banner
Breaking
Monthly Archives

May 2021

ବାତ୍ୟା ଅଞ୍ଚଳ ବୁଲିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଭଦ୍ରକ , ୩୧।୫-କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭଦ୍ରକ ଜିଲା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ ଦ୍ୱାରା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି। ମନ୍ତ୍ରୀ ପ୍ରଧାନ ହେଲିକପ୍ଟର ଯୋଗେ ଧାମରା ବନ୍ଦରଠାରେ ଅବତରଣ କରିଥିଲେ। ଏହାପରେ ସେ ବାତ୍ୟାରେ ଅଧିକ ପ୍ରଭାବିତ ଧାମରା…
Read More...

ସିବିଏସଇ ଦ୍ବାଦଶ ଶ୍ରେଣୀ ଫଳାଫଳ କେମିତି ହେବ।

ନୂଆଦିଲ୍ଲୀ, ୩୧।୫: ଦେଶରେ କରୋନା ସ୍ଥିତିକୁ ନଜରରେ ରଖି ସିବିଏସ୍‌ଇ ଏବଂ ସିଆଇଏସ୍‌ସିଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ବିଭିନ୍ନ ବିକଳ୍ପକୁ ନେଇ ବିଚାର କରୁଛନ୍ତି। ଯଦି ପରୀକ୍ଷା ବାତିଲ ହୁଏ ତେବେ ନବମ, ଦଶମ ଓ ଏକାଦଶ ଶ୍ରେଣୀର ଫଳ ଆଧାରରେ ଦ୍ୱାଦଶ ଶ୍ରେଣୀ ପିଲାଙ୍କୁ ମାର୍କ ଦେବା ଲାଗି…
Read More...

ଜୁନ ୩ରେ କେରଳ ଛୁଇଁବ ମୌସୁମୀ।

ନୂଆଦିଲ୍ଲୀ,୩୧ା୫: ମୌସୁମୀ ସାଧାରଣତଃ ଜୁନ୍‌ ୧ରେ କେରଳ ଛୁଇଁଥାଏ। ଦେଶରେ ଏଇଠୁ ଆରମ୍ଭ ହୋଇଥାଏ ୪ ମାସିଆ ବର୍ଷାଋତୁ। କିନ୍ତୁ ଏଥର ପୂର୍ବାନୁମାନଠାରୁ ଆଉ ୨ ଦିନ ବିଳମ୍ବରେ ଅର୍ଥାତ୍‌ ଜୁନ୍‌ ୩ରେ କେରଳକୁ ଆସିପାରେ। ଏନେଇ ରବିବାର ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସ୍ପଷ୍ଟ…
Read More...

ଚୀନରୁ ଉତ୍ପତ୍ତି ହୋଇଛି କରୋନା।

ଲଣ୍ଡନ,୩୧ା୫: ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପୃଥିବୀ ପାଇଁ ସବୁଠୁ ଘାତକ ସାବ୍ୟସ୍ତ ହୋଇଥିବା କୋଭିଡ୍‌-୧୯ ଭୂତାଣୁର ଉତ୍ପତ୍ତିକୁ ନେଇ ଖୋଳତାଡ଼ ଜାରି ରହିଥିବାବେଳେ ବ୍ରିଟେନର ଗବେଷକମାନେ ଏହା ଉପରୁ ପରଦା ହଟାଇଛନ୍ତି। ନୋଭେଲ କରୋନା ଭାଇରସ୍‌ର କୌଣସି ପୂର୍ବଜ ନାହିଁ। ଚାଇନା ବୈଜ୍ଞାନିକମାନେ…
Read More...

ରାଜ୍ୟରେ କମୁଛି କରୋନା ଆକ୍ରାନ୍ତଙ୍କ ସ°ଖ୍ୟା। ଆଜି ୮୩୧୩ ପଜିଟିଭ ଚିହ୍ନଟ ଓ ୩୫ ମୃତ।

ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ କମିବାରେ ଲାଗିଛି। ସୋମବାର ରାଜ୍ୟରୁ ୮,୩୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୪୬୫୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲାବେଳେ ୩୬୫୮ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୭୪ ଜଣ ଚିହ୍ନଟ…
Read More...

