banner
Breaking
Monthly Archives

April 2021

ରାଜ୍ୟରେ ଲାଗୁହେଲା ସପ୍ତାହନ୍ତ ଲକଡାଉନ୍।

ଭୁବନେଶ୍ୱର,୧୯।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ବଡ ଘୋଷଣା କରିଛନ୍ତି। ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା ହୋଇଛି। ଏହା ସବୁ ଶନିବାର ଏବଂ ରବିବାର କାର୍ଯ୍ୟକାରୀ…
Read More...

ଚାଳକ ବିହୀନ କାର ଦୁର୍ଘଟଣା। ଦୁଇ ମୃତ୍ୟୁ

ନ୍ୟୁୟର୍କ,୧୯।୪ : ଟେକ୍ସାସଠାରେ ଚାଳକ ବିହୀନ ଟେସଲା କାର୍‌ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଶନିବାର ବିଳମ୍ବିତ ରାତିରେ କାର୍‌ଟି ଖୁବ୍‌ ଗତିରେ ଯାଉଥିବାବେଳେ ଏକ ଗଛରେ ପିଟି ହୋଇଥିଲା। ଦୁର୍ଘଟଣା ପରେ କାର୍‌ରେ ନିଆଁ ଲାଗିଯାଇଥିବା ହାରିସ କାଉଣ୍ଟି…
Read More...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ପ୍ରଶ୍ନର ଉତ୍ତର ରଖିଲେ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ।

ନୂଆଦିଲ୍ଲୀ୧୯।୪: କରୋନା ମୁକାବିଳା ନେଇ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ ଚିଠି ଲେଖିଥିଲେ। ଏଥିରେ ଟିକାକରଣ ଅଭିଯାନକୁ ଜୋରଦାର କରିବା ସହିତ ଅନ୍ୟ କମ୍ପାନୀ ଦ୍ୱାରା ପ୍ରସ୍ତୁତ ଟିକାକୁ ବ୍ୟବହାର ପାଇଁ ସରକାର ଅନୁମତି ଦେବା ଦରକାର ବୋଲି…
Read More...

ବର୍ଷକୁ ୨ ଥର ହେବ କରୋନା ଲହର।

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ପ୍ରତିବର୍ଷ କରୋନା ସଂକ୍ରମଣର ନୂଆ ନୂଆ ଲହର ଏଭଳି ତାଣ୍ଡବ ରଚିବ ବୋଲି ଗବେଷକ ସୂଚନା ଦେଇଛନ୍ତି। ପ୍ରତିବର୍ଷ ଅକ୍ଟୋବର ଏବଂ…
Read More...

ସାବଧାନ- ବାୟୁରେ ବୁଲୁଛି କରୋନା।

ନୂଆଦିଲ୍ଲୀ,୧୯।୪: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଦିନକୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଖରା ଦିନରେ ହେଉଥିବା ଅସହ୍ୟ ଗରମ ଯୋଗୁ କରୋନା ଭୁତାଣୁ ସଂକ୍ରମଣ ଶୀଘ୍ର ବ୍ୟାପୁଥିବା ୧୭ ଜଣ ଭାରତୀୟ ବୈଜ୍ଞାନିକ ଏକ ଚାଞ୍ଚଲ୍ୟକର…
Read More...

ଦିଲ୍ଲୀ ୭ ଦିନ ଲକଡାଉନ୍।

ନୂଆଦିଲ୍ଲୀ,୧୯।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ପକ୍ଷରୁ ଏଠାରେ ସାତ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲୋକେ ୨୬ ଏପ୍ରିଲ୍‌ ପର୍ଯ୍ୟନ୍ତ ଘରେ ବନ୍ଦୀ ରହିବେ। ଘରୁ ବାହାରକୁ…
Read More...

କଟକ-ଭୁବନେଶ୍ୱରରେ ନାଇଟ୍ କର୍ଫ୍ୟୁ ଢିଲା।

ଭୁବନେଶ୍ୱର,୧୯ା୪(ବ୍ୟୁରୋ):ସଂକ୍ରମଣ ରୋକିବାକୁ କଟକ ଓ ଭୁବନେଶ୍ୱର ରାତ୍ର କର୍ଫ୍ୟୁ ସହ ୧୪୪ ଧାରା ଲାଗୁ କରାଯାଇଛି। ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ଦ୍ୱୈତନଗରୀର ପୂରା କମିଶନରେଟ ପୋଲିସ ହାତରେ ରହୁଛି। ଶନିବାର ପ୍ରଥମ ରାତିରେ କର୍ଫ୍ୟୁ କଟକଣା ଅପେକ୍ଷା ପୋଲିସ ସଚେତନତା ଉପରେ ଅଧିକ…
Read More...

ଏଆରପୋର୍ଟରେ କଟକଣା ଲଗାଇଲେ ଦିଲ୍ଲୀ ସରକାର।

ନୂଆଦିଲ୍ଲୀ, : ମହାରାଷ୍ଟ୍ରରୁ ଦିଲ୍ଲୀ ଆସୁଥିବା ସମସ୍ତ ଯାତ୍ରୀଙ୍କ କୋଭିଡ୍‌-୧୯ ଟେଷ୍ଟ ରିପୋର୍ଟକୁ ଯାଞ୍ଚ କରୁ ନାହାନ୍ତି ୪ ଏୟାର ଲାଇନ। ଏଥିଯୋଗୁ ଇଣ୍ଡିଗୋ, ବିସ୍ତାରା, ସ୍ପାଇସଜେଟ ଓ ଏୟାର ଏସିଆ ବିରୋଧରେ ମାମଲା ଦାୟର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅରବିନ୍ଦ କେଜରିଓ୍ବାଲଙ୍କ…
Read More...

କାର ଭିତରେ ଲାଗିଲା ଅକ୍ସିଜେନ୍।

ବଲାଙ୍ଗୀର , ୧୮ା୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଜରୁରିକାଳୀନ ଚିକିତ୍ସା ସେବା ବିଗିଡିବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ପ୍ରତିଦିନ ହସ୍ପିିଟାଲକୁ ଆସୁଥିବା ରୋଗୀଙ୍କ ଚିକିତ୍ସା ସେବାକୁ ନେଇ…
Read More...

ପ୍ରାକୃତିକ ଉପାୟରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବେ କିପରି।

ବର୍ତ୍ତମାନ କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି; ଯାହାକୁ ନେଇ ଲୋକଙ୍କ ଭିତରେ ଭୟର ବାତାବରଣ ମଧ୍ୟ ସୃଷ୍ଟି ହୋଇଛି। ଏଭଳି କ୍ଷେତ୍ରରେ ନିଜ ସୁରକ୍ଷା ପ୍ରତି ନିଜେ ସଚେତନ ରହିବା ସହ କରୋନା ସହିତ ଲଢ଼ିବା ପାଇଁ ପ୍ରାକୃତିକ ଉପାୟରେ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି…
Read More...