banner
Breaking
Monthly Archives

May 2021

ଭୁବନେଶ୍ୱର ଏମସ ରୋଗୀଙ୍କ ପାଇଁ ଆରମ୍ଭ କଲା ଏହିସବୁ ସେବା।

ଭୁବନେଶ୍ୱର,୨୫।୫(ବ୍ୟୁରୋ): କୋଭିଡ୍‌ ମହାମାରୀ ଯୋଗୁ ସାଧାରଣ ଲୋକେ ଡାକ୍ତରଖାନାରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସଂକ୍ରମଣ ରୋକିବାକୁ କଟକଣା ଯୋଗୁ ଡାକ୍ତରଖାନାକୁ ପ୍ରବେଶ ବାରଣ କରାଯାଉଥିବାରୁ ବିଶେଷ କରି ଉପଲବ୍ଧ ଶଯ୍ୟା ଓ ଚିକିତ୍ସିତ ରୋଗୀଙ୍କ ସମ୍ପର୍କରେ ଠିକ୍‌ ସୂଚନା…
Read More...

ବାତ୍ୟା ୟାସ ପ୍ରସ୍ତୁତି ନେଇ ଧର୍ମେନ୍ଦ୍ରଙ୍କ ବାରମ୍ବାର ବୈଠକ।

ଭୁବନେଶ୍ୱର, ୨୫।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’ ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ନେଇ ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୀୟୂଷ ଗୋଏଲ ଏବଂ ମନସୁଖ ମାଣ୍ଡଭୀୟଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି ା ଓଡ଼ିଶାରେ ‘ୟାସ୍‌’ ର…
Read More...

ଆଜି ଆପଣଙ୍କ ଦିନ କେମିତି କଟିବ ଜାଣନ୍ତୁ।

ମେଷ:-ଆଜି କର୍ମକ୍ଷେତ୍ରରେ ଅପ୍ରିୟସତ୍ୟ ଭାଷଣ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିପାରେ। ଅବଶ୍ୟ ଦ୍ୱିଜା ବିଚାରବୁଦ୍ଧି ପ୍ରୟୋଗ କରି ପ୍ରତ୍ୟେକ ସମସ୍ୟାର ସରଳ ସମାଧାନ କରିପାରିବେ। ସାମାଜିକ ସ୍ତରରେ ଆପଣଙ୍କ ଦକ୍ଷତାର ମୂଲ୍ୟାୟନ ହେବା ସଙ୍ଗକୁ ପୁରସ୍କୃତ ହୋଇପାରନ୍ତି। ଅଫିସ୍‌ କାମରେ…
Read More...

ପ୍ରବଚକ ଚରଣ ରାମଦାସଙ୍କ ପରଲୋକ।

ଭୁବନେଶ୍ୱର : ବିଶିଷ୍ଟ ଆଧ୍ୟାତ୍ମିକ ପ୍ରବଚକ, ଚାରଣ ରାମ ଦାସଙ୍କର ପରଲୋକ ଘଟିଛି। ଗତ କିଛି ଦିନ ହେଲା, ସେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କ ଶ୍ୱାସକ୍ରିୟାରେ ସମସ୍ୟା ଦେଖାଦେବା ସହ ଫୁସଫୁସ ପ୍ରଭାବିତ ହୋଇଥିଲା। ଚାରଣ ରାମଦାସ ଜଣେ ଲୋକପ୍ରିୟ…
Read More...

ଅତି ଭୟଙ୍କର ହୋଇପାରେ ୟାସ।

ଭୁବନେଶ୍ୱର,୨୪ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ(ଡିପ୍ରେଶନ) ସୋମବାର ଭୟଙ୍କର ବାତ୍ୟାରେ ପରିଣତ ହୋଇଛି। ଏହା ପାରାଦୀପଠାରୁ ପୂର୍ବ ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୫୨୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ୬୦୦ କିଲୋମିଟର ଦୂରରେ…
Read More...

