banner
Breaking
Monthly Archives

May 2021

ନକଲି ମଦ କାରଖାନା ଠାବ।

ଭଦ୍ରକ, ୨୩।୫ (ଵ୍ୟୁରୋ)- ବାସୁଦେବପୁର ବ୍ଲକର ଆର୍ତ୍ତୁଂ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଦୀର୍ଘଦିନ ହେଲା ଚାଲିଥିଲା ନକଲି ବିଦେଶୀ ମଦ ତିଆରି କାରଖାନା। ସେମାନଙ୍କ ପାଖରେ ଥିଲା ମଦ ପ୍ରସ୍ତୁତିରେ ବ୍ୟବହାର ହେଉଥିବା ସ୍ପିରିଟ, କେମିକାଲ। କେବଳ ଏତିକି ନୁହେଁ ନକଲି ମଦକୁ ଭଲ ମୂଲ୍ୟରେ ବିକିବା…
Read More...

ଭେଣ୍ଡି° ଜୋନରେ ଲାଗିଲା ନିଆଁ।

ଭୁବନେଶ୍ୱର:  ଭୁବନେଶ୍ୱରର ପୋଖରୀପୁଟ ପେଟ୍ରୋଲପମ୍ପ ନିକଟରେ ଅଗ୍ନିକାଣ୍ଡ। ପୋଖରୀପୁଟ ମଧୁସୂଦନ ପାର୍କ ପାଖରେ ଥିବା ୮ ଦୋକାନ ଏହି ନିଆଁରେ ଜଳିଯାଇଛି । ତେବେ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଛି ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ପେଟ୍ରୋଲପମ୍ପ ନିକଟରେ ଥିବା…
Read More...

ରାମଦେବଙ୍କୁ ଚିଠି ଲେଖିଲେ ହର୍ଷବର୍ଦ୍ଧନ।

ନୂଆଦିଲ୍ଲୀ,୨୩।୫: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନ ରବିବାର ଯୋଗ ଗୁରୁ ରାମଦେବଙ୍କୁ ଏକ ଚିଠି ଲେଖିଛନ୍ତି। କରୋନା ଯୋଦ୍ଧାମାନଙ୍କ ବିରୋଧରେ ଦେଇଥିବା ‘ଆପତ୍ତିଜନକ ମନ୍ତବ୍ୟ’କୁ ପ୍ରତ୍ୟାହାର କରିବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଲେଖିଛନ୍ତି ଯେ, ଯୋଗ…
Read More...

ପାରାଦୀପରେ ଗ୍ୟାସ ଲିକ୍ ୧୩ ଅସୁସ୍ଥ।

ପାରାଦୀପ,୨୩।୫(ସ୍ବ.ପ୍ର.): ପାରାଦୀପ ଉପକଣ୍ଠ ଶିଳ୍ପାଞ୍ଚଳରେ ରବିବାର ଲକ୍ଷ୍ମୀନାରାୟଣ ଏକ୍ସପୋର୍ଟ ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରୁ ଆମୋନିଆ ଗ୍ୟାସ ଲିକ୍‌ ହୋଇଛି। ଏହାର ପ୍ରଭାବରେ ୧୩ ଜଣ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ଜଣ ମହିଳାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ରହିଛି।…
Read More...

୨୦୨୩ ରେ ଅନୁଷ୍ଠିତ ହେବ ଏସିଆ କପ୍।

ଦୁବାଇ, ୨୩।୫ : ବ୍ୟସ୍ତବହୁଳ କାର୍ଯ୍ୟସୂଚୀ ଯୋଗୁ ଏସିଆ କପ୍‌ର ୨୦୨୧ ସଂସ୍କରଣ ୨୦୨୩ରେ ଅନୁଷ୍ଠିତ ହେବ। ଏହି ବର୍ଷର ଏସିଆର ସବୁଠୁ ବଡ଼ କ୍ରିକେଟ ଟୁର୍ନାମେଣ୍ଟ ପ୍ରଥମେ ପାକିସ୍ତାନରେ ଅନୁଷ୍ଠିତ ହେବାର ଥିଲା। ପରେ ଏହା ଶ୍ରୀଲଙ୍କାରେ ଆୟୋଜିତ କରାଯିବା ନେଇ ଧାର୍ଯ୍ୟ ହୋଇଥିଲା। କିନ୍ତୁ…
Read More...

