banner
Breaking
Monthly Archives

May 2021

ଶିବସୁନ୍ଦରଙ୍କୁ ମିଳିଲା ଜାତୀୟ ମହିଳା ଦଳର ଦାୟିତ୍ୱ।

ଭୁବନେଶ୍ୱର, ୧୭।୫– ଓଡ଼ିଶା କ୍ରିକେଟ ପାଇଁ ସୋମବାର ଆସିଛି ଏକ ଖୁସି ଖବର। ରାଜ୍ୟର ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ କ୍ରିକେଟର ଶିବସୁନ୍ଦର ଦାସଙ୍କୁ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟିଂ କୋଚ୍‌ ନିଯୁକ୍ତ କରାଯାଇଛି। ଟିମ୍‌ ଇଣ୍ଡିଆର ପୂର୍ବତନ ଟେଷ୍ଟ ଓପନର ଇଂଲଣ୍ଡ ବିପକ୍ଷ ଆଗାମୀ ସିରିଜରେ…
Read More...

ଭାରତର କରୋନା ଲଢେ଼ଇ ୬ ରୁ ୧୮ ମାସ ହୋଇପାରେ।

ନୂଆଦିଲ୍ଲୀ,୧୭।୫: ଭାରତରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଯୋଜନାବଦ୍ଧ ଭାବେ ୬ରୁ ୧୮ ମାସର ଲଢ଼େଇ ଭାରତରେ ଆବଶ୍ୟକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ଡ. ସୌମ୍ୟା ସ୍ବାମୀନାଥନ୍‌ ଚେତାବନୀ ଦେଇଛନ୍ତି। ଏକ୍ଷେତ୍ରରେ କରୋନା…
Read More...

କରୋନା ପାଇଁ ଜରୁରୀ ବୈଠକ।

ନିଶ୍ଚିନ୍ତକୋଇଲି,୧୭।୫ : କଟକ ଜିଲା ନିଶ୍ଚିନ୍ତକଇଲି ବ୍ଲକରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ଏହି ବ୍ଲକରେ କରୋନା ୬ ମୁଣ୍ଡ ନେଇଥିବା ବେଳେ ୧୫୦ରୁ ଊର୍ଦ୍ଧ୍ୱ ଆକ୍ଟିଭ୍‌ କେସ ରହିଛି । ନିଶ୍ଚିନ୍ତକୋଇଲି ମେଡିକାଲରେ ଗୋଟିଏ ସ୍ଥାନରେ ଟିିକା ଓ କରୋନା ଟେଷ୍ଟ କରାଯାଉଥିବାରୁ ସଂକ୍ରମଣ…
Read More...

କରୋନାରେ ମୃତକଙ୍କ ଅନ୍ତିମ ସତ୍କାର ପାଇଁ ମିଳିବ ୧୫ ହଜାର ଟଙ୍କା।

ଅମରାବତୀ,୧୭।୫: କରୋନା ରୋଗୀଙ୍କ ଅନ୍ତିମ ସତ୍କାର ପାଇଁ ପରିବାର ଲୋକଙ୍କୁ ମିଳିବ ୧୫ ହଜାର ଟଙ୍କା ସହାୟତା ରାଶି। ଆନ୍ଧ୍ରପ୍ରଦେଶ ରାଜ୍ୟ ସରକାରଙ୍କ ପାଣ୍ଠିରୁ ଏହି ରାଶି ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ୱାଇଏସ୍‌ ଜଗନମୋହନ ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି…
Read More...

ଆମ୍ବୁଲାନ୍ସ ପାଇଁ ଦର ନିର୍ଦ୍ଧାରଣ କଲେ ସରକାର। ବ୍ୟତିକ୍ରମ କଲେ ହେବ କାର୍ଯ୍ୟାନୁଷ୍ଠାନ।

ଭୁବନେଶ୍ୱର,୧୭।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ଆମ୍ବୁଲାନ୍ସଗୁଡ଼ିକ ଲୋକଙ୍କ ଠାରୁ ମନଇଚ୍ଛା ଭଡ଼ା ନେଉଥିବା ବେଳେ ଶେଷରେ ସରକାରଙ୍କୁ ଏଥିରେ ହସ୍ତକ୍ଷେପ କରିବାକୁ ପଡ଼ିଛି। ଉଭୟ ଘରୋଇ ହସ୍ପିଟାଲ ଓ ଘରୋଇ ଆମ୍ବୁଲାନ୍ସ ଗୁଡ଼ିକ ପାଇଁ ଦର ନିର୍ଦ୍ଧାରଣ କରିଛନ୍ତି ସରକାର। ଦର ନିର୍ଦ୍ଧାରଣ…
Read More...