ଓଡିଶାରେ ୮ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କୁ ମିଳିବ ପକକା ଘର।

ଭୁବନେଶ୍ୱର,୨୪।୫: ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ୨୦୨୧-୨୨ ଆର୍ଥିକ ବର୍ଷରେ ଓଡ଼ିଶାରେ ୮ ଲକ୍ଷ ୧୭ ହଜାର ୫୧୩ଜଣ ଯୋଗ୍ୟ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ଏହାକୁ ମିଶାଇ ଦେଶରେ ୬୧.୮୪ ଲକ୍ଷ ଆର୍ଥିକ ଦୁର୍ବଳ ଶ୍ରେଣୀର ହିତାଧିକାରୀଙ୍କୁ ପକ୍କା ଘର ଯୋଗାଇ ଦିଆଯିବ। ଏନେଇ…
Read More...

ବାତ୍ୟା ପାଇଁ ତିନୋଟି ଜିଲ୍ଲାରେ ଟିକାକରଣ ବାତିଲ।

ଭୁବନେଶ୍ୱର, ୨୪।୫(ବ୍ୟୁରୋ): ବାତ୍ୟା ‘ୟାସ୍‌’କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୩ଟି ଜିଲାରେ କୋଭିଡ୍‌-୧୯ ଟେଷ୍ଟିଂ, ଟିକାକରଣ ଓ ଘରକୁ ଘର ସର୍ଭେ ବାତିଲ କରିଛନ୍ତି। ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଆଦି ଜିଲାରେ ୨୫ରୁ ୨୭ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟ ବନ୍ଦ ରଖିବା ପାଇଁ ସ୍ବାସ୍ଥ୍ୟ…
Read More...

ୟାସ ମୁକାବିଲା ପାଇଁ ଅମିତ ସାହାଙ୍କ ସମୀକ୍ଷା ବୈଠକ।

ନୂଆଦିଲ୍ଲୀ,୨୪।୫: ବାତ୍ୟା ‘ୟାସ’ ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି। ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବାତ୍ୟା ମୁକାବିଲାର ସମୀକ୍ଷା କରିଛନ୍ତି। ବାତ୍ୟା ପ୍ରଭାବିତ ହେବାକୁ ଥିବା ଓଡ଼ିଶା, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ…
Read More...

ଅନଲାଇନ ରେଜିଷ୍ଟ୍ରେସନ ନକରି ମଧ୍ୟ ନେଇପାରିବେ ଟିକା।

ନୂଆଦିଲ୍ଲୀ,୨୪।୫: କରୋନା ଭାକ୍ସିନକୁ ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ ୧୮ରୁ ୪୪ବର୍ଷର ଲୋକମାନେ ଅନ୍‌ଲାଇନ୍‌ରେ ରେଜିଷ୍ଟ୍ରେସନ୍‌ ନ କରି ମଧ୍ୟ କୋଭିଡ ଟିକା ନେଇପାରିବେ। ଏଣିକି ଅନ୍‌ଲାଇନ୍‌ରେ ନ କରି ସିଧାସଳଖ ଟିକାକରଣ କେନ୍ଦ୍ରରେ…
Read More...

ବାତ୍ୟା ଓଡିଶା ପାଇଁ ନୂଆ ନୁହେଁ । ତଥାପି ଆମକୁ ସତର୍କ ରହିବାକୁ ପଡିବ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍‌ ନେଇ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆମକୁ ଏକ ସମୟରେ ଦୁଇଟି ବଡ଼ ବିପଦର ମୁକାବିଲା କରିବାକୁ ପଡ଼ିବ। ଗତ ବର୍ଷ ଆମେ କୋଭିଡ୍‌ ସହ ଅମ୍ଫନ ବାତ୍ୟାକୁ ସାମ୍ନା କରିଥିଲେ।…
Read More...