banner
Breaking
Monthly Archives

September 2021

ଆଜି ଭାରତ ବନ୍ଦ

ଭୁବନେଶ୍ୱର,୨୭/୯(ବ୍ୟୁରୋ) : କେନ୍ଦ୍ର ସରକାରଙ୍କ ଦ୍ୱାରା ପାରିତ ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ କୃଷକ ସଂଗଠନ ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ରାଜ୍ୟ ତଥା ଦେଶର ବିଭିନ୍ନ ସ୍ଥାନରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୬ଟାରୁ ଭାରତ ବନ୍ଦ ଡାକରା ଦିଆଯାଇଥିବା…
Read More...

ବାତ୍ୟା ବିପଦ ଟଳିଲା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’କୁ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଯେଉଁ ଆକଳନ କରାଯାଉଥିଲା, ସେତେଟା ପ୍ରଭାବ ଦେଖିବାକୁ ମିଳିଲା ନାହିଁ। ୭୫ରୁ ୮୫ କି.ମି. ବେଗରେ ପବନ ବୋହିବ ଓ ସର୍ବାଧିକ ୯୫ କି.ମି. ରହିବା ସହ ପ୍ରବଳ ବର୍ଷା ହେବ ବୋଲି ପୂର୍ବରୁ କୁହାଯାଇଥିଲା।…
Read More...

ଲ୍ୟାଣ୍ଡଫଲ କଲା ବାତ୍ୟା ଗୁଲାବ୍।

ଭୁବନେଶ୍ୱର,୨୬।୯: ବାତ୍ୟା ‘ଗୁଲାବ’ ରବିବାର ରାତିରେ ଉପକୂଳ ଅତିକ୍ରମ କରିଛି। ପୂର୍ବ ଆକଳନ ଅନୁସାରେ, ରବିବାର ସନ୍ଧ୍ୟା ୬ଟାରୁ ‘ଗୁଲାବ’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପ୍ରାୟ ୩ ଘଣ୍ଟା ଧରି ଏହି ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି ରହିଥିଲା। ରାତି ୯ଟାରୁ ସାଢ଼େ ୯ଟା ମଧ୍ୟରେ…
Read More...

ବାତ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବାତ୍ୟା ‘ଗୁଲାବ’ ରବିବାର ସନ୍ଧ୍ୟାରେ ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମଠାରେ ଲ୍ୟାଣ୍ଡଫଲ କରିବ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀଗସ୍ତରେ ଥିଲେ ହେଁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସ୍ଥିତିର…
Read More...

ତିନି ଦିନିଆ ଦିଲ୍ଲୀ ଗ୍ରସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଭୁବନେଶ୍ବର : ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତାକାଲି ଆୟୋଜିତ ହେବାକୁ ଥିବା ମାଓ ମୁକାବିଲା ରଣନୀତି ବୈଠକରେ ଯୋଗଦେବା ଲାଗି ଶୁକ୍ରବାରଠାରୁ ୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବାହ୍ନରେ ଏକ ସ୍ବତନ୍ତ୍ର ବିମାନ ଯୋଗେ ଶ୍ରୀ ପଟ୍ଟନାୟକ ଦିଲ୍ଲୀ…
Read More...

ମିଳିଲା ସୀତାରାମଙ୍କ ମୃତ ଦେହ।

କଟକ ,୨୫।୯: କଟକ ମୁଣ୍ଡଳିରେ ଶୁକ୍ରବାର ରବର ବୋଟ ଓଲଟି ପଡ଼ିଥିଲା। ପରେ ସମସ୍ତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲ ନିଆଯାଇଥିଲା। ହେଲେ ଓଡ୍ରାଫ୍‌ କର୍ମଚାରୀ ସୀତାରାମ ମୁର୍ମୁ ନିଖୋଜ ଥିଲେ। ତାଙ୍କ ମୃତଦେହ ଶନିବାର ଉଦ୍ଧାର କରାଯାଇଛି। କଖଡ଼ି ମହାଳପଡ଼ା ଗୁମେଇ ସାହିରୁ ତାଙ୍କ ମୃତଦେହକୁ…
Read More...

ହାତୀକୁ ଉଦ୍ଧାର କରିବାକୁ ଯାଇ ବୁଡିଲା ବୋଟ୍। ଓଟିଭି ସାମ୍ବାଦିକ ଅରିନ୍ଦମ ଦାସଙ୍କ ମୃତ୍ୟୁ।

ଭୁବନେଶ୍ୱର,୨୪/୯ : ଆଠଗଡ ବନଖଣ୍ଡ ଅନ୍ତର୍ଗତ ମୁଣ୍ଡଳୀ ବ୍ରିଜ ନିକଟରେ ମହାନଦୀରେ ଫସିରହିଥିବା ଏକ ଦନ୍ତାହାତୀକୁ ଉଦ୍ଧାରକରିବା ପାଇଁ ଯାଇଥିବା ଓଡ୍ରାଫ ଟିମର ବୋଟଟି ପ୍ରଖର ସ୍ରୋତରେ ଓଲଟି ପଡିଥିଲା । ଫଳରେ ସେଥିରେ ଥିବା ୫ଜଣ ଓଡ୍ରାଫ କର୍ମଚାରୀ ଓ ୨ ସାମ୍ବାଦିକ ପାଣିରେ ବୁଡିଯାଇଥିଲେ।…
Read More...

ହନି ଟ୍ରାପର ବିଭିନ୍ନ ଫାସରେ ଫସିଥିଲେ ୫ ଜଣ।

ଭୁବନେଶ୍ୱର,୨୩ା୯ : ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆର୍‌ଡିଓ)ରୁ ଗୁପ୍ତତଥ୍ୟ ଲିକ୍‌ ମାମଲାରେ ଗିରଫ ୫ ଅଭିଯୁକ୍ତଙ୍କୁ ଗତ ୪ ଦିନ ଧରି କ୍ରାଇମବ୍ରାଞ୍ଚ ଜେରା କରୁଛି। ଏହି ଜେରା ଭିତରେ କ୍ରାଇମ୍‌ବ୍ରାଞ୍ଚ ହାତରେ ବହୁ ସାଂଘାତିକ ତଥ୍ୟ ଲାଗିଛି।…
Read More...

କୋଭିଡରେ ମୃତ ପରିବାରକୁ ମିଳିବ ୫୦ ହଜାର ଟଙ୍କା।

ନୂଆଦିଲ୍ଲୀ,୨୨।୯: କୋଭିଡ୍‌ ମୃତକଙ୍କ ପରିବାରବର୍ଗକୁ କ୍ଷତିପୂରଣ ବାବଦରେ ରାଜ୍ୟ ସରକାର ୫୦ ହଜାର ଟଙ୍କା ପ୍ରଦାନ କରିବେ। ଏ ନେଇ ସୁପ୍ରିମକୋର୍ଟକୁ ବୁଧବାର ସୂଚନା ଦେଇଛନ୍ତି କେନ୍ଦ୍ର ସରକାର। ତେବେ କୋଭିଡ୍‌ କାରଣରୁ ଏପର୍ଯ୍ୟନ୍ତ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ କେବଳ ଏହି…
Read More...

ବଲାଙ୍ଗୀର ଜିଲ୍ଲାରେ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ।

ଭୁବନେଶ୍ୱର(ଓଡ଼ିଆ ନ୍ୟୁଜ) ୨୨।୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗିର ଜିଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ  କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଶୁଭାରମ୍ଭ…
Read More...