banner
Breaking
Monthly Archives

April 2021

୧୨ ଜଣ ଓଡିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ବଦଳି।

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୧୨ଜଣ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀଙ୍କୁ ବଦଳି କରାଯାଇଥିବାବେଳେ ୩ଜଣଙ୍କୁ ପଦୋନ୍ନତି ଦିିଆଯାଇଛି। ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁଯାୟୀ ଭଦ୍ରକ ପ୍ରକଳ୍ପ ନିର୍ଦେଶକ ମଧୁସୂଦନ ଦାସଙ୍କୁ ଉକ୍ତ ଜିଲାର ଅତିରିକ୍ତ ଜିଲାପାଳ…
Read More...

କଳାବଜାରୀଙ୍କ ଉପରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ।

ଭୁବନେଶ୍ୱର,୨୦।୪(ବ୍ୟୁରୋ): ସାରା ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ସଂକ୍ରମଣ ଭୟଙ୍କର ରୂପ ନେଇଛି। ଏପରି ଘଡିସନ୍ଧି ମୁହୂର୍ତ୍ତରେ କୋଭିଡ୍‌ ଔଷଧ ଓ ଚିକିତ୍ସା ଉପକରଣର ବେଆଇନ୍‌ ଗଚ୍ଛିତ ସହ କଳାବଜାର ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ରାଜ୍ୟ ପୋଲିସ। ସୋମବାର ଭୁବନେଶ୍ୱରସ୍ଥିତ…
Read More...

ପିପିଲି ଉପନିର୍ବାଚନ ପାଇଁ ଆଉ ପ୍ରଚାର କରିବ ନାହିଁ ବିଜେଡି।

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ(ବିଜେଡି) ଆସନ୍ତା ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ଶୋଭାଯାତ୍ରା ଓ ସଭାସମିତି ନ କରିବାକୁ ନିଷ୍ପତ୍ତି ନେଇଛି। ସୋମବାର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ…
Read More...

ରାଜ୍ୟରେ ଆଜି ପୁଣି ୪୭୬୧ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ଆଜି ରାଜ୍ୟରେ ପୁଣି ୪,୭୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୭୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯୭୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ…
Read More...

ଆଇସିଏସଇ ଦଶମ ପରୀକ୍ଷା ବନ୍ଦ।

ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଇସିଏସ୍‌ଇ ପକ୍ଷରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ଅପରପକ୍ଷରେ ନୂଆ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖା ଯାଇଛି। ଏନେଇ ଆଇସିଏସ୍‌ଇ ବୋର୍ଡ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି।…
Read More...

ଇଲିଆନାଙ୍କ ଟୁଇଟର ହାକ।

ବଲିଉଡ୍‌ ବିୟୁଟି ଇଲିଆନା ଡି’କ୍ରୁଜ୍‌ଙ୍କ ଟୁଇଟର ଆକାଉଣ୍ଟ ହ୍ୟାକ ହୋଇଛି। ଏ ସମ୍ପର୍କରେ ‘ଦି ବିଗ୍‌ ବୁଲ୍‌’ ଅଭିନେତ୍ରୀ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ସୂଚନା ଦେଇଛନ୍ତି। ତାଙ୍କ ଟୁଇଟର୍‌ ଆକାଉଣ୍ଟରୁ କୌଣସି ପୋଷ୍ଟ ଅପଲୋଡ୍‌ ହେଲେ କିମ୍ବା ମେସେଜ ପଠାଗଲେ ତାହାକୁ ଅଣଦେଖା କରିବାକୁ…
Read More...

ସାଇବର ଠକଙ୍କ ନୂଆ ତରିକା।

ପୁରୀ ,୧୯।୪: ରାଜ୍ୟରେ ଦିନକୁ ଦିନ ସାଇବର ଠକେଇ ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ଏ ନେଇ ଲୋକଙ୍କୁ ବାରମ୍ବାର ସଚେତନ କରାଯାଉଥିଲେ ମଧ୍ୟ ଠକମାନେ ନୂଆ ତରିକା ଆପଣାଉଥିବାର ଦେଖିବାକୁ ମିଳିଛି। ପୂର୍ବରୁ ଲୋକଙ୍କୁ ବ୍ୟାଙ୍କ ଆକାଉଣ୍ଟ ନମ୍ବର, ଏଟିଏମ୍‌ ତଥ୍ୟ, ମେସେଜ ଲିଙ୍କ, ଓଟିପି ନେଇ ଠକେଇ…
Read More...

କାରଗିଲ୍ ମୃତ୍ୟୁ ଠାରୁ ଭୟଙ୍କର କରୋନା।

ଦେଶରେ ଦୈନିକ କୋଭିଡ୍‌ ସଂକ୍ରମିତଙ୍କ ମୃତ୍ୟୁକୁ ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି ଭାରତର ପୂର୍ବତନ ସେନା ମୁଖ୍ୟ ବେଦ ପ୍ରକାଶ ମଲିକ। ୨ ମାସ ଧରି ଚାଲିଥିବା କାର୍‌ଗିଲ ଯୁଦ୍ଧ ଅପେକ୍ଷା କରୋନାରେ ଅଧିକ ଲୋକଙ୍କ ମୃତ୍ୟୁ ଘଟୁଛି ବୋଲି ସେ ରବିବାର ଏକ ଟୁଇଟ୍‌ରେ କହିଛନ୍ତି। ଦେଶରେ ସଂକ୍ରମଣର…
Read More...

ଫୋନରେ ଗପୁଗପୁ ଚାଲିଗଲା ଦୁଇ ଛାତ୍ରଙ୍କ ଜୀବନ

ମହାକାଳପଡ଼ା,୧୯।୪(ଓଡ଼ିଆ ନ୍ୟୁଜ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ରବିବାର ରାତିରେ କାଳ ବୈଶାଖୀ ତାଣ୍ଡବ ରଚିଥିଲା। ଫଳରେ ବଡ଼ ବଡ଼ ଗଛ, ବିଦ୍ୟୁତ ଖୁଣ୍ଟ ଉପୁଡ଼ିବା ସହ ଘରର ଆଜବେଷ୍ଟସ ଉଡ଼ିଯାଇଛି। ଏହି ସମୟରେ ଜମ୍ବୁ ମେରାଇନ ଥାନା ଅନ୍ତର୍ଗତ ବଉଳକଣି ପଞ୍ଚାୟତର…
Read More...

କରୋନା ପାଇଁ ପ୍ରଚାର କରିବେନି ମମତା

ନୂଆଦିଲ୍ଲୀ,୧୯।୪: ଦେଶରେ କରୋନା ମାମଲା ଦ୍ରୁତ ଗତିରେ ବଢୁଥିବା ବେଳେ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଉପରେ ମଧ୍ୟ ଏହା ପ୍ରଭାବ ପକାଇବା ଆରମ୍ଭ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ପରେ ଏବେ ଟିଏମସି ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ନିର୍ବାଚନ ରାଲି ସମ୍ପର୍କରେ…
Read More...