ରାଜ୍ୟରେ ଆଜି ପୁଣି ୧୦,୬୩୫ ପଜିଟିଭ ଚିହ୍ନଟ ଓ ୧୯ ମୃତ।
ଭୁବନେଶ୍ୱର,୯/୫(ଓଡ଼ିଆ ନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ହଜାର ୬୩୫ ଜଣ କରୋନାରେ ପଜିଟିଭ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୩୪ ହଜାର ୮୪୨କୁ ବୃଦ୍ଧିପାଇଛି।
ଆଜି ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ…
Read More...
Read More...