ରେକର୍ଡ ଭାଙ୍ଗିଲା କରୋନା। ରାଜ୍ୟରେ ଆଜି ସର୍ବାଧିକ ପଜିଟିଭ ଓ ମୃତ୍ୟୁ।
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୨,୮୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୧୯୫ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୫୬୫୭ ଲୋକାଲ୍ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୯୨୩୮୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ…
Read More...
Read More...