banner
Breaking
Monthly Archives

May 2021

ଫେରୁ ଫେରୁ ଘୋଷଣା କଲେ ୧୦୦୦ କୋଟିର ସହାୟତା।

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଟ ୧ ହଜାର କୋଟି ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ସେଥିରୁ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ଘୋଷଣା କରାଯାଇଥିବା ବେଳେ ବାକି ୫୦୦ କୋଟି ଟଙ୍କା ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା…
Read More...

କାହିଁକି ଓଡିଶା ମାଗିଲା ନାହିଁ ଆର୍ଥିକ ସହାୟତା, ସ୍ପଷ୍ଟ କଲେ ନବୀନ।

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ଜନିତ କ୍ଷୟକ୍ଷତିର ସମୀକ୍ଷା କରିଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ତୁରନ୍ତ ଆର୍ଥିକ ସହାୟତା ଯୋଗାଇ ଦେବା ପାଇଁ ଏଥିରେ ଦାବି କରାଯାଇ ନ ଥିଲା। ଏବେ ସରକାରଙ୍କ ଏଭଳି…
Read More...

ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା ବୈଠକ, ଓଡିଶା ଦାବିକଲା ଏହ।

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଗସ୍ତରେ ଆସି ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଏହି ଅବସରରେ ରାଜ୍ୟ ସରକାର ବାତ୍ୟା ମୁକାବିଲା ପାଇଁ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କରିଥିବା ନେଇ ବୈଠକ ପରେ…
Read More...

ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟା ୭ ଦିନ ଘୁଞ୍ଚିଲା।

ଭୁବନେଶ୍ୱର,୨୮।୫(ବ୍ୟୁରୋ): କରୋନା ଟିକା କିଣିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ଲୋବାଲ ଟେଣ୍ଡର ଆହ୍ବାନ କରାଯାଇଥିଲା। ଏବେ ଏହି ପ୍ରକ୍ରିୟାକୁ ଗୋଟିଏ ସପ୍ତାହ ପାଇଁ ଅର୍ଥାତ ଜୁନ୍‌ ୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଦେଶରେ ଉତ୍ପାଦନ ହେଉଥିବା ଟିକା କୋଭାକ୍ସିନ ଓ କୋଭିସିଲ୍ଡ…
Read More...

ଦିଲ୍ଲୀରେ ଅନଲକ ପ୍ରକ୍ରିୟା ଆରମ୍ଭ।

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀବାସୀଙ୍କ ପାଇଁ ଏକ ଖୁସି ଖବର। ଦେଶର ରାଜଧାନୀରେ କ୍ରମାଗତ ଭାବେ କରୋନା ପଜିଟିଭ୍‌ ହାର ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଅନ୍‌ଲକ୍‌ ପାଇଁ ସରକାର ବ୍ୟବସ୍ଥା କରୁଥିବା ଜଣାପଡ଼ିଛି। ଏନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ…
Read More...

ଛୋଟ ପିଲାଙ୍କ ଉପରେ କୋଭାକ୍ସିନ ଟାଏଲ।

ପାଟନା,୨୮।୫: ବିହାର ସମେତ ପୁରା ଦେଶରେ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ପ୍ରତିଦିନ ହଜାର ହଜାର ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା କଥା ନ କହିଲେ ଭଲ। କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ମୃତଦେହର ଅନ୍ତିମ ସଂସ୍କାର ପାଇଁ ଶଶ୍ମାନରେ ଲମ୍ବା ଲାଇନ୍‌ ଲଗାଇବାକୁ…
Read More...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି।

ଭୁବନେଶ୍ୱର,୨୮।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରବର୍ତ୍ତୀ ସ୍ଥିତି ଓ କ୍ଷୟକ୍ଷତିର ସମୀକ୍ଷା ପାଇଁ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ…
Read More...

କରୋନାର ଉତ୍ପତ୍ତି ଉପରେ ଚାଲିଲା ତନାଘନା।

ଓ୍ବାଶିଂଟନ,୨୮ା୫: କରୋନା ଭାଇରସର ଉତ୍ପତ୍ତି ଅନୁସନ୍ଧାନ ପାଇଁ ବିଭିନ୍ନ ଆଡୁ ଚାଇନା ଉପରେ ଚାପ ପଡୁଛି। ଏପରିକି କରୋନା ବିଶ୍ୱ ମହାମାରୀର ମୂଳ ପର୍ଯ୍ୟନ୍ତ ପହଞ୍ଚିବା ପାଇଁ ବୈଜ୍ଞାନିକମାନେ ଅଧିକ ସ୍ପଷ୍ଟତା ଦାବି କରୁଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ -ବାଇଡେନ୍‌ କୋଭିଡ -୧୯ର ଜେନେସିସ୍‌…
Read More...

ବାତ୍ୟା ପରେ ବନ୍ୟା ବଢାଉଛି ଲୋକଙ୍କ ଦୁର୍ଦ୍ଦଶା।

ଭଦ୍ରକ ,୨୮ା୫: ୟାସ୍‌ ପ୍ରଭାବରେ ଭଦ୍ରକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପବନ ପରେ ଏବେ ବିପତ୍ତି ଆଣିଛି ବନ୍ୟା। ବୈତରଣୀରେ ବନ୍ୟା ଆସିବା ଯୋଗୁ ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ବହୁ ପଞ୍ଚାୟତର ଅନେକ ଗାଁ ଜଳମଗ୍ନ ହୋଇଛି। ଭଣ୍ଡାରିପୋଖରୀ ମାଳଦା ନିକଟ ଶରତା ପୋଲ ଉପରେ ୫ ଫୁଟର ପାଣି…
Read More...

ଡାକ୍ତର ଆଳରେ ଠକୁଛନ୍ତି ସାଇବର ଲୁଟେରା।

ଭୁବନେଶ୍ୱର,୨୮ା୫(ବ୍ୟୁରୋ): କରୋନା ପରଠାରୁ ସାଇବର ଠକମାନେ ଉତ୍ପାତ କରୁଛନ୍ତି। ବିଭିନ୍ନ ସମୟରେ ରୂପ ବଦଳାଇ ଲୋକଙ୍କ ଆକାଉଣ୍ଟରୁ କୋଟି କୋଟି ଟଙ୍କା ଲୁଟି ନେଉଛନ୍ତି। ଏବେ ସାଇବର ଠକମାନେ ଚିକିତ୍ସା ନାଁରେ ଡାକ୍ତର ରୂପରେ ଲୋକଙ୍କୁ ବୋକା ବନେଇ ଠକୁଛନ୍ତି। କୌଣସି ଚିକିତ୍ସା ପାଇଁ…
Read More...