banner
Breaking
Monthly Archives

September 2021

ପ୍ରଶାସନିକ କ୍ଷେତ୍ରରେ ଅଦଳବଦଳ।

ଭୁବନେଶ୍ବର,୨୯/୯(ବ୍ୟୁରୋ) : ରାଜ୍ୟ ସରକାର ପ୍ରଶାସନିକ ସ୍ତରରେ ଏକ ଅଦଳ ବଦଳ ହୋଇଛି। ନୂଆଦିଲ୍ଲୀର ଯୁଗ୍ମ ଆବାସିକ କମିସନର ପ୍ରେମଜିତ ନାୟକଙ୍କୁ ଇସ୍ପାତ ଏବଂ ଖଣି ବିଭାଗର ଅତିରିକ୍ତ ସଚିବ ଭାବରେ ନିଯୁକ୍ତି କରାଯାଇଛି। ରାୟଗଡା ଓଏମସିର ଆଞ୍ଚଳିକ ପରିଚାଳକ ହେମନ୍ତ କୁମାର ସିଂହଙ୍କୁ…
Read More...

ଓଡ଼ିଶା ପତ୍ରକାର ସଂଘର ଦ୍ୱାଦଶ ପ୍ରତିଷ୍ଠା ଦିବସ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର, ୨୯.୯ : ସମାଜ ଗଠନରେ ଗଣମାଧ୍ୟମର ଭୂମିକା ଗୁରୁତ୍ୱପୂର୍ଣ୍ଣ । ସେ ପାରମ୍ପରିକ ଗଣମାଧ୍ୟମ ହେଉ ବା ସାମାଜିକ ଗଣମାଧ୍ୟମ, ତୃଣମୂଳସ୍ତର ଖବରକୁ ଗୁରୁତ୍ୱ ଦେବା ସହ ଲୋକଙ୍କ ସମସ୍ୟା ଉତ୍‌ଥାପନ କରି ପ୍ରଶାସନ ପାଖରେ ପହାଇବା ସହ ଅବହେଳିତ ଲୋକଙ୍କୁ ନ୍ୟାୟ ଦେବା ଆବଶ୍ୟକ । ଯଦି…
Read More...

ଆହୁରି ମାସେ ବଢିଲା କରୋନା କଟକଣା ଅବଧି।

ନୂଆଦିଲ୍ଲୀ, ୨୯।୯: କେତେକ ରାଜ୍ୟର ନିର୍ଦ୍ଦିଷ୍ଟ ଅଞ୍ଚଳରେ କରୋନା ସଂକ୍ରମଣ ବଢ଼ୁତ୍ଥିବାରୁ ଜନସ୍ବାସ୍ଥ୍ୟ ପାଇଁ ଏହା ବଡ଼ ଚ୍ୟାଲେଞ୍ଜ ହୋଇ ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋଭିଡ୍‌ କଟକଣାକୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଅକ୍ଟୋବର ପାର୍ବଣ ଋତୁ ହୋଇଥିବାରୁ…
Read More...

ସମ୍ଭ୍ରାନ୍ତ ଆନ୍ତରାଜ୍ୟ ଠକ ଗିରଫ।

ଭୁବନେଶ୍ୱର,୨୯।୯(ବ୍ୟୁରୋ):ଦାମୀ ପୋଷାକ ପିନ୍ଧିବା ସହ ଦାମୀ ଗାଡ଼ି ଚଢୁଥିଲେ। ନିଜକୁ ସମ୍ଭ୍ରାନ୍ତ ଶ୍ରେଣୀର ପରିଚୟ ଦେଇ ଠକେଇର ନୂଆ କୌଶଳ ଆପଣାଇଥିଲେ। ଦୋକାନୀଙ୍କୁ ଟଙ୍କା ଟ୍ରାନ୍ସଫର୍‌ର ଫେକ୍‌ ସ୍କ୍ରିନଶଟ୍‌ ଦେଖାଇ ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଯାଉଥିଲେ। ରାଜ୍ୟରୁ ରାଜ୍ୟ ବୁଲି ଏଭଳି…
Read More...

ପୁଣି ଏକ ଲଘୁଚାପ। ୪ ତାରିଖ ପର୍ଯ୍ୟନ୍ତ ବର୍ଷିବ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବଙ୍ଗୋପସାଗରରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ତଥା ଏହାର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ମଙ୍ଗଳବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର…
Read More...