ଦ୍ବିତୀୟ ଲହର ନେଲାଣି ୨୪୪ ଡାକ୍ତରଙ୍କ ଜୀବନ।

ନୂଆଦିଲ୍ଲୀ,୧୭।୫: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଇଣ୍ଡିଆନ୍‌ ମେଡ଼ିକାଲ ଆସୋସିଏଶନ ଅନୁସାରେ ଦ୍ୱିତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ୨୪୪ ଜଣ ଡାକ୍ତରଙ୍କ ଜୀବନ ଯାଇଛି। ସେଥିମଧ୍ୟରେ ୨୮ ଜଣ ମହିଳା ଡାକ୍ତର ଅଛନ୍ତି। ସେମାନଙ୍କ ମଧ୍ୟରେ ୩-୪ ଜଣ…
Read More...

କୋଭିଡ୍ ହସ୍ପିଟାଲରେ ଲାଗିବ ସିସିଟିଭି। ପରିବାର ଲୋକଙ୍କୁ ଦିଆଯିବ ତଥ୍ୟ।

ଭୁବନେଶ୍ୱର,୧୭।୫(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲର ଅବ୍ୟବସ୍ଥା ନେଇ ବାରମ୍ବାର ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ରାଜ୍ୟ ସରକାର ତତ୍ପର ହୋଇଉଠିଛନ୍ତି। ଫଳରେ କୋଭିଡ୍‌ ହସ୍ପିଟାଲଗୁଡ଼ିକରେ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ କହିଛନ୍ତି। କୋଭିଡ୍‌ ହସ୍ପିଟାଲରେ ହେଲ୍ସ ଡେସ୍କ ପାଇଁ ଏକ…
Read More...

କରୋନାରେ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ।

ଭୁବନେଶ୍ୱର ,୧୭/୫(ବ୍ୟୁରୋ): କରୋନାରେ ବିଶିଷ୍ଟ ସଙ୍ଗୀତଜ୍ଞ ଅମରେନ୍ଦ୍ର ମହାନ୍ତିଙ୍କ ଆଜି ସକାଳେ ପରଲୋକ ଘଟିଛି। ଏନେଇ ତାଙ୍କ ପରିବାର ଲୋକେ ସୂଚନା ଦେଇଛନ୍ତି। କିଛି ଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ସ୍ୱାସ୍ଥ୍ୟାବସ୍ଥା ଖରାପ…
Read More...

ମାଟିଲଗ୍ନା ସାହିତ୍ୟ ସଂସଦ ପକ୍ଷରୁ ସାରସ୍ୱତ କବିତା ଆସର ଏବଂ ସାରସ୍ବତ ବନ୍ଧୁ ମିଳନ

ମାଲକାନଗିରି : ମାଲକାନଗିରି ଜିଲ୍ଲା ମାଟିଲଗ୍ନା ସାହିତ୍ୟ ସଂସଦ ପକ୍ଷରୁ କବିତା ଆସର ଏବଂ ସରସ୍ବତ ବନ୍ଧୁ ମିଳନ ଉନ୍ମୋଚନ ଉତ୍ସବ ଗୁଗୁଲ୍ ମିଟ୍ ମାଧ୍ୟମରେ ପାଳିତ ହୋଇଯାଇଅଛି lଏହି ଅଧିବେଶନରେ ମାଟିଲଗ୍ନା ସାହିତ୍ୟ ସଂସଦ, ମାଲକାନଗିରି ଶାଖାର ସମ୍ପାଦକ ଶ୍ରୀ କିଶୋର ଚନ୍ଦ୍ର ପ୍ରଧାନଙ୍କ…
Read More...

ଭୋକର ଜ୍ୱାଳାରେ ଅସହାୟ ମଣିଷ : ପ୍ରଶାସନ ଚୁପ l

କୋରାପୁଟ ଜିଲ୍ଲାରେ କରୋନା କାୟା ଯୋଗୁଁ ସହରର ୨ ଦିନ ଶନିବାର ଏବଂ ରବିବାର ସଟଡାଉନ ପ୍ରଶାସନ ତରଫରୁ ଘୋଷଣା କରାଯାଇଛି l ଏହି ପରିପ୍ରେକ୍ଷୀରେ ଏବେ କୋରାପୁଟର ଏକ ଅସହାୟଙ୍କ କଥା ନ କହିଲେ ସମ୍ପୂର୍ଣ ଭଲ ତାହାର ଏକ ବିରଳ ପ୍ରତିଛବି ଏହି ଅସହାୟ ବ୍ୟକ୍ତିଟିକୁ ଦେଖିଲେ ସ୍ପଷ୍ଟ ଅନୁମାନ କରିହେବ…
Read More...