ଜୁନ ୧୭ ପର୍ଯ୍ୟନ୍ତ ବଢିଲା ଲକଡାଉନ୍।

ଭୁବନେଶ୍ବର,୩୦/୫(ଓଡ଼ିଆ ନ୍ୟୁଜ): କରୋନା ସ୍ଥିତି ଦେଖି ରାଜ୍ୟ ସରକାରଙ୍କ ପକ୍ଷରୁ ପୁଣି ଲକଡାଉନ୍ ଅବଧିକୁ ବୃଦ୍ଧି କରାଯାଇଛି। ଜୁନ ୧ରେ ଲକଡାଉନ୍ ଅବଧି ଶେଷ ହେଉଥିବାବେଳେ ଏହାକୁ ଆଜି ପୁଣି ୧୬ଦିନ ପାଇଁ ରାଜ୍ୟ ସରକାର ବଢ଼ାଇ ଦେଇଛନ୍ତି। ଅର୍ଥାତ ଜୁନ ୧୭ ତାରିଖ ସକାଳ ୫ଟା ପର୍ଯ୍ୟନ୍ତ…
Read More...

କରୋନାରେ ଅନାଥ ପିଲାମାନଙ୍କୁ ମିଳିବ ୧୦ ଲକ୍ଷ ଓ ମାଗଣା ଶିକ୍ଷା : ମୋଦି

ନୂଆଦିଲ୍ଲୀ,: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇ ଅନାଥ ହୋଇଥିବା ପିଲାଙ୍କ ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ ଘୋଷଣା କରିଛନ୍ତି। ଅନାଥ ପିଲାଙ୍କୁ ପିଏମ୍‌ କେୟାର୍ସ ଫର୍‌ ଚିଲ୍‌ଡ୍ରେନ୍‌ ସ୍କିମ୍‌ରେ ମାଗଣା ଶିକ୍ଷା ଏବଂ ଆର୍ଥିକ ସହାୟତା ଯୋଗାଇ ଦେବାକୁ…
Read More...

ଜୁନ ୧ରୁ ଅନଲାଇନ ପାଠପଢା ଆରମ୍ଭ।

ଭୁବନେଶ୍ୱର,୨୯ା୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ବାରା ପରିଚାଳିତ ସମସ୍ତ ବିଶ୍ୱବିଦ୍ୟାଳୟ ଏବଂ ମହାବିଦ୍ୟାଳୟରେ ଜୁନ୍‌ ୧ରୁ ଅନ୍‌ଲାଇନ ପାଠପଢ଼ା ଆରମ୍ଭ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତି ଜାରି କରାଯାଇଛି। ସୂଚନା ଅନୁଯାୟୀ, ଶ୍ରେଣୀଗୃହରେ କୌଣସି ଶିକ୍ଷାଦାନ…
Read More...

ନବୀନଙ୍କ ପଞ୍ଚମପାଳିର ଦୁଇବର୍ଷ ପୂରଣ।

ଓଡିଶାବାସୀଙ୍କୁ ଆମେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ତଥା ବିଜୁବାବୁଙ୍କ ସ୍ବପ୍ନକୁ ସାକାର କରିବାରେ ପଞ୍ଚମ ପାଳିର ଏହି ଦୁଇ ବର୍ଷ ଅତ୍ୟନ୍ତ ଆହ୍ବାନ ମୂଳକ ଥିଲା। ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ଆଜି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ଏପରିକି ଆମର ପଞ୍ଚମ ପାଳିର ସରକାର ଆରମ୍ଭ ହେବା…
Read More...

ବଙ୍ଗଳାବାସୀଙ୍କ ଉନ୍ନତି ପାଇଁ ପ୍ରଧାନମନ୍ତ୍ରୀଙ୍କ ପାଦ ଛୁଇଁବାକୁ ପ୍ରସ୍ତୁତ। ମମତା

କୋଲକାତା,୨୯।୫: ବାତ୍ୟା ‘ୟାସ’ ପ୍ରଭାବରେ ଓଡ଼ିଶା ସହ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଭୟ ରାଜ୍ୟ ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏଥିନିମନ୍ତେ ସେ ଏକ ବୈଠକ ମଧ୍ୟ କରିଥିଲେ। ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…
Read More...