ଯୁକ୍ତ ୨ ଦ୍ବିତୀୟ ପ୍ରଯ୍ୟାୟ ମେଧା ତାଲିକା ପ୍ରକାଶ। ପୁଣି ଆଗରେ ରେଭେନ୍ସା

ଭୁବନେଶ୍ବର,୨୭ା୯(ଓଡ଼ିଆ ନ୍ୟୁଜ):ଯୁକ୍ତ ଦୁଇ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ମେଧା ତାଲିକା ସୋମବାର ପ୍ରକାଶ ପାଇଛି। କଳା, ବାଣିଜ୍ୟ, ବିଜ୍ଞାନ, ସଂସ୍କୃତ, ଧନ୍ଦାମୂଳକ ଶିକ୍ଷା ପାଠ୍ୟକ୍ରମରେ ୧ ଲକ୍ଷ ୭୩ ହଜାର ୬୩ ଆସନ ଖାଲି ଅଛି। ସେଥି ମଧ୍ୟରୁଦ୍ବିତୀୟ ପର୍ଯ୍ୟାୟରେ ମୋଟ ୫୪ ହଜାର ୬୩୩…
Read More...

ଭୁବନେଶ୍ୱର କ୍ଲବର ସଭାପତି ରୂପେ ଅସିତ ତ୍ରିପାଠୀ ନିର୍ବାଚିତ।

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଅସିତ ତ୍ରିପାଠୀ ହେଲେ ଭୁବନେଶ୍ୱର କ୍ଲବର ନୂତନ ସଭାପତି। କ୍ଲବର ସଭାପତି ପଦ ପାଇଁ ରାଜ୍ୟର ଦୁଇ ସଚିବଙ୍କ ମଧ୍ୟରେ କଡା ଟକ୍କର ହୋଇଥିଲା। ଏଥିରେ ବିଜୟ ଲାଭ କରିଛନ୍ତି ଅସିତ ତ୍ରିପାଠୀ। ତାଙ୍କ ବିପକ୍ଷରେ ଲଢ଼ୁଥିବା ବିଜୟ ପଟ୍ଟନାୟକଙ୍କୁ ସେ ୨୭୮ ଭୋଟରେ…
Read More...

ସରିଲା ପିପିଲି ଉପନିର୍ବାଚନ ପ୍ରଚାର।

ପିପିଲି,୨୭/୯(ଓଡ଼ିଆ ନ୍ୟୁଜ): ପିପିଲି ବିଧାନସଭା ଆସନରେ ଆସନ୍ତା ୩୦ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଅକ୍ଟୋବର ୩ ତାରିଖରେ ଭୋଟ ଗଣତି କରାଯିବାକୁ ଥିବା ବେଳେ ମତଦାନ ସମାପ୍ତିର ୭୨ଘଣ୍ଟା ପୂର୍ବରୁ ଅର୍ଥାତ ସୋମବାର ସଂନ୍ଧ୍ୟା ୬ଟାରୁ ନିର୍ବାଚନୀ ପ୍ରଚାର ଶାନ୍ତି ଶୃଙ୍ଖଳାର ସହ ଶେଷ…
Read More...

ଜେଲରେ କଏଦୀଙ୍କୁ ସାକ୍ଷାତ କରିପାରିବେ ସ°ର୍ପକୀୟ।

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଏଣିକି ଜେଲ୍‌ରେ କଏଦୀମାନେ ସିଧାସଳଖ ପରିବାର ଲୋକଙ୍କୁ ପ୍ରତ୍ୟେକ୍ଷ ସାକ୍ଷାତ କରିପାରିବେ। ଏନେଇ ଜେଲ ଡିଜି ସନ୍ତୋଷ ଉପାଧ୍ୟାୟ ନିର୍ଦ୍ଦେଶ ଦେବା ସହ ଗତ ୨୩ ତାରିଖରେ ସମସ୍ତ ଜେଲ୍‌ ଅଧୀକ୍ଷକଙ୍କୁ ଚିଠି କରିଛନ୍ତି। ଏହାସହ ଜେଲରେ ଥିବା ଇ-ମୁଲାକାତ ବ୍ୟବସ୍ଥା…
Read More...

ସ୍ବାସ୍ଥ୍ୟ କ୍ଷେତ୍ରରେ ଯୁଗାନ୍ତକାରୀ ପଦକ୍ଷେପ। ଡିଜିଟାଲ ସ୍ବାସ୍ଥ୍ୟ ମିଶନର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୨୭/୯(ଓଡ଼ିଆ ନ୍ୟୁଜ) : ଆଜି ଠାରୁ ସାରା ଭାରତରେ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ଆରମ୍ଭ ହୋଇଛି। ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାର ଶୁଭାରମ୍ଭ କରିଛନ୍ତି। ଏବେ ଗୋଟିଏ ପ୍ଲାଟଫର୍ମରେ ସବୁ ସୁବିଧା ମିଳିବ। ସାରା ଦେଶରେ ଆୟୁଷ୍ମାନ ଭାରତ ଡିଜିଟାଲ…
Read More...