ଜୁନ ୧ ରେ ଘୋଷଣା ହେବ ସିବିଏସଇ ପରୀକ୍ଷା ତାରିଖ।

ନୂଆଦିଲ୍ଲୀ,୨୩।୫: କରୋନା ଯୋଗୁ ସ୍ଥଗିତ ଥିବା ସିବିଏସ୍‌ସି-ଆଇସିଏସ୍‌ଇ ବୋର୍ଡ ପରୀକ୍ଷା ଉପରେ ନିଷ୍ପତ୍ତି ନେବାକୁ ରବିବାର କେନ୍ଦ୍ର ମନ୍ତ୍ରୀମାନଙ୍କର ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ରମେଶ ପୋଖରିଆଲ ନିଶଙ୍କ ସମେତ ଅନ୍ୟ…
Read More...

ବାତ୍ୟା ପାଇଁ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ।

ନୂଆଦିଲ୍ଲୀ,୨୩।୫: ବାତ୍ୟା ତାଉକ୍‌ତେ ପରେ ପୂର୍ବ ଉପକୂଳବର୍ତ୍ତୀ ଅଞ୍ଚଳରେ ଆଉ ଏକ ବାତ୍ୟା ‘ୟାସ୍‌’ ଆଶଙ୍କା ଦେଖାଦେଇଛି। ପାଣିପାଗ ବିଭାଗ (ଆଇଏମଡି) ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଆସନ୍ତା ୨୬ରେ ଏହା ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ…
Read More...

କରୋନା ଯୋଦ୍ଧା ଘୋଷଣା କରିବାକୁ ଦାବି କଲା ଔଷଧ ବ୍ୟବସାୟୀ ସ°ଘ।

ଭୁବନେଶ୍ୱର,୨୩।୫(ବ୍ୟୁରୋ): କରୋନା ଲଢ଼େଇରେ ସାମିଲ ହୋଇ ଜନସାଧାରଣଙ୍କୁ ସେବା ଯୋଗାଇବାରେ ଔଷଧ ବ୍ୟବସାୟୀଙ୍କ ପ୍ରତ୍ୟକ୍ଷ ତଥା ପ୍ରମୁଖ ଅବଦାନ ରହିଛି। ଅନ୍ୟମାନଙ୍କୁ ରାଜ୍ୟ ସରକାର କରୋନା ଯୋଦ୍ଧା ଘୋଷଣା କରିଛନ୍ତି। ହେଲେ ନିଜ ଜୀବନକୁ ବାଜି ଲଗାଇ ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ଦିନରାତି…
Read More...

ଦ୍ବିତୀୟ ଲହର ପାଇଁ ଦୁଇଟି ଡୋଜ ଟିକା ନେବା ଜରୁରୀ।

ନୂଆଦିଲ୍ଲୀ,୨୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ତୀବ୍ରବେଗରେ ବ୍ୟାପିବାରେ ଲାଗିଛି। ଦ୍ବିତୀୟ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଭାକ୍ସିନ୍‌ର ୨ଟି ଡୋଜ୍‌ ଜରୁରୀ। ଗୋଟିଏ ଡୋଜ୍‌ ନୂଆ ଭାରିଆଣ୍ଟ୍‌ କବଳରୁ ସମ୍ପୂର୍ଣ୍ଣ ସୁରକ୍ଷା ଦେବାକୁ ଅସମର୍ଥ ହେବ ବୋଲି ବ୍ରିଟେନ୍‌ରେ…
Read More...

ଶିଶୁ ସୁରକ୍ଷା ପାଇଁ ଜାରିହେଲା ଗାଇଡଲାଇନ୍।

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦେଶର ବିଭିନ୍ନ ସ୍ଥାନରେ ଶିଶୁମାନେ କରୋନା ସଂକ୍ରମିତ ହେଉଥିବା ଜଣାପଡ଼ବା ପରେ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ଏ ନେଇ ଗାଇଡ୍‌ଲାଇନ ଜାରି କରାଯାଇଛି। ତଦନୁଯାୟୀ ପିଲାମାନଙ୍କ ପାଇଁ ପ୍ରତ୍ୟେକ ଡେଡିକେଟେଡ୍‌…
Read More...