ତୃତୀୟ ଲହର ପାଇଁ ସତର୍କ ରହିବାକୁ କେନ୍ଦ୍ରକୁ ପରାମର୍ଶ।
ନୂଆଦିଲ୍ଲୀ,୭ା୫:କରୋନା ଭାଇରସ୍ର ଦ୍ୱିତୀୟ ଲହର ଦେଶରେ ମୃତ୍ୟୁର ତାଣ୍ଡବ ରଚିଚାଲିଛି। ଦ୍ୱିତୀୟ ଲହର ଶୁକ୍ରବାର ପରେ ଶୀର୍ଷକୁ ଛୁଇଁବ ବୋଲି ବିଶେଷଜ୍ଞମାନେ ଆକଳନ କରିଥିବାବେଳେ ତୃତୀୟ ଲହର ଆସନ୍ତା ସେପ୍ଟେମ୍ବରରେ ଆସିପାରେବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ତୃତୀୟ ଲହର ପାଇଁ…
Read More...
Read More...