banner
Breaking
Monthly Archives

May 2021

ଜୁନ ୧ ତାରିଖ ପର୍ଯ୍ୟନ୍ତ ବଢିଲା ଲକଡାଉନ୍।

ଭୁବନେଶ୍ୱର,୧୮/୫(ବ୍ୟୁରୋ): ଜୁନ ୧ ତାରିଖ ସକାଳ ୫ ଟା ଯାଏଁ ରାଜ୍ୟ ସରକାର ଲକଡାଉନ୍ ବୃଦ୍ଧି କରିଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଉ ୨ ସପ୍ତାହ ଯାଏଁ ଲକଡାଉନ୍ ଅବଧିକୁ ବୃଦ୍ଧି ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ସାମ୍ବାଦିକ ସମ୍ମିଳନୀ ଜରିଆରେ ଆଜି ସୂଚନା ଦେଇଛନ୍ତି।…
Read More...

କରୋନା ମୁକାବିଲା ପାଇଁ ଜିଲ୍ଲାପାଳଙ୍କ ସହ କଥାହେଲେ ମୋଦି।

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୯ ରାଜ୍ୟର ୪୬ ଜିଲାପାଳ ଏବଂ ଚଣ୍ଡିଗଡ଼ ପ୍ରଶାସନଙ୍କ ସହିତ ଭିଡ଼ିଓ କନଫରେନ୍ସିଂ କରିଛନ୍ତି। ଜିଲାପାଳମାନେ କରୋନା…
Read More...

ପୋଲିସଙ୍କୁ ସହଯୋଗର ହାତ ବଢାଇଲେ ଷଷ୍ଠ ଶ୍ରେଣୀ ଛାତ୍ର।

ଭୁବନେଶ୍ୱର,୧୮।୫(ବ୍ୟୁରୋ): କରୋନା ସମୟରେ ସମ୍ମୁଖ ଯୋଦ୍ଧା ଭାବେ ଅନେକ ପୋଲିସ କର୍ମଚାରୀ ଜୀବନକୁ ବାଜି ଲଗାଇ କାର୍ଯ୍ୟ କରୁଛନ୍ତି। ଏପରି ସ୍ଥଳେ ସେମାନଙ୍କୁ ସହଯୋଗର ହାତ ବଢ଼ାଇଛନ୍ତି ସାଇ ଇଣ୍ଟରନ୍ୟାଶନାଲ ସ୍କୁଲରେ ଷଷ୍ଠ ଶ୍ରେଣୀରେ ପଢୁଥିବା ଛାତ୍ର ଇସାନ ନାୟକ। ନିଜ ସଞ୍ଚିତ ଅର୍ଥରୁ ୪୩…
Read More...

ମାଛ ବେପାର ଆଳରେ ଚାଲୁଛି ବ୍ରାଉନସୁଗାର କାରବାର।

ଭୁବନେଶ୍ୱର,୧୮।୫(ବ୍ୟୁରୋ): ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ରେ କଡ଼ା ଯାଞ୍ଚ ସତ୍ତ୍ୱେ ରାଜ୍ୟରେ ଚାଲୁଛି ନିଶା କାରବାର। କଟକଣା ଗାଇଡ୍‌ଲାଇନ୍‌ରୁ ଫାଇଦା ଉଠାଇ ମାଛ ବେପାର ନାଁରେ ମାଫିଆମାନେ ବ୍ରାଉନସୁଗାରବେପାର ଚଳାଇଛନ୍ତି। ଖୋଦ୍‌ ରାଜଧାନୀ ଦେଇ ବ୍ରାଉନସୁଗାର ଚାଲାଣ କରୁଛନ୍ତି। ବାଲେଶ୍ୱରରୁ…
Read More...

୩୧ ପର୍ଯ୍ୟନ୍ତ ବନ୍ଦ ରହିବ ଓଏଚଆରସି କାର୍ଯ୍ୟାଳୟ ।

ଭୁବନେଶ୍ୱର,୧୮।୫(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତୋଷାଳୀ ଭବନସ୍ଥିତ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଇଛି। ଏହି କ୍ରମରେ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉକ୍ତ କାର୍ଯ୍ୟାଳୟରେ କାର୍ଯ୍ୟ ବନ୍ଦ ରହିବ। ଏହି…
Read More...

ଭିଡିଓ କ୍ଲାସ କରିବେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରଛାତ୍ରୀ।

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ଗତବର୍ଷ ପରି ଏବର୍ଷ ମଧ୍ୟ କରୋନା ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ର ଭିଡିଓ କ୍ଲାସ୍‌ କରିବେ। ଏ ନେଇ ସୋମବାର ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ (ଡିଏଚ୍‌ଏସ୍‌ଇ)ର ଅତିରିକ୍ତ ନିର୍ଦ୍ଦେଶକ ବିଜୟା କୁମାରୀ ପାତ୍ର ସମସ୍ତ ଉଚ୍ଚମାଧ୍ୟମିକ…
Read More...

ରାଜ୍ୟରେ ଆଜି ପୁଣି ୧୦,୩୨୧ ପଜିଟିଭ ଚିହ୍ନଟ।

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୧୦,୩୨୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫,୭୭୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪,୫୪୨ ଜଣ ଲୋକାଲ କେସ୍‌ ଥିବା…
Read More...

ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

୨୪ ମଇରୁ ତିନି ମାସ ପର୍ଯ୍ୟନ୍ତ ଘରକୁ ଘର ବୁଲି କରୋନା ଲକ୍ଷଣ ଓ ଜଟିଳ ରୋଗର ସର୍ଭେ କରିବେ ଆଶା କର୍ମୀ । ମିଳିବ ପ୍ରୋତ୍ସାହନ । ପ୍ରତି ଗାଁ ରେ ଥିବା ଗାଁ କଲ୍ୟାଣ ସମିତି ସାମିଲ ହେବ କୋଭିଡ଼ ନିୟନ୍ତ୍ରଣ କାର୍ଯ୍ୟକ୍ରମରେ। ଦିଆଯିବ ପ୍ରୋତ୍ସାହନ ଗାଁ ରେ ଲକ୍‌ଡାଉନ ଓ TMC ସଂପର୍କରେ…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ବ୍ୟବହାରରେ ସଂଯମତା ଅଭାବରୁ ଅପ୍ରିୟ ସତ୍ୟ ଭାଷଣଜନିତ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। କାର୍ଯ୍ୟ ବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେଇପାରେ। ଅଧ୍ୟାପନା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର, ସାହିତ୍ୟ…
Read More...

କୋଓ୍ବିନ୍ ପୋର୍ଟାଲରେ ଉପଲବ୍ଧ ହେବ ୧୪ଟି ଭାଷା।

ନୂଆଦିଲ୍ଲୀ, ୧୭।୫: ଆସନ୍ତା ସପ୍ତାହରେ କୋଓ୍ବିନ ପୋର୍ଟାଲ ହିନ୍ଦୀ ଏବଂ ୧୪ଟି ଆଞ୍ଚଳିକ ଭାଷାରେ ଉପଲବ୍ଧ ହେବ। ଫଳରେ କୋଭିଡ୍‌ ଟିକା ନେବା ଏବଂ ନାମ ପଞ୍ଜୀକରଣ, ସ୍ଲଟ ବୁକିଂ ସହଜ ହୋଇପାରିବ। ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷ ବର୍ଦ୍ଧନଙ୍କ ଅଧ୍ୟକ୍ଷତାରେ କୋଭିଡ୍‌-୧୯ର ଉଚ୍ଚସ୍ତରୀୟ ବୈଠକରେ ଏହି…
Read More...