banner
Breaking
Monthly Archives

October 2021

ରାଜଧାନୀକୁ ଫେରିଲା କଣ୍ଟେନମେଣ୍ଟ।

ଭୁବନେଶ୍ୱର,୬ା୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ପୁଣି ଫେରିଛି କଣ୍ଟେନମେଣ୍ଟ। ଫରେଷ୍ଟ ପାର୍କ ଅଞ୍ଚଳର ୫୨ ନମ୍ବର ଓ୍ବାର୍ଡ ରାଜେନ୍ଦ୍ର ବିହାର ଆପାର୍ଟମେଣ୍ଟକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛି ବିଏମ୍‌ସି। ଏହି ଆପାର୍ଟମେଣ୍ଟର ୧୦ଟି ଫ୍ଲାଟ୍‌କୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା…
Read More...

ତୃତୀୟ ବିଶ୍ବଯୁଦ୍ଧର ଧମକ୍ ଦେଲା ଚାଇନା।

ବେଜିଂ,୬।୧୦: ତାଇଓ୍ବାନ ଆକାଶ ମାର୍ଗରେ ଆଣବିକ ବୋମାବର୍ଷୀ ଯୁଦ୍ଧ ବିମାନ ଉଡ଼ାଇ ଉତ୍ତେଜନା ସୃଷ୍ଟି କରୁଥିବା ଚାଇନା ଏବେ ତୃତୀୟ ବିଶ୍ୱଯୁଦ୍ଧର ଧମକ ଦେଇଛି। ଦକ୍ଷିଣ ଚାଇନା ସାଗରରେ ଆମେରିକା, ବ୍ରିଟେନ, କାନାଡ଼ ଏବଂ ଅଷ୍ଟ୍ରେଲିଆର ଯୁଦ୍ଧପୋତ ଲଗାତାର ପଇଁତରା ମାରୁ ଥିବାରୁ ଚାଇନାର ସରକାରୀ…
Read More...

ରାଜ୍ୟରେ ବଢୁଛି ଶିଶୁ ଆକ୍ରାନ୍ତଙ୍କ ସ°ଖ୍ୟା।

ଭୁବନେଶ୍ୱର,୫।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୬୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…
Read More...

ପୁଣି କାର୍ଯକ୍ଷମ ହେଲା ସୋସିଆଲ ମିଡ଼ିଆ।

ନୂଆଦିଲ୍ଲୀ,୫ ।୧୦: ଫେସବୁକ, ଇନଷ୍ଟାଗ୍ରାମ, ହ୍ୱାଟସ୍‌ଆପ ଓ ମେସେଞ୍ଜର ପୁଣିଥରେ କାମ କରିବା ଆରମ୍ଭ କରି ଦେଇଛି । କିଛି ଘଣ୍ଟା ପର୍ଯ୍ୟନ୍ତ ଏସବୁ ସର୍ଭର ଡାଉନ୍ ରହିବା ପରେ ଏବେ ଗୋଟିଏ ପରେ ଗୋଟିଏ କାମ ଆରମ୍ଭ କରି ଦେଇଛି । ଏହାସହ ଫେସବୁକର ଆଉ କିଛି ସେବା ବି ବନ୍ଦ ହୋଇଯାଇଥିଲା । ନ୍ୟୁଜ…
Read More...

ଦିଲ୍ଲୀ କ୍ୟାପିଟାଲ ପଏଣ୍ଟ ତାଲିକାର ଶୀର୍ଷରେ।

ଦୁବାଇ,୪।୧୦ : ଚଳିତ ଆଇପିଏଲ ସିଜନର ଦ୍ୱିତୀୟ ଫେଜ୍‌ରେ ସୋମବାର ଏଠାରେ ଖେଳାଯାଇଥିବା ଡ୍ରାମାରେ ଭରପୂର ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ୩ ଉଇକେଟରେ ହରାଇ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ। ଏହି ବିଜୟ ସହ ଦିଲ୍ଲୀ (୨୦ ପଏଣ୍ଟ) ଅଙ୍କ ତାଲିକାରେ ଶୀର୍ଷ ସ୍ଥାନକୁ ଉଠିଛି।…
Read More...

