banner
Breaking
Monthly Archives

October 2021

ଜଗା ଦର୍ଶନ ପାଇଁ ଆସିବ ଗାଇଡଲାଇନ୍।

ପୁରୀ ,୨୭।୧୦: ପୁରୀ ବାସୀଙ୍କ ପାଇଁ ଜଗା ଦର୍ଶନକୁ ନେଇ ବୁଧବାର ନୂଆ ଗାଇଡ୍‌ଲାଇନ୍‌ ଆସିବ। ମଧ୍ୟ୍ୟାହ୍ନ ୧୨ଟାରେ ଭର୍ଚୁଆଲ ଯୋଗେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ମିଳିଛି। ପ୍ରତ୍ୟେକ ଦିନ କୋଭିଡ ନେଗେଟିଭ ରିପୋର୍ଟ ଦେଖାଇ ପୁରୀ ବାସୀନ୍ଦା…
Read More...

ଘରୋଇକରଣ ହେବ ବିଜୁ ପଟ୍ଟନାୟକ ବିମାନ ବନ୍ଦର।

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ଖୁବଶୀଘ୍ର ଘରୋଇକରଣ ହେବା ନେଇ ଏଏଆଇ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଭୁବନେଶ୍ୱର ସମେତ ୧୩ଟି ପ୍ରମୁଖ ବିମାନବନ୍ଦରର ଘରୋଇକରଣ ହେବ। ଭୁବନେଶ୍ୱର, ବାରାଣସୀ, ଅମୃତସର, ତ୍ରିଚି, ଇନ୍ଦୋର, ରାୟପୁର ଭଳି ବଡ଼ ବଡ…
Read More...

ପୁଣି ଲଘୁଚାପ। ତିନିଦିନ ବର୍ଷିବ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୮, ୨୯ ଓ ୩୦ ତାରିଖରେ ରାଜ୍ୟର ୭ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା…
Read More...

ଓଏଏସ ସ୍ତରରେ ଅଦଳବଦଳ।

ଭୁବନେଶ୍ୱର, ୨୭।୧୦(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଓଡ଼ିଶା ବିପର୍ଯ୍ୟୟ ପ୍ରଶମନ କର୍ତ୍ତୃପକ୍ଷ(ଓସ୍‌ଡମା) କାର୍ଯ୍ୟନିର୍ବାହୀ ଅଧିକାରୀ…
Read More...

ଧର୍ମେନ୍ଦ୍ରଙ୍କୁ ଭେଟିଲେ କ୍ଷୁଦ୍ର ଗ୍ରହ ଆବିଷ୍କାରକ ଓଡିଆ ଝିଅ ବନୀତା

ନବରଙ୍ଗପୁର : କ୍ଷୁଦ୍ର ଗ୍ରହର ଆବିଷ୍କାରକ ନବରଙ୍ଗପୁରର ଓଡିଆ ଝିଅ ବନୀତା ଦାସ ମଙ୍ଗଳବାର ନୂଆ ଦିଲ୍ଲୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କରିଛନ୍ତି। ମନ୍ତ୍ରୀ ପ୍ରଧାନ ବନୀତାଙ୍କୁ ସାଧୁବାଦ ଜଣାଇଛନ୍ତି। କ୍ଷୁଦ୍ର ଗ୍ରହ ଆବିଷ୍କାର କରି ବନୀତା ଓଡିଆ ମାଟିକୁ ଗର୍ବିତ…
Read More...

ବିନା ଦର୍ଶକରେ ହେବ ଜୁନିୟର ହକି ବିଶ୍ବ କପ୍।

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୨୪ରୁ କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେବ ଜୁନିଅର ପୁରୁଷ ହକି ବିଶ୍ୱକପ୍‌। ଡିସେମ୍ବର ୫ ଯାଏ ଏହା ଚାଲିବ। ଏହାପୂର୍ବରୁ ବିନା ଦର୍ଶକରେ ମ୍ୟାଚ୍‌ଗୁଡ଼ିକ ଖେଳାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଗହଳିରେ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା ଥିବାରୁ…
Read More...

ରାତିରେ ବି କାମୁଡେ ଡେଙ୍ଗୁ ମସା।

ଭୁବନେଶ୍ୱର : ଦେଶର ଅନେକ ରାଜ୍ୟରେ ଡେଙ୍ଗୁ ରୋଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବିଶେଷକରି ଦିଲ୍ଲୀ , ନୋଏଡା ଏବଂ ଗୁରୁଗାଓଁରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବୃଦ୍ଧି ଚିନ୍ତାର କାରଣ ପାଲଟିଛି। ଏଡିସ୍ ମଶା କାମୁଡ଼ିବା ଦ୍ୱାରା ଡେଙ୍ଗୁ ଜ୍ୱର ବ୍ୟାପିଥାଏ।  ଏହା ସିଧାସଳଖ ଜଣେ ବ୍ୟକ୍ତିଙ୍କଠାରୁ…
Read More...

ରାଜ୍ୟରେ ଖୋଲିବ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ।

ଭୁବନେଶ୍ବର : ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି ଏବଂ ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏଁ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା…
Read More...

ଏସସିବିରେ ଖୋଲିଲା ଯକୃତ ପ୍ରତିରୋପଣ ବିଭାଗ।

କଟକ , ୨୬।୧୦: ଶ୍ରୀରାମଚନ୍ଦ୍ର ଭଞ୍ଜ (ଏସ୍‌ସିବି) ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ବିକାଶରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି। ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ନିମନ୍ତେ ସୋମବାର ଏଠାରେ ୨ଟି ନୂତନ ବିଭାଗ ଉଦ୍‌ଘାଟିତ ହୋଇଛି। ଲିଭର ଟ୍ରାନ୍ସପ୍ଲାଣ୍ଟ (ଯକୃତ…
Read More...

ପାଞ୍ଚଟି ପର୍ଯ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ।

ଭୁବନେଶ୍ବର,୨୬।୧୦(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ନେଇ ମଙ୍ଗଳବାର ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ଓ୍ବାର୍ଡ ମେମ୍ବର, ସରପଞ୍ଚ, ସମିତି ସଭ୍ୟ, ବ୍ଲକ ଅଧ୍ୟକ୍ଷ ଆସନ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ଆଜି ପ୍ରକାଶ ପାଇବ । ୯୨ ହଜାର ୱାର୍ଡ ମେମ୍ବର, ୬ ହଜାର ୮୦୦ ସରପଞ୍ଚ ଓ ସମିତି ସଭ୍ୟଙ୍କ…
Read More...