶକ ଡ. ରଣଦୀପ ଗୁଲେରିଆ, ନାରାୟଣ ହେଲ୍‌ଥର ଅଧ୍ୟକ୍ଷ ଡ. ଦେବୀ ସେଟ୍ଟି ଏବଂ ମେଦାନ୍ତ…
Read More...

କରୋନା ବାତ୍ୟା ପରି ମାଡିଆସୁଛି। ଆମକୁ ଲଢେ଼ଇ କରିବାକୁ ହେବ।

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ବିତୀୟ ଲହର ସଂକ୍ରମଣ ହୁହୁ ହୋଇ ବଢ଼ୁଥିବା ପରୀପ୍ରେକ୍ଷିରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ଯେ କରୋନା ବିରୋଧରେ ବଡ଼ ଲଢ଼େଇ କରୁଛି ଦେଶ। କରୋନା ସହ ଆମକୁ ମଜଭୁତ ଭାବେ ଲଢ଼ିବାକୁ ହେବ। କରୋନାର ଦ୍ବିତୀୟ ଲହର ବାତ୍ୟା…
Read More...

ହସ୍ପିଟାଲ ପାଇଁ ଜାରିହେଲା ଗାଇଡଲାଇନ୍।

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ସରକାର ଗାଇଡ୍‌ଲାଇନ ଜାରି କରିଛନ୍ତି। ଏନେଇ ମଙ୍ଗଳବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ହସ୍ପିଟାଲଗୁଡ଼ିକରେ ଯେପରି ସଂକ୍ରମଣ ନ ହୁଏ…
Read More...

ମାଟ୍ରିକ ପରୀକ୍ଷା ବାତିଲ।

ଭୁବନେଶ୍ୱର,୨୧।୪(ବ୍ୟୁରୋ): ମାଟ୍ରିକ‌ ପରୀକ୍ଷା ନେଇ ରାଜ୍ୟ ସରକାର ବୁଧବାର ବଡ଼ ଘୋଷଣା କରିଛନ୍ତି। ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଶେଷରେ ବନ୍ଦ କରିବାକୁ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ସୂଚନା ଦେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି, ଏବେ…
Read More...