banner
Breaking
Monthly Archives

May 2021

ତୁରନ୍ତ ଲୋକଙ୍କ ପାଖରେ ପହଞ୍ଚି ସାହାଯ୍ୟ ସହଯୋଗ ଯୋଗାଇ ଦେବା ପାଇଁ ମନ୍ତ୍ରୀଙ୍କ ପରାମର୍ଶ।

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟ ‘ୟାସ୍‌’ର ମୁକାବିଲା ପାଇଁ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଏକ ଭର୍ଚୁଆଲ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ବାତ୍ୟାର ଭୟାବହତାକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ଶୂନ୍ୟ ମୃତାହତ ଉପରେ ମନ୍ତ୍ରୀ…
Read More...

ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ।

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଗତ ୬ ଘଣ୍ଟା ହେଲା ଘଣ୍ଟାପ୍ରତି ୪ କିଲୋମିଟର ବେଗରେ ଉତ୍ତରପଶ୍ଚିମ ଦିଗରେ ଅଗ୍ରସର ହେଉଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ପୋର୍ଟବ୍ଲେୟାରଠାରୁ ୬୩୦ କିଲୋମିଟର, ଦକ୍ଷିଣ-ଦକ୍ଷିଣ ପୂର୍ବରେ ପାରାଦୀପ…
Read More...

ତୁରନ୍ତ ଲୋକଙ୍କୁ ସ୍ଥନାନ୍ତର କର : ଏସଆରସି

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ବାତ୍ୟା ‘ୟାସ’ ଓଡ଼ିଶାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନାକୁ ଦେଖି ସରକାର ପ୍ରସ୍ତୁତ ଥିବା କହିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ଏହା ସହିତ ପ୍ରଭାବିତ ହେବାକୁ ଥିବା ଜିଲାର ଜିଲାପାଳମାନଙ୍କୁ ମଧ୍ୟ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି ଯେ,…
Read More...

ଘରକୁ ଘର ଚାଲିଛି କରୋନା ସର୍ଭେ।

ଛତ୍ରପୁର,୨୪।୫(ବ୍ୟୁରୋ): ଗଞ୍ଜାମ ଜିଲାରେ ସମସ୍ତ ଘରକୁ ଘର ଯାଇ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ସ୍କ୍ରିନିଂ ଗତ ୧୯ ତାରିଖରୁ ଚାଲିଛି। ଗଞ୍ଜାମରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲାପାଳ ଏହି ନିଷ୍ପତି ନେଇଥିଲେ। ରବିବାର ସୁଦ୍ଧା ଗଞ୍ଜାମରେ ୭ ଲକ୍ଷ ୮୨ ହଜାର ୮୨୧ଜଣଙ୍କ…
Read More...

ଦେଶରେ ୫୪୨୪ ବ୍ଲାକ ଫଙ୍ଗସ ରୋଗୀ ଚିହ୍ନଟ।

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଶେଷ ହୋଇ ନ ଥିବା ବେଳେ ଏବେ ବ୍ଲାକ୍‌ ଫଙ୍ଗସ୍‌ ସମସ୍ତଙ୍କ ନିଦ ହଜାଇ ଦେଇଛି। ସୋମବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ.ହର୍ଷବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ ଏକ ମନ୍ତ୍ରୀସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କରୋନା ମହାମାରୀ…
Read More...

ଟିକା ପାଇଁ ପରିଚୟ ପତ୍ରର ଆବଶ୍ୟକତା ନାହିଁ।

ନୂଆଦିଲ୍ଲୀ,୨୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣକୁ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଟିକାକରଣ ପାଇଁ ଆଧାର କାର୍ଡ, ଭୋଟର ପରିଚୟ ପତ୍ର, ପାସପୋର୍ଟ, ଡ୍ରାଇଭିଂ ଲାଇସେନ୍ସ, ପ୍ୟାନ୍‌ କାର୍ଡ, ଏନ୍‌ପିଆର୍‌…
Read More...

ବାତ୍ୟା ମୁକାବିଲା ପାଇଁ ୫ ଆଇଏଏସଙ୍କୁ ଦାୟିତ୍ୱ।

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍‌କୁ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ବିଶେଷ କରି କେନ୍ଦ୍ରାପଡ଼ା ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ବାତ୍ୟାର ପ୍ରଭାବ ଅଧିକ ରହିବ। ତେଣୁ ଏହି ୫ ଜିଲାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ବାତ୍ୟା…
Read More...

ଓଡ଼ିଶାର ୮ ଟି ଜିଲ୍ଲାରେ ହେବ ଅକ୍ସିଜେନ୍ ପ୍ଲାଣ୍ଟ : ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ପିଏମ୍‌ କେୟାର୍ସ ଫଣ୍ଡରୁ ଓଡ଼ିଶାର ୮ ଜିଲାରେ ପ୍ରେସର ସ୍ବିଙ୍ଗ ଆଡଜର୍ପଶନ (ପିଏସ୍‌ଏ) ମେଡିକାଲ ଅକ୍ସିଜେନ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ଅନୁମୋଦନ ମିଳିଛି। ଏଥିଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ…
Read More...

ରାଜ୍ୟରେ ଆଜି ପୁଣି ୧୧,୦୫୯ ପଜିଟିଭ ଚିହ୍ନଟ ଓ ୩୨ ମୃତ।

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୧,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୩ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲାବେଳେ ୪୮୬୬ ଟି ହେଉଛି ଲୋକାଲ କେସ। ଆଜି କଟକ ଜିଲାରୁ ସର୍ବାଧିକ ୧୧୩୩ ଜଣ…
Read More...

ରୋଗୀଙ୍କ ସେବା ପାଇଁ ୫ ଟି ଆମ୍ବୁଲାନ୍ସ ଦେଲେ ଉତ୍ତର ବିଧାୟକ ସୁଶାନ୍ତ ରାଉତ।

ଭୁବନେଶ୍ୱର,୨୩/୫(ଓଡ଼ିଆ ନ୍ୟୁଜ): କରୋନାର ଦ୍ବିତୀୟ ଲହର ଅତି ଭୟଙ୍କର ଭାବରେ ବ୍ୟାପୁଛି। ଭୁବନେଶ୍ୱର ହଟସ୍ପଟ ଭାବେ ଗଣା ହେଉଛି। ପ୍ରତି ଗଳି କନ୍ଦିରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଲକଡାଉନ୍ କାରଣରୁ ସମସ୍ତ ଯାତ୍ରୀ ସେବା ଯାନବାହନ ବନ୍ଦ ରହିଛି। ଆକ୍ରାନ୍ତ ମାନେ ହସ୍ପିଟାଲ…
Read More...