୨୧୬ ପୋଲିସ ଫାଣ୍ଡି ଦାୟିତ୍ୱ ରେ ରହିବେ ସଵ୍ ଇନ୍ସପେକ୍ଟର ।

ଓଡ଼ିଶା ପୋଲିସର ୨୧୬ଟି ଫାଣ୍ଡି ଦାୟିତ୍ୱ ରେ ଏଣିକି ସବ୍‌ଇନ୍‌ସପେକ୍ଟର ମାନେ ରହିବେ । ଏ ସମ୍ପର୍କୀୟ ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଅନୁମୋଦନ କରିଛନ୍ତି । ପୂର୍ବରୁ ସହକାରୀ ସଵ୍ ଇନ୍ସପେକ୍ଟର ମାନେ ଫାଣ୍ଡି ଦାୟିତ୍ୱ ରେ ରହୁଥିଲେ । କମିଶନରେଟ୍‌ ପୋଲିସ…
Read More...

ତନିଷ୍କର ପୂଜା କଲେକ୍ସନ ‘ସାଜ୍’ – ଆକର୍ଷଣୀୟ ଅଫର ସହ ଅତ୍ୟାଧୁନିକ ପୂଜା ସମ୍ଭାର

ଭୁବନେଶ୍ୱର,୪୧୦(ଓଡ଼ିଆ ନ୍ୟୁଜ): ପୂଜା କେବଳ ଏକ ପର୍ବ ନୁହେଁ, ଓଡ଼ିଶାର ଗ୍ରାହକମାନଙ୍କ ପାଇଁ ଏହା ଏକ ଆବେଗ । ପାର୍ବଣର ଉତ୍ସାହ ପାଖେଇ ଆସୁଥିବାବେଳେ ଦେଶର ସର୍ବବୃହତ୍ ଏବଂ ବହୁ ଭରସାଯୋଗ୍ୟ ଗହଣା ବ୍ରାଣ୍ଡ ତନିଷ୍କ ଏହାର ଏକ୍ସକ୍ଲୁସିଭ ପୂଜା କଲେକ୍ସନ ‘ସାଜ'ର ଉନ୍ମୋଚନ କରିଛି । ଆଜିର…
Read More...

ଗଜପତିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪/୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଜପତି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୧.୩୫ ଲକ୍ଷ, ପ୍ରାୟ ୯୦ ପ୍ରତିଶତ ଲୋକ ଏହି ସୁବିଧା ପାଇବେ । ଏହି ଅବସରରେ ଜନସାଧାରଣଙ୍କୁ…
Read More...

୩୦ ଦିନ ମଧ୍ୟରେ କରୋନା ମୃତକଙ୍କ ପରିବାରକୁ ମିଳିବ ୫୦ ହଜାର ଟଙ୍କା।

ନୂଆଦିଲ୍ଲୀ,୪ ।୧୦: କରୋନା ମହାମାରୀରେ ମୃତ୍ୟୁ ହୋଇଥିବା ଲୋକଙ୍କ ପରିଜନଙ୍କୁ ୫୦ ହଜାର ଟଙ୍କାର କ୍ଷତି ପୂରଣ ରାଶି ଦେବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସୁପ୍ରିମକୋର୍ଟ ଏହାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଅନ୍ୟ ଅନୁକମ୍ପା ରାଶିଠାରୁ ଏହା ଭିନ୍ନ ହେବ ବୋଲି କୋର୍ଟ…
Read More...

ପୁଣି ବଢିଲା ତେଲ ଦର।

ଭନୂଆଦିଲ୍ଲୀ,୪।୧୦: କ୍ରମାଗତ ଚତୁର୍ଥ ଦିନ ଲାଗି ଉଭୟ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମ (ଆଇଓସିଏଲ୍‌)ର ସୂଚନା ଅନୁସାରେ ରବିବାର ଭୁବନେଶ୍ୱରରେ ଡିଜେଲ ୩୩ ପଇସା ଏବଂ ପେଟ୍ରୋଲ ୨୬ ପଇସା ବଢ଼ିଛି। ଫଳରେ ଏଠାରେ ଡିଜେଲ ଲିଟର…
Read More...