banner
Breaking
Monthly Archives

May 2021

ୟାସ ପ୍ରଭାବରେ ଗଛ ପଡି ଜଣେ ମୃତ।

କେନ୍ଦୁଝର,୨୬ା୫(ବ୍ୟୁରୋ): ଘଷିପୁରା ଥାନା ଅନ୍ତର୍ଗତ ପଞ୍ଚୁପଲୀ ଗ୍ରାମରେ ବୁଧବାର ସକାଳେ ୟାସ ପ୍ରଭାବରେ ଏକ ବରଗଛ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ସେ ଦୋକାନ ଯାଉଥିବା ସମୟରେ ଏଭଳି ଅଘଟଣ ଘଟଥିବା କୁହାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର ନାଏକ । ସେ ପଞ୍ଚପଲ୍ଲୀ…
Read More...

ବାହାନଗାରେ ବାତ୍ୟା ୟାସର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି।

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ବୁଧବାର ପୂର୍ବାହ୍ନ ୯ଟାରୁ ବାତ୍ୟା ‘ୟାସ’ ଲ୍ୟାଣ୍ଡଫଲ୍‌ ଆରମ୍ଭ କରିଛି। ଧାମରାର ଉତ୍ତର, ବାଲେଶ୍ୱର ସହର ତଳକୁ ବାହାନଗା ପାଖରେ ଲ୍ୟାଣ୍ଡଫଲ୍‌ ହୋଇଛି। ଲ୍ୟାଣ୍ଡଫଲ ଶେଷ ହେବାକୁ ୩ରୁ ୪ ଘଣ୍ଟା ସମୟ ଲାଗିବ। ଅପରାହ୍ନ ୧ଟା ସୁଦ୍ଧା ଲ୍ୟାଣ୍ଡଫଲ୍‌ ସରିଯିବା ଆଶା…
Read More...

ଭାରତ ସରକାରଙ୍କ ବିରୁଦ୍ଧରେ କୋର୍ଟକୁ ଗଲା ହ୍ଵାଟ୍ସଆପ।

ନୂଆଦିଲ୍ଲୀ,୨୬।୫: ଭାରତ ସରକାରଙ୍କ ବିରୋଧରେ ହ୍ବାଟସ୍‌ଆପ୍‌ କୋର୍ଟର ଦ୍ୱାରସ୍ଥ ହୋଇଛି। ଦିଲ୍ଲୀ ହାଇକୋର୍ଟରେ ହ୍ବାଟସ୍‌ଆପ୍‌ ପକ୍ଷରୁ ଏକ ମାମଲା ଦାଏର କରାଯାଇଛି। ବୁଧବାରଠାରୁ ଭାରତାରେ ଲାଗୁ ହେବାକୁ ଥିବା ନୂଆ ଆାଇଟି ନିୟମ ଉପରେ ରୋକ ଲଗାଯିବା ପାଇଁ ହ୍ବାଟସ୍‌ଆପ୍‌ ଆବେଦନ କରିଛି।…
Read More...

ଭାରତକୁ କରୋନା ମୁକ୍ତ କରିବ ଆମେରିକୀୟ କମ୍ପାନୀ।

ନୂଆଦିଲ୍ଲୀ, ୨୬ା୫: ଖୁବ୍‌ କମ୍‌ ଜଣାଶୁଣା ଆମେରିକାର ଏକ କମ୍ପାନୀ ଲାଣ୍ଡୋମସ୍‌ ରିୟଲ୍‌ଟି ଭେଞ୍ଚର୍ସ ଭାରତରେ ୫ ଶହ ବିଲିୟନ ଡଲାର (୩୬ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କା) ନିବେଶ କରି ଦେଶକୁ କରୋନା ମୁକ୍ତ କରିବାକୁ ପ୍ରତିଶ୍ରୁତି ଦେଇଛି। ଭାରତରୁ ମହମାରୀ ଦୂର କରିବାକୁ କମ୍ପାନୀ ନିକଟରେ…
Read More...

ସୁବୋଧ ଜୟସ୍ବାଲ ହେଲେ ସିବିଆଇ ନିର୍ଦ୍ଦେଶକ।

ନୂଆଦିଲ୍ଲୀ,୨୬ା୫: କେନ୍ଦ୍ରୀୟ ଶିଳ୍ପ ନିରାପତ୍ତା ବାହିନୀ (ସିଆଇଏସ୍‌ଏଫ୍‌) ମହାନିର୍ଦ୍ଦେଶକ ସୁବୋଧ କୁମାର ଜୟସ୍ବାଲଙ୍କୁ ମଙ୍ଗଳବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)ର ନୂଆ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା…
Read More...

ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ।

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ବାତ୍ୟା ‘ୟାସ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ସକାଳ ୯ଟାରୁ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିବା ଆଇଏମ୍‌ଡି ସୂତ୍ରରୁ ପ୍ରକାଶ। ବର୍ତ୍ତମାନ ମଧ୍ୟ ଭଦ୍ରକର ଧାମରାରୁ ୪୦ କିଲୋମିଟର ଦୂରରେ ରହିଛି ବାତ୍ୟା ୟାସ୍‌। ପଶ୍ଚିମବଙ୍ଗର ଦୀଘାଠାରୁ ୭୦…
Read More...

ରାଜ୍ୟରେ ଆଜି ୧୧,୭୬୯ ପଜିଟିଭ ଚିହ୍ନଟ ଓ ସର୍ବାଧିକ ୩୫ ମୃତ।

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୧,୭୬୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୫୦୯ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲାବେଳେ ୪୧୧୪ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
Read More...

ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ।

ପୁରୀ ,୨୬ା୫:ବୈଶାଖ ମାସ ଶୁକ୍ଳ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ସ୍କନ୍ଦ ପୁରାଣ ଅନୁଯାୟୀ ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଅବତାରୀ। ତାଙ୍କଠାରୁ ସବୁ ଅବତାର ସୃଷ୍ଟି ହୋଇ ଯୁଗେ ଯୁଗେ ବିବିଧ ଲୀଳାମାନ…
Read More...

ଶିକ୍ଷା ମନ୍ତ୍ରୀଙ୍କ କଡା କାର୍ଯ୍ୟାନୁଷ୍ଠାନ। ୧୬ ଜଣଙ୍କ ଦରମା ବନ୍ଦ।

ନିମାପଡ଼ା,୨୬ା୫(ବ୍ୟୁରୋ):ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଗୋପ ତହସିଲ ଓ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ମଙ୍ଗଳବାର ଗୋପ ତହସିଲ…
Read More...

ପ୍ରତିବର୍ଷ ଶ୍ରେଷ୍ଠ ପ୍ରଦର୍ଶନ କରୁଥିବା ହସ୍ପିଟାଲକୁ ପୁରସ୍କୃତ କରିବେ ରାଜ୍ୟ ସରକାର।

ଭୁବନେଶ୍ୱର, ୨୬।୫(ବ୍ୟୁରୋ): ରାଜ୍ୟ ସରକାର ପ୍ରତିବର୍ଷ ଶ୍ରେଷ୍ଠ ପ୍ରଦର୍ଶନ କରୁଥିବା ହସ୍ପିଟାଲକୁ ପୁରସ୍କୃତ କରିବେ। ପୁରସ୍କୃତ ହସ୍ପିଟାଲକୁ ମିଳିବ ଆର୍ଥତ୍କ ସହାୟତା। ସମସ୍ତ ମେଡିକାଲ କଲେଜ ଓ ହସ୍ପିଟାଲ(ଏମ୍‌ସିଏଚ୍‌), ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌), ସବ୍‌ ଡିଭିଜନାଲ…
